Home

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗାଜଲବାଡ଼ିଠାରେ ପ୍ରବେଶ ପଥରେ ଲାଗିବ ଓଭରହେଡ୍‌ ବ୍ୟାରିଅର ବା ଉଚ୍ଚ ପ୍ରତିବନ୍ଧକ ଗେଟ୍‌…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ ନିର୍ମାଣ କରିଛନ୍ତି, ଯେଉଁଠାରେ ଅଦରକାରୀ ଜିନିଷ କଳାକୃତି ଭାବେ ପ୍ରଦର୍ଶିତ ହେଉଛି। ୨୨,୦୦୦…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ ପଣ୍ଡିତ ଗୋପବନ୍ଧୁ ଦାସ, ଗୋପବନ୍ଧୁ ଚୌଧୁରୀ, ମଧୁସୂଦନ ଦାସ, ରମାଦେବୀ, ମାଳତୀ ଚୌଧୁରୀ,…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର ଅର୍ଥ ହେଉଛି ଗଛ କେବେ ବି ନିଜ ଫଳ ନିଜେ ଖାଏ ନାହିଁ।…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ ବ୍ଲକ ଅଧୀନ ଜମ୍ବୁ ପଞ୍ଚାୟତ ଭାଟେଣିସ୍ଥିତ ନରେନ୍ଦ୍ର ନାଥ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି (୨୨) ଓ ତାଙ୍କ ବଡ଼ ଭାଇ ରଞ୍ଜିତ ମୁଖି (୨୫)ଙ୍କୁ ଗିରଫ କରି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ ସାମଗ୍ରୀ ଘରକୁ ଆଣିବାକୁ ଶ୍ରେୟ ମଣିଥାଆନ୍ତି। କିନ୍ତୁ ଚଳିତ ବର୍ଷ ପାର୍ବଣରେ ଗ୍ରାହକମାନଙ୍କୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର ସହାୟତା ଯୋଗାଇ ଦିଆଯିବ। ଏଥିପାଇଁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ମୋହନ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା ପରେ ପୋଡ଼ିଦେବା ଅଭିଯୋଗ ହୋଇଛି । ମୃତକ ହେଉଛନ୍ତି ମୋହନା ଥାନା ମେରାମା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ ୨୯୬ ରନ୍‌ର ଟାର୍ଗେଟ୍ ରଖିଥିଲା। ଭାରତ ୮ ୱିକେଟ୍ ବାକି ଥାଇ ବାଜି…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା ସହ ଏହି ମାଇଲଷ୍ଟୋନ୍‌ରେ ପହଞ୍ଚିବାରେ ସେ ବିଶ୍ୱର ଦ୍ୱିତୀୟ ବ୍ୟାଟର୍ ହୋଇଛନ୍ତି। ତାଙ୍କ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିରିଞ୍ଜି ଓ ଚାନ୍ଦିଲି ଅଞ୍ଚଳର ବନ୍ୟା ସ୍ଥିତି ପରଖିବା ପରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?