Home

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪ ଦିନ ପୂର୍ବରୁ ଗୋଆର ଏକ କାର୍ଯ୍ୟକ୍ରମରେ ସେ ଯୋଗ ଦେଇଥିଲେ। ସେଠାରେ ସ୍ଥାନୀୟ…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ କରିଥାନ୍ତି। ମାତ୍ର ମୋବାଇଲ୍ ଗେମ୍‌କୁ ନିଜର ଆବେଗ ଓ ଜିଦ୍‌ରେ ପରିଣତ କରି…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୃତଦେହଟି ଗଛରେ ଝୁଲୁଥିବା ବେଳେ ଦୁଇଟି…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ ଓ ରାସ୍ତାରୋକୋ କରାଯାଇଥିଲା। ବନ୍ଦକୁ ଲୋକଙ୍କ ସ୍ବତଃ ସମର୍ଥନ ମିଳିଥିଲା। ଗାଡ଼ିମୋଟର ସରକାରୀ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର ୧୨ଟି ରାଶି ଉପରେ ପଡ଼ିଥାଏ ବୋଲି ଜ୍ୟୋତିଷରେ ବିଶ୍ୱାସ କରାଯାଏ । ଏହାର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା ବେଳେ ଏଜ ଗ୍ରୁପ କ୍ରିକେଟ୍‌ରେ ଅନେକ ରେକର୍ଡ ଭାଙ୍ଗିବା ପରେ ସେ ଟିମ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ ଜାରି ରହିଛି। ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ସମସ୍ତ ସରକାରୀ, ବେସରକାରୀ ଅଫିସ, ବ୍ୟାଙ୍କ,…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥାନ୍ତି; ନାନା ପାଟେକର ହେଉଛନ୍ତି ସେହିପରି ଜଣେ କଳାକାର। ଏକ ଦମଦାର୍‌ ସ୍ବର,…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ ଦେଖାଦେଇଛି। ବିଦ୍ୟାଳୟରେ ତୁରନ୍ତ ଦୁଇଜଣ ଅତିରିକ୍ତ ଶିକ୍ଷକ ନିଯୁକ୍ତି ଦାବି କରି ଗ୍ରାମବାସୀ…

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ୮.୫ ଫୁଟ୍ ଉଚ୍ଚ ନଗ୍ନ ପ୍ରତିମୂର୍ତ୍ତିକୁ ୨୩ କ୍ୟାରେଟ୍ ସୁନାରେ ଢାଙ୍କି ଷ୍ଟ୍ରାସବର୍ଗରେ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ କଂଗ୍ରେସ ପକ୍ଷରୁ ବନ୍ଦ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) PSLର ୧୨ତମ ସଂସ୍କରଣର ତାରିଖ ଘୋଷଣା କରିଛି । PSL…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?