Home

ଗାଭାସ୍କରଙ୍କ ବଡ଼ ବୟାନ: ‘ରୋହିତ ଶର୍ମା ଖେଳିବେ, କୋଚ୍‌-ଉପଅଧିନାୟକଙ୍କ ସହ…’

ନୂଆଦିଲ୍ଲୀ,୨।୧: ଭାରତୀୟ ଟିମ୍‌ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଶୁକ୍ରବାର ଅର୍ଥାତ ଜାନୁଆରୀ ୩ରେ ସିଡନୀ କ୍ରିକେଟ୍‌ ମଇଦାନରେ ଖେଳାଯିବ। ହେଲେ ଏହା ପୂର୍ବରୁ ଭାରତୀୟ ଦଳରେ ଅନିଶ୍ଚିତତା ଦେଖାଦେଇଛି। ଭାରତୀୟ ଅଧିନାୟକ…

ଫେସବୁକ୍‌ ପ୍ରେମିକାଙ୍କୁ ଭେଟିବା ଲାଗି ପାକିସ୍ତାନ ସୀମା ଡେଇଁଥିଲେ ୟୁପିର ଯୁବକ, ଗିରଫ ହେବା ପରେ ଫସାଇଦେଲେ…

ଅଲିଗଡ଼/ଲାହୋର,୨।୧: ଫେସବୁକ୍‌ରୁ ଆରମ୍ଭ ହୋଇଥିଲା ପ୍ରେମ ସମ୍ପର୍କ। ଦେଖୁଦେଖୁ ବର୍ଷେ କି ଦୁଇ ବର୍ଷ ନୁହେଁ ବରଂ ବିତିଯାଇଥିଲା ଅଢ଼େଇ ବର୍ଷ। ଏଣୁ ପ୍ରେମିକାକୁ ଥରେ ଆଖି ପୁରାଇ ଭେଟିବାକୁ ଇଚ୍ଛା କରିଥିଲେ ପ୍ରେମିକ। ହେଲେ ଏଥିରେ ବାଧା ସାଜିଥିଲା ଭାରତ-ପାକିସ୍ତାନ…

ପ୍ରେମିକାଙ୍କ ହାତ ଧରିଲେ ଗାୟକ ଅରମାନ୍‌

ମୁମ୍ବାଇ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଗାୟକ ଅରମାନ୍‌ ମଲିକ। ସେ ପ୍ରେମିକା ଆଶ୍‌ନା ଶ୍ରଫ୍‌ଙ୍କ ହାତ ଧରିଛନ୍ତି। ଗୁରୁବାର ସକାଳେ ନିଜ ବିବାହର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରି ଅରମାନ୍‌ ନିଜ ପ୍ରଶଂସକଙ୍କୁ ଖୁସିଖବର ଜଣାଇଛନ୍ତି। ବେଶ…

ଯିଏ ବଳାତ୍କାର କରିଥିଲେ, ତାଙ୍କ ନାଁ ରଖିଦେଲେ; ପୁଅ ନାଁକୁ ନେଇ ସୈଫ ଅଲ୍ଲୀ ଖାନ୍‌ଙ୍କୁ ଟାର୍ଗେଟ କଲେ…

ମୁମ୍ବାଇ: ପୁଣି ନିଜ ବୟାନକୁ ନେଇ ଚର୍ଚ୍ଚାରେ କବି କୁମାର ବିଶ୍ୱାସ। ନିକଟରେ ସେ ସୋନାକ୍ଷୀ ସିହ୍ନା ଏବଂ ଜାହିରଙ୍କ ବିବାହକୁ ନେଇ କଟାକ୍ଷ କରିଥିଲେ। ଏବେ ସେ ଅଭିନେତା ସୈଫ ଅଲ୍ଲୀ ଖାନ୍‌ଙ୍କୁ ଟାର୍ଗେଟ କରିଛନ୍ତି। ଏପରିକି ଯେଉଁ ଆକ୍ରମଣକାରୀ…

‘ଆମରଣ ଅନଶନ’ରେ ବସିଲେ ପ୍ରଶାନ୍ତ କିଶୋର, ଜାଣନ୍ତୁ କାରଣ…

ପାଟନା,୨।୧: ବିହାର ଲୋକ ସେବା ଆୟୋଗ(ବିପିଏସ୍‌ସି) ପରୀକ୍ଷାକୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଛି। ଏସବୁ ମଧ୍ୟରେ ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ଗୁରୁବାର ଆମରଣ ଅନଶନ ଆରମ୍ଭ କରିଛନ୍ତି। ବିପିଏସ୍‌ସି ପ୍ରିଲିମ୍‌ ପରୀକ୍ଷା ରଦ୍ଦ ଲାଗି ରାଜ୍ୟର ଛାତ୍ରୀଛାତ୍ର…

କଶ୍ମୀରକୁ ‘କାଶ୍ୟପ’ ନାମରେ ନାମିତ କରାଯାଇପାରେ… ଶାହାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨।୧: ବଦଳିପାରେ ଜମ୍ମୁ କଶ୍ମୀରର ନାମ। ଏହାକୁ କଶ୍ମୀର ନୁହେଁ ବରଂ କାଶ୍ୟପ ନାମରେ ନାମିତ କରାଯାଇପାରିବ ବୋଲି ଗୁରୁବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି। ‘J&K and Ldakh Through the Ages’ ପୁସ୍ତକ ଉନ୍ମୋଚନ ଅବସରରେ ସେ…

ଆୟ କମ୍‌ ପାଇଁ ଋଣ ନେବାକୁ ବାଧ୍ୟ ହେଉଛନ୍ତି ଜନତା, ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨।୧: ୱାୟାନାଡ଼ ଏମ୍‌ପି ତଥା କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ମୋଦି ଏବଂ ଭାଜପାକୁ ଟାର୍ଗେଟ କରିଛନ୍ତି। ବର୍ତ୍ତମାନର ସରକାରଙ୍କ ଆର୍ଥିକ ନୀତି ଯୋଗୁଁ ଦେଶ ଦୁର୍ବଳ ହୋଇପଡିଛି ବୋଲି ସେ ଅଭିଯୋଗ କରିଛନ୍ତି। କଂଗ୍ରେସ ନେତା ଫେସବୁକରେ…

ଖସିଲା ପାରଦ: ବଢ଼ିଲା ଶୀତ, କାଲୁଆ ମାରିଯାଉଛି ଦେହହାତ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ ୧୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଯାଇଥିଲା। ପୁଣି ଏବେ ପାଗ ଶୁଖିଲା ରହିବା ସହ…

ଗରିବଙ୍କୁ ଫ୍ଲାଟ, ମେଟ୍ରୋ-ହାଇଓ୍ବେ…ଦିଲ୍ଲୀ ବିଧାନସଭା ନିର୍ବାଚନ ବିଗୁଲ ଫୁଙ୍କିବେ ମୋଦି

ନୂଆଦିଲ୍ଲୀ,୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪୫ ହଜାର କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପ ଦିଲ୍ଲୀକୁ ପ୍ରଦାନ କରିବେ। ଦିଲ୍ଲୀର ଅଶୋକ ବିହାରରେ ଏକ ବିରାଟ ସମାବେଶରେ ପ୍ରଧାନମନ୍ତ୍ରୀ ଦିଲ୍ଲୀବାସୀଙ୍କୁ ଏହି ଉପହାର ଦେଇ ନିର୍ବାଚନ ବିଗୁଲ…

ଜାଣିଶୁଣି ଝଗଡ଼ା କରିବାକୁ ଚେଷ୍ଟା କରୁଛନ୍ତି ବିରାଟ କୋହଲି…ସିଡନୀ ଟେଷ୍ଟ ପୂର୍ବରୁ ଚମକାଇବା ଭଳି ଦାବି କଲେ…

ନୂଆଦିଲ୍ଲୀ,୨।୧: ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଲଗାତାର ଭାବେ ଅଷ୍ଟ୍ରେଲିଆ ଗସ୍ତରେ ଚର୍ଚ୍ଚାରେ ଅଛନ୍ତି। ଏହା ପଛରେ ତାଙ୍କର ଜବରଦସ୍ତ ପ୍ରଦର୍ଶନ ନୁହେଁ ବରଂ ବିବାଦ ଏବଂ ଝଗଡ଼ା ରହିଛି। ମେଲବର୍ନ ଟେଷ୍ଟ ସମୟରେ ତାଙ୍କୁ ନେଇ ବିବାଦ ବଢ଼ିଥିଲା।…

ଭୁବନେଶ୍ୱରରେ ପହଞ୍ଚିଲେ ନୂଆ ରାଜ୍ୟପାଳ: ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨ା୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଉପସ୍ଥିତ ରହି ନୂଆ ରାଜ୍ୟପାଳଙ୍କୁ…

ଦୁଇଦିନ ହେଲା ଆମରଣ ଅନଶନରେ ଚାଷୀ, ଶୁଣିଲେନି ବିଡିଓ-ତହସିଲଦାରଙ୍କ କଥା

କେସିଙ୍ଗା,୨ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁଣ୍ଡଳା ଗ୍ରାମର ଜଣେ ଚାଷୀ ଧାନର କଟ୍‌ନି ଛଟ୍‌ନିକୁ ବିରୋଧ କରି ତୁଣ୍ଡଳା ପ୍ୟାକ୍ସ ଆଗରେ ଦୁଇ ଦିନ ହେଲା ଆମରଣ ଅନଶନ କରିଛନ୍ତି। ତୁଣ୍ଡଳା ଗ୍ରାମର ଜଣେ ଶ୍ରେଷ୍ଠ ଚାଷୀ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?