Home

ଭାଜପାର ନୋଟିସ୍‌କୁ ନେଇ ଜୟନ୍ତ ସିହ୍ନାଙ୍କ ବଡ଼ ବୟାନ; ମତଦାନ, ଦଳୀୟ ପ୍ରଚାରଠାରୁ ଦୂରରେ ରହିବାକୁ ନେଇ କହିଲେ…

ନ୍ନୂଆଦିଲ୍ଲୀ,୨୩।୫: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ଭାଜପାର ଭେଟେରାନ ନେତା ଜୟନ୍ତ ସିହ୍ନା ଦଳର କାରଣ ଦର୍ଶାଅ ନୋଟିସ୍‌କୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ଏହି ନୋଟିସ୍‌ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିବା କହିଛନ୍ତି। ତେବେ ତାଙ୍କୁ ଚଳିତ ଲୋକ ସଭା ନିର୍ବାଚନରେ…

ମିଛ ହେଲା ଆପଣଙ୍କ ଭବିଷ୍ୟବାଣୀ, ପ୍ରଶ୍ନ ଶୁଣି ରାଗିଗଲେ ପ୍ରଶାନ୍ତ କିଶୋର!

ନୂଆଦିଲ୍ଲୀ,୨୩।୫: ନିକଟରେ ଏକ ସାକ୍ଷାତକାରରେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପି.କେ) ଜଣେ ସାମ୍ବାଦିକଙ୍କ ଉପରେ କ୍ରୋଧିତ ହୋଇଥିଲେ। ଯେତେବେଳେ ପୁରୁଣା ନିର୍ବାଚନ ପୂର୍ବାନୁମାନରେ ବାଧା ସୃଷ୍ଟି ହେଲା, ପି.କେ କ୍ରୋଧିତ ହୋଇ କହିଥିଲେ ଯେ ଭିଡିଓ (ଉକ୍ତ ଭବିଷ୍ୟବାଣୀ ସହିତ…

କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଗଣିଆନାଳ ଗଣେଶ୍ୱରପୁର ଗ୍ରାମର ନାରାୟଣ ସାହୁଙ୍କ ଘର ବାଡ଼ିରେ ଥିବା କୂଅ ସଫା କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ…

ଓଡ଼ିଶାରେ ଯୋଗୀ ଆଦିତ୍ୟନାଥ

ଭୁବନେଶ୍ୱର,୨୩ା୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚଛନ୍ତି। ଏଠାରେ ପହଞ୍ଚିବା ପରେ ଚିଲିକା ବିଧାନସଭା କ୍ଷେତ୍ର ବାଣପୁର ଯାଇଛନ୍ତି। ସେଠାରୁ ଫେରିବା ପରେ କେନ୍ଦ୍ରାପଡ଼ା ଏବଂ କୁଳିଆଠାରେ ଆୟୋଜିତ ସଭାରେ ଯୋଗ…

କେଜରିଓ୍ବାଲଙ୍କ ସ୍ତ୍ରୀଙ୍କ ସମେତ ମାତାପିତାଙ୍କୁ ହେବ ପଚରାଉଚରା

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀ ପୋଲିସ ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ଏମପି ସ୍ବାତି ମାଲିୱାଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଆକ୍ରମଣ ଓ ନିର୍ଯ୍ୟାତନା ମାମଲାର ତଦନ୍ତରେ ବ୍ୟସ୍ତ ଅଛି। ସଦ୍ୟତମ ମାମଲାରେ ଦିଲ୍ଲୀ ପୋଲିସ ଟିମ ଗୁରୁବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା…

ଲୁହ ଛଳଛଳ ଆଖିରେ ଆଇପିଏଲ୍‌ରୁ ବିଦାୟ ନେଲେ ଏହି ଖେଳାଳି!

ଅହମ୍ମଦାବାଦ୍‌,୨୩।୫: ଆଇପିଏଲ ୨୦୨୪ର ଏଲିମିଟର ମ୍ୟାଚ ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ଏହି ପରାଜୟ ସହିତ ଆଇପିଏଲ ୨୦୨୪ରେ ବେଙ୍ଗାଲୁରୁର ଯାତ୍ରା ସମାପ୍ତ ହୋଇଛି। ଆରସିବି ଉଇକେଟ କିପର ବ୍ୟାଟ୍ସମ୍ୟାନ ଦୀନେଶ…

ପଶ୍ଚିମବଙ୍ଗରେ ପୁଣି ହିଂସା: ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତ୍ୟୁ

କୋଲକାତା,୨୩ା୫: ମେ’ ୨୫ରେ ଷଷ୍ଠ ପର୍ଯ୍ୟାୟ ମତଦାନ ପୂର୍ବରୁ ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଘଟିଛି। ରାଜ୍ୟର ନନ୍ଦିଗ୍ରାମରେ ଭାଜପା-ଟିଏମ୍‌ସି କର୍ମୀଙ୍କ ମଧ୍ୟରେ ହିଂସା ଘଟିଥିବା ଖବର ଆସିଛି। ବୁଧବାର (୨୨ ମେ’) ରାତିରେ ନନ୍ଦିଗ୍ରାମରେ  ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀମାନେ…

ଜଳବାୟୁ ପରିବର୍ତ୍ତନ ଆଣୁଛି ଭୟଙ୍କର ଟର୍ବୁଲେନ୍ସ, ବିମାନ ଭିତରେ ନିଜ ସିଟ୍‌ରୁ ଉଡ଼ିବାରେ ଲାଗୁଛନ୍ତି ଯାତ୍ରୀ…

ନୂଆଦିଲ୍ଲୀ,୨୩।୫:  ଯାତ୍ରାବେଳେ ଉଚ୍ଚ ଆକାଶରେ ବିମାନ ଟର୍ବୁଲେନ୍ସକୁ ସାମ୍ନା କରିବା ସ୍ବାଭାବିକ। କିନ୍ତୁ ଯାତ୍ରୀ ମୃତାହତ ହେବା ଭଳି ସିଭିଅର୍‌ ଟର୍ବୁଲେନ୍ସ ବିରଳ। ଏହି କାରଣରୁ ଲଣ୍ଡନରୁ ସିଙ୍ଗାପୁର ଫେରୁଥିବା ସିଙ୍ଗାପୁର ଏୟାରଲାଇନ୍ସର ଏକ ବିମାନରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିବା…

ଆରସିବି ହାରିବା ଦୁଃଖରେ ଏମିତି କହିଦେଲେ ଏବି ଡି ଭିଲିୟର୍ସ

ଅହମ୍ମଦାବାଦ୍‌,୨୩।୫:ଆଇପିଏଲ ୨୦୨୪ର ଏଲିମିଟର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ହାରିଛି। ଏହି ପରାଜୟ ସହିତ ପୁଣି ଥରେ ବେଙ୍ଗାଲୁରୁର ପ୍ରଥମ ଟ୍ରଫି ଜିତିବାର ସ୍ବପ୍ନ ଭାଙ୍ଗି ଯାଇଛି। ଏହି ପରାଜୟ ଆରସିବିର ପ୍ରଶଂସକଙ୍କ ପାଇଁ ଅତ୍ୟନ୍ତ ଯନ୍ତ୍ରଣାଦାୟକ…

ବୁଲ୍‌ଡୋଜର ମଡ଼ାଇ ଫସିଲେ ଆସାମ ମୁଖ୍ୟମନ୍ତ୍ରୀ, ଦେବାକୁ ପଡ଼ିଲା ଏତିକି ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୩ା୫: ବୁଲ୍‌ଡୋଜର ମଡ଼ାଇବା ବର୍ତ୍ତମାନ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସରକାରଙ୍କୁ ମହଙ୍ଗା ପଡ଼ିଛି। ଏନେଇ ସରକାରଙ୍କୁ ଲକ୍ଷ ଲକ୍ଷ ଟଙ୍କା ଦେବାକୁ ପଡ଼ିଛି। ବାସ୍ତବରେ ଆସାମ ସରକାର ସେହି ପାଞ୍ଚଟି ପରିବାରକୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିଛନ୍ତି।…

‘ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ପାଣ୍ଡିଆନ ସବୁ କବ୍‌ଜା କରିଛନ୍ତି’

ସମ୍ବଲପୁର,୨୩ା୫: ଦେଶ ତଥା ରାଜ୍ୟରେ ଚାଲିଛି ସାଧାରଣ ନିର୍ବାଚନ। ମତଦାତାମାନେ ଦୁଇଟି ପର୍ଯ୍ୟାୟରେ ସେମାନଙ୍କ ପ୍ରାର୍ଥୀ ବାଛି ସାରିଥିବା ବେଳେ ଆଉ ଦୁଇଟି ପର୍ଯ୍ୟାୟ ବାକି ଅଛି। ଏହି କ୍ରମରେ କେନ୍ଦ୍ରର ହେଭିଓ୍ବେଟ୍‌ ନେତାମାନେ ଓଡ଼ିଶାକୁ ଘନଘନ ପ୍ରଚାର ପାଇଁ ଆସୁଛନ୍ତି।…

ଆକ୍ରମଣାତ୍ମକ ଢଙ୍ଗରେ ଜିତି ହୁଏ ନାହିଁ ଟ୍ରଫି, କାହିଁକି ଏମିତି କହିଲେ ସିଏସ୍‌କେର ପୂର୍ବତନ ବ୍ୟାଟ୍ସମ୍ୟାନ୍‌

ଅହମ୍ମଦାବାଦ୍‌,୨୩।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ର ପ୍ରଥମ ଆଇପିଏଲ ଟ୍ରଫି ଜିତିବାର ସ୍ବପ୍ନ ପୁଣି ଅଧୁରା ରହିଯାଇଛି। ଆଇପିଏଲ ୨୦୨୪ର ଏଲିମିଟର ମ୍ୟାଚରେ ବେଙ୍ଗାଲୁରୁ ରାଜସ୍ଥାନ ରୟାଲ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଏହି ପରାଜୟ ପରେ ଦଳ ଟୁର୍ନାମେଣ୍ଟରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri