Home

ରେକର୍ଡ ପରିମାଣରେ ତମାଖୁ ରପ୍ତାନି

ନୂଆଦିଲ୍ଲୀ,୨।୧: କ୍ରମାଗତ ଭାବେ ଭାରତୀୟ ଧୂମପାନ ବା ତମାଖୁ ଉତ୍ପାଦଗୁଡ଼ିକର ଚାହିଦା ବିଦେଶରେ ବହୁଳ ଭାବେ ବୃଦ୍ଧି ପାଉଛି। ଏହାର ପ୍ରଭାବ ତମାଖୁ କାରବାର ଓ ରପ୍ତାନି କ୍ଷେତ୍ରରେ ଦେଖିବାକୁ ମିଳିଛି। ଏପରିକି ୨୦୨୪ରେ ଭାରତ ପ୍ରାୟ ୧୩,୦୦୦ କୋଟି ଟଙ୍କାର…

୪ ଦଶନ୍ଧି ପରେ ପୂରଣ ହେବ ସ୍ବପ୍ନ! ବ୍ରାହ୍ମଣୀଗାଁରେ ବ୍ଲକ ସ୍ଥାପନ ହେବା ଆଶା ବୃଦ୍ଧି

ଦାରିଙ୍ଗବାଡି, ୨।୧ (ଅରୁଣ ସାହୁ):ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିଛି। ସରକାରଙ୍କ ନୂଆ ନୂଆ ଯୋଜନା ପ୍ରସ୍ତୁତି ହେଉଛି, ଯାହାକି ଗରୀବ ଶ୍ରେଣୀର ଲୋକଙ୍କ ପାଇଁ ଅନେକ ଫାଇଦା ଦେବ। ନୂଆ ସରକାରଙ୍କ ଉପରେ ଲୋକଙ୍କ ଆସ୍ଥା ପ୍ରକଟ…

‘ଓ୍ବାନ୍‌ ନେଶନ୍‌ ଓ୍ବାନ୍‌ ସବ୍‌ସ୍କ୍ରିପ୍‌ଶନ’ର ପ୍ରଥମ ପର୍ଯ୍ୟାୟ ଆରମ୍ଭ

ନୂଆଦିଲ୍ଲୀ,୨ା୧:ଗତବର୍ଷ ନଭେମ୍ବରରେ କେନ୍ଦ୍ର ସରକାର ଅନୁମୋଦନ କରିଥିବା ‘ଓ୍ବାନ୍‌ ନେଶନ୍‌ ଓ୍ବାନ୍‌ ସବ୍‌ସ୍କ୍ରିପ୍‌ଶନ’ (ଓଏନ୍‌ଓଏସ୍‌) ଯୋଜନାର ପ୍ରଥମ ପର୍ଯ୍ୟାୟ ବୁଧବାର ନବବର୍ଷରେ ଆରମ୍ଭ ହୋଇଛି। ମୋଟ ୬,୦୦୦ କୋଟି ଟଙ୍କା ଆବଣ୍ଟନରେ କରାଯାଇଥିବା ଏହି ଯୋଜନାରୁ ୧.୮ କୋଟି ଛାତ୍ରୀଛାତ୍ର, ଗବେଷକ…

ଗାଜାରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍‌: ୧୨ ପାଲେଷ୍ଟିନୀୟ ନିହତ

ଡେର୍‌ ଅଲ୍‌ ବଲାହ, ୨।୧:ନୂଆ ବର୍ଷରେ ମଧ୍ୟ ଗାଜାରେ ଇସ୍ରାଏଲ ଆକ୍ରମଣ କରିଛି। ଇସ୍ରାଏଲର ୩ ପୃଥକ୍‌ ଏୟାର ଷ୍ଟ୍ରାଇକ୍‌ରେ ବୁଧବାର ୧୨ ଜଣ ପାଲେଷ୍ଟିନୀୟଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଅଧିକାଂଶ ମହିଳା ଓ ଶିଶୁ ରହିଛନ୍ତି। ଗାଜାର ଜାବାଲିୟା ଅଞ୍ଚଳର…

ହୋଇଯାନ୍ତୁ ସାବଧାନ: ହ୍ବାଟ୍ସଆପ୍‌ରେ ସର୍ବାଧିକ ଠକେଇ

ନୂଆଦିଲ୍ଲୀ, ୨।୧:ସାଇବର ଅପରାଧୀମାନଙ୍କ ପାଇଁ ହ୍ବାଟ୍ସଆପ୍‌ ସବୁଠୁ ଅଧିକ ପସନ୍ଦଯୋଗ୍ୟ ପ୍ଲାଟଫର୍ମ ହୋଇଥିବା ନେଇ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ୨୦୨୩-୨୪ର ବାର୍ଷିକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ରିପୋର୍ଟ ଅନୁଯାୟୀ, ହ୍ବାଟ୍ସଆପ୍‌ ପରେ ଯଥାକ୍ରମେ ଟେଲିଗ୍ରାମ ଏବଂ ଇନ୍‌ଷ୍ଟାଗ୍ରାମ ହେଉଛି…

ପୁଣି ବିବାଦରେ ଦିଲଜିତ୍‌ ଦୋସାଞ୍ଜ

ଲୁଧିଆନା, ୨।୧:ଲୋକପ୍ରିୟ ଗାୟକ ଏବଂ ଅଭିନେତା ଦିଲଜିତ୍‌ ଦୋସାଞ୍ଜ ପୁଣି ବିବାଦରେ ଫସିଛନ୍ତି। ଜିରୋନାଇଟ ଉପଲକ୍ଷେ ମଙ୍ଗଳବାର ରାତିରେ ପଞ୍ଜାବ ଏଗ୍ରିକଲ୍ଚର ୟୁନିଭର୍ସିଟିରେ ହେଉଥିବା ଲୁଧିଆନା କନ୍‌ସର୍ଟରେ ଦୋସାଞ୍ଜ ଗାଇଥିବା କେତେକ ଗୀତରେ ଆପତ୍ତି ଦର୍ଶାଇ ଚଣ୍ଡିଗଡ଼ର ଜଣେ ଆସିଷ୍ଟାଣ୍ଟ ପ୍ରଫେସର…

ସ୍ତ୍ରୀଙ୍କ ନିର୍ଯାତନାରୁ ଆତ୍ମହତ୍ୟା କଲେ ସଫ୍ଟଓ୍ବେର ଇଞ୍ଜିନିୟର

ନୂଆଦିଲ୍ଲୀ,୨ା୧:ସ୍ତ୍ରୀ ଓ ଶ୍ୱଶୁର ଘର ନିର୍ଯାତନା ସହି ନ ପାରି ବେଙ୍ଗାଲୁରୁରେ ୩୪ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟର ଅତୁଲ ସୁଭାଷ ଆତ୍ମହତ୍ୟା କରିବା ଘଟଣା ଲୋକଙ୍କ ମନରୁ ଲିଭି ନ ଥିବାବେଳେ ଦିଲ୍ଲୀରେ ମଙ୍ଗଳବାର ରାତିରେ ଏକ ଅନୁରୂପ ଘଟଣା ଘଟିଛି।…

୨୩ ବର୍ଷର ଲଢ଼େଇ ପରେ ମିଳିଲା ଦାଉଦଙ୍କ ଦୋକାନର ମାଲିକାନା

ମୁମ୍ବାଇ, ୨।୧:ଦୀର୍ଘ ୨୩ ବର୍ଷର ଲଢ଼େଇ ପରେ ଉତ୍ତରପ୍ରଦେଶର ଫିରୋଜାବାଦ ନିବାସୀ ହେମନ୍ତ ଜୈନ(୭୦)ଙ୍କୁ ମୁମ୍ବାଇର ନାଗପଡ଼ା ଥାନା ଜାୟରାଜଭାଇ ଷ୍ଟ୍ରିଟ୍‌ସ୍ଥିତ ୧୪୪ ବର୍ଗ ଫୁଟ ବିଶିଷ୍ଟ ଗ୍ୟାଙ୍ଗଷ୍ଟର ଦାଉଦ ଇବ୍ରାହିମଙ୍କ ଏକ ଦୋକାନର ମାଲିକାନା ଅଧିକାର ମିଳିଛି। ଜାୟରାଜଭାଇ ଷ୍ଟ୍ରିଟ୍‌ରେ…

ଜଙ୍ଗଲ ନ କାଟିବାକୁ କମ୍ପାନୀ ଅଧିକାରୀଙ୍କ ଗୋଡ଼ ଧରିଲେ ଦିଲୀପ

ଛେଣ୍ଡିପଦା,୨ା୧ (ଅଜିତ ଧଳ):ଜଙ୍ଗଲ ବିଭାଗକୁ ଜୀବନ ବିଭାଗ ନାମରେ ନାମିତ କରିବା ଏବଂ ଜଙ୍ଗଲ କଟା ନ ଯିବା ଦାବିରେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଉଦୟପୁର ଅଞ୍ଚଳର ଦିଲୀପ କୁମାର ସାହୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରେ…

ଖସିଲା ପାରଦ, ବଢ଼ିଲା ଶୀତ:୧୦ ଡିଗ୍ରୀ ତଳେ ପାରଦ

ଦାରିଙ୍ଗବାଡି,୨।୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ ୧୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଯାଇଥିଲା। ପୁଣି ଏବେ ପାଗ ଶୁଖିଲା ରହିବା ସହ…

ଅନ୍ତେବାସୀଙ୍କ ଗହଣରେ ନବବର୍ଷ ପାଳିଲେ ଜିଲାପାଳ: ପାଠ ପଢ଼ି ଭଲ ମଣିଷ ହେବାକୁ ଆହ୍ବାନ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ):ନୂଆ ଆଶା ଓ ଅଭିଳାଷକୁ ନେଇ ସୁନେଲି ସ୍ବପ୍ନ ଦେଖୁଥିବା ଶିଶୁ ଯତ୍ନ ଅନୁଷ୍ଠାନର କୁନି କୁନି ଶିଶୁମାନଙ୍କ ସହିତ ବୁଧବାର ନବବର୍ଷ ପାଳନ କରିଛନ୍ତି କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଓ ଅନ୍ୟ ଜିଲା ଅଧିକାରୀ।…

କନିଷ୍ଠ ଶିକ୍ଷକଙ୍କୁ ନୂଆବର୍ଷ ଭେଟି: ନିୟମିତ ହେଲେ ୯୨୯ ଶିକ୍ଷୟିତ୍ରୀଶିକ୍ଷକ

ଭବାନୀପାଟଣା, ୨ା୧(ଉତ୍ତମ କୁମାର ଦାଶ):ପ୍ରାଥମିକ ଶିକ୍ଷାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ କରି କୋମଳମତି ପିଲାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ୨୦୧୮ରେ ସରକାର କଳାହାଣ୍ଡି ଜିଲାରେ ୧୦୧୬ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲେ। ଏହା ଦ୍ୱାରା ଗ୍ରାମାଞ୍ଚଳରେ ଶିକ୍ଷାଦାନର ସଫଳ ରୂପାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?