Home

ତାଣ୍ଡବ ରଚିଲା ଦନ୍ତା: ଭାଙ୍ଗିଲା ଘର, ଉଜାଡିଲା ଫସଲ

ପରଜଙ୍ଗ,୩।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜହ୍ନାପଡା ଗାଁରେ ତାଣ୍ଡବ ରଚିଲା ଗୋଠଛଡା ଦନ୍ତା। ଗାଁ ଭିତରେ ପଶି ଭାଙ୍ଗିଲା ଘର ଭାଙ୍ଗିବା ସହ ଧାନ-ଚାଉଳ ଖାଇଛି ଏବଂ ଫସଲ ଉଜାଡି ଦେଇଛି। ତେବେ…

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍‌ପତି

ଭୁବନେଶ୍ୱର,୩ା୧: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍‌ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍‌ରେ ହରିବାବୁ କମ୍ଭମ୍‌ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି…

ହସ୍ପିଟାଲ୍‌ରେ ଭିଡ଼,ଶ୍ମଶାନଘାଟରେ ନାହିଁ ଜାଗା: କରୋନା ପରେ ଚାଇନାରେ ବ୍ୟାପୁଛି ଆଉ ଏକ ବିପଜ୍ଜନକ ଭାଇରସ୍‌

ବେଜିଂ,୩।୧:୨୦୨୦ରେ ବିଶ୍ୱକୁ ଆସିଥିବା କରୋନା ମହାମାରୀ ପରେ ଚାଇନାରେ ଆଉ ଏକ ବିପଜ୍ଜନକ ଭାଇରସ୍‌ ମାଡ଼ିବାରେ ଲାଗିଛି। ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ (ଏଚ୍‌ଏମ୍‌ପିଭି)ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହି ରୋଗରେ ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା ହସ୍ପିଟାଲରେ ବଢିବାରେ ଲାଗିଛି। ପରିସ୍ଥିତି ଏପରି ହୋଇଛି…

ଆଜିଠୁ ବରଗଡ଼ ଧନୁଯାତ୍ରା, ଚାଲିବ କଂସ ରାଜୁତି

ବରଗଡ଼,୩ା୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାରରୁ ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଲୋକ ସଭା ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ…

ଅଲୋଡା ରେକର୍ଡ କଲେ ରୋହିତ ଶର୍ମା: ପ୍ରଥମ ଭାରତୀୟ ଅଧିନାୟକ ଭାବେ ସିରିଜ୍‌ ମଝିରୁ ପଡ଼ିଲେ ବାଦ୍‌

ସିଡନୀ,୩।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଛି। ଏହି ମ୍ୟାଚ ପାଇଁ ଭାରତୀୟ ଦଳରେ ଦୁଇଟି ପରିବର୍ତ୍ତନ କରାଯାଇଛି। ଟେଷ୍ଟରେ ଶୁଭମାନ ଗିଲଙ୍କୁ ନିୟମିତ…

ପନ୍ତଙ୍କ ମୁଣ୍ଡରେ ବାଜିଲା ବଲ୍‌, ତା’ପରେ ଯାହା ଘଟିଲା ଦେଖିଲେ ହେବେ ଆଶ୍ଚର୍ଯ୍ୟ

ସିଡନୀ,୩।୧: ସିଡନୀ ଟେଷ୍ଟରେ ରିଷଭ ପନ୍ତଙ୍କ ମୁଣ୍ଡରେ ବଳ୍‌ ବାଜିଛି। ମିଚେଲ ଷ୍ଟାର୍କ ପ୍ରଥମ ଦିନର ଦ୍ୱିତୀୟ ଅଧିବେଶନରେ ବୋଲିଂ କରିବାକୁ ଆସିଥିଲେ। ତାଙ୍କ ବଲ ଙ୍‌ପନ୍ତଙ୍କ ହେଲମେଟ୍ର ବାଜିଥିଲା। ଏହା ବ୍ୟତୀତ ଏକ ବଲ ମଧ୍ୟ ତାଙ୍କ ହାତରେ ବାଜିଥିଲା।…

କୋରମ ଅଭାବ: ସରପଞ୍ଚଙ୍କ ବିରୋଧରେ କାଟ୍‌ ଖାଇଲା ଅନାସ୍ଥା ପ୍ରସ୍ତାବ

ଦିଗପହଣ୍ଡି/ପାଟପୁର,୩ା୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ଦୀର୍ଘଦିନ ଧରି ଲାଗି ରହିଥିବା ରାଜନୈତିକ ଛକାପଞ୍ଝାର ଅବସାନ ଘଟିଛି । ଗୁରୁବାର ଆବଶ୍ୟକ ଓ୍ବାର୍ଡ ସଭ୍ୟାସଭ୍ୟଙ୍କ…

ଏଇ ଭାରତରେ

କୁହାଯାଏ ଜ୍ଞାନ ଅର୍ଜନ କରିବାର କୌଣସି ନିର୍ଦ୍ଦିଷ୍ଟ ବୟସ ନ ଥାଏ। ସେଥିପାଇଁ ତ ୮୧ ବର୍ଷ ବୟସରେ ବି ପୁଣି ଥରେ ପାଠ ପଢ଼ିବା ଆରମ୍ଭ କରିଛନ୍ତି ସତ୍‌ପାଲ ଅରୋରା। ରାଜସ୍ଥାନ ଚିତ୍ତୋରଗଡ଼ର ପ୍ରତାପଗଡ଼ ଗ୍ରାମରେ ତାଙ୍କ ଘର। କିଛି…

ଓଲଟ ଗତି

ଜଣେ ବିଦେଶୀ ପର୍ଯ୍ୟଟକ ସକାଳୁ ସହରର ଏକ ଲଜିଂରୁ ରେଳଷ୍ଟେଶନକୁ ଚାଲିଚାଲି ଯାଉଥିଲେ ଓ ଦୁଇଟି ଓଜନିଆ ବ୍ୟାଗ୍‌ ଧରିଥିବାରୁ ଥକିପଡୁଥିଲେ। ସେହି ରାସ୍ତା ଦେଇ ଏକ ଅଟୋରିକ୍ସା ଯାଉଥିବାର ଦେଖି ଚାଳକକୁ ଷ୍ଟେଶନ ପର୍ଯ୍ୟନ୍ତ ଭଡ଼ା କେତେ ବୋଲି ପଚାରିବାରୁ…

ମାକ୍ସୱେଲ୍‌ଙ୍କ ତରଙ୍ଗ ଓ ଆଲୋକ

ବ୍ରିଟିଶ ଗବେଷକ ସାର୍‌ ଆଇଜାକ୍‌ ନ୍ୟୁଟନ୍‌ ଆମ ଆଖପାଖରେ ଥିବା ବସ୍ତୁଗୁଡ଼ିକର ଗତିକୁ ନିର୍ଦ୍ଦିଷ୍ଟ ରୂପେ ମାପିବା ପାଇଁ ଗତିଶୀଳ ବସ୍ତୁର ଗତି ପଛରେ ନିହିତ ପ୍ରକୃତ କାରଣ ଅନାବରଣକୁ ତାତ୍ତ୍ୱିକ ନିଷ୍କର୍ଷ ପ୍ରଦାନ କରିଥିଲେ। ହେଲେ ଆଲୋକର ସମସ୍ତ ଗୁଣାବଳୀ…

ମୁଦ୍ରାସ୍ଫୀତି ଓ ଜଳବାୟୁ ସଙ୍କଟ

ବର୍ଷେ ଦୁଇ ବର୍ଷ ହେଲା ବୈଶ୍ୱିକ ମୁଦ୍ରାସ୍ଫୀତି ଯୋଗୁ ଖାଦ୍ୟ, ଶକ୍ତି ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଜିନିଷଗୁଡ଼ିକର ଅହେତୁକ ମୂଲ୍ୟ ବୃଦ୍ଧି ଘଟିଛି। ଫଳରେ ସାରା ବିଶ୍ୱରେ ବିଶେଷକରି ଜି-୨୦ ଦେଶଗୁଡ଼ିକରେ ଆମେରିକାରେ ମୂଲ୍ୟବୃଦ୍ଧି ରାଜନୈତିକ ଆଲୋଚନାର ପ୍ରମୁଖ ବିଷୟ ହୋଇଛି।…

ଆଜି ଶପଥ ନେବେ ନୂଆ ରାଜ୍ୟପାଳ

ଭୁବନେଶ୍ୱର,୩ା୧(ସୁନିତ୍‌ ମିଶ୍ର):ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଗୁରୁବାର ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନୂଆ ରାଜ୍ୟପାଳଙ୍କୁ ସ୍ବାଗତ ଜଣାଇଛନ୍ତି। ରାଜଭବନ ପକ୍ଷରୁ ବିମାନବନ୍ଦରଠାରେ ରାଜ୍ୟପାଳଙ୍କୁ ଗାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?