ଟି-୨୦ ବିଶ୍ୱକପ୍ ଜିତିବା ପରେ ପଡ଼ିଆରେ ଡ୍ୟାନ୍ସ କଲେ ବିରାଟ, ଅର୍ଶଦୀପ
ବାର୍ବାଡୋସ୍,୩୦ା୬: ଭାରତ ଟି-୨୦ ବିଶ୍ୱକପ୍ ୨୦୨୪ ଟ୍ରଫି ଜିତିଛି। ବୃହତ ବିଜୟ ପରେ ଭାରତ ବର୍ତ୍ତମାନ ଦୁଇଟି ଟି-୨୦ ବିଶ୍ୱକପ୍ ଟାଇଟଲ୍ ହାତେଇଛି। ଟି-୨୦ ବିଶ୍ୱକପ୍ ୨୦୨୪ର ଅନ୍ତିମ ମ୍ୟାଚ୍ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିଲା। ଯେଉଁଥିରେ ଭାରତ…
ମ୍ୟାଚ୍ ଜିତିବା ପରେ ଭାବବିହ୍ବଳ ହେଲେ ବିରାଟ, ଅନୁଷ୍କାଙ୍କୁ ଭିଡିଓ କଲ୍ କରି କହିଲେ…
ବାର୍ବାଡୋସ/ମୁମ୍ବାଇ,୩୦ା୬: ୧୭ ବର୍ଷ ପରେ ଭାରତ ଟି-୨୦ ବିଶ୍ୱକପ୍ ଟ୍ରଫି ଜିତିଛି। ଜୁନ୍ ୨୯ରେ ବାର୍ବାଡୋସର କେନ୍ସିଙ୍ଗଟନ ଓଭାଲ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ବିଶ୍ୱକପ୍ର ଫାଇନାଲ ଖେଳାଯାଇଥିଲା। ଯେଉଁଥିରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ…
ପ୍ରଥମ ରୋଜଗାର ଟଙ୍କାରେ ମା’ର ବନ୍ଧାପଡ଼ିଥିବା ହାରକୁ ମୁକୁଳାଇଥିଲି: ମନମୋହନ
ଛଅପ୍ରାଣୀଙ୍କୁ ନେଇ ଆମ ପରିବାର। ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି ଥିଲେ ବାପା। ଗାଁ ବଜାର କ୍ୟାବିନ୍ରେ ଲୁଗା କପଡ଼ାର ଛୋଟ ଖୁଚୁରା ଦୋକାନଟିଏ। ଯେନତେନ ପ୍ରକାରରେ ଧାର କରଜରେ ଘରଖର୍ଚ୍ଚ ଚାଲିଥିଲାବେଳେ ବାପା ପରାମର୍ଶ ଦେଲେ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତି…
ସୁଖ-ସମୃଦ୍ଧି ସହ ଏସବୁ ସମସ୍ୟାରୁ ମୁକ୍ତି ଦିଏ ଲୁଣ, ଜାଣନ୍ତୁ କ’ଣ କୁହେ ବାସ୍ତୁ…
ଲୁଣକୁ କେବଳ ଖାଦ୍ୟରେ ବ୍ୟବହାର କରାଯାଏ ତାହା ନୁହେଁ, ସୁଖ-ସମୃଦ୍ଧି ବୃଦ୍ଧି ହେଉ ଅବା ଶରୀରର ଥକାପଣକୁ ଦୂର କରିବାରେ ବି ଏହାର ଥାଏ ଅନେକ ଭୂମିକା। ଯେମିତିକି: ଲୁଣ ପାଣିରେ ଘର ପୋଛିଲେ ନକରାତ୍ମକ ଊର୍ଜ୍ଜା ନଷ୍ଟ ହୋଇ ଘରେ…
‘ମନ୍ କି ବାତ୍’ରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ମୋଦି କହିଲେ ଦେଶବାସୀଙ୍କ ଉପରେ…
ନୂଆଦିଲ୍ଲୀ,୩୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ତିନିମାସ ଧରି ଚାଲିଥିବା ଲୋକ ସଭା ନିର୍ବାଚନ ଏବଂ ପରେ ଶପଥ ଗ୍ରହଣ ହେତୁ ପ୍ରଧାନମନ୍ତ୍ରୀ ତାଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଭାଗ ନେଉ…
କେବଳ ଘରର ସୌନ୍ଦର୍ଯ୍ୟ ନୁହେଁ, ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍ ପ୍ଲାଣ୍ଟ, ଜାଣନ୍ତୁ…
ଇଣ୍ଡୋର୍ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି ବି କିଛି ଗଛ ରହିଛି ଯାହାକୁ ଘରେ ଲଗାଇଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ…
ଗୋ’ ମାଂସ ବୋଝେଇ କଣ୍ଟେନର ଜବତ କଲେ ଗ୍ରାମବାସୀ
ଛତ୍ରପୁର,୩୦ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଜାତୀୟ ରାଜପଥ ପୋକୁଡିବନ୍ଧ ଛକ ନିକଟରେ ଏକ କଣ୍ଟେନର ଯୋଗେ ବିପୁଳ ପରିମାଣର ଗୋ’ ମାଂସ ଧରି ଖୋର୍ଦ୍ଧାରୁ ବିଶାଖାପାଟନମ୍ ଯାଉଥିବା ବେଳେ ବଜରଙ୍ଗ ଦଳ ଅଟକାଇଥିଲେ। ପରେ ପୋଲିସକୁ ଖବର…
ମହିଳାଙ୍କୁ ଗଣବଳାତ୍କାର, ୩ ଜଣଙ୍କୁ ବାନ୍ଧିଲା ପୋଲିସ
ଚାନ୍ଦବାଲି,୩୦ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଭୂଇଁବୃତ୍ତି ପଞ୍ଚାୟତ ନୂଆଗାଁ ନିକଟରେ ଜଣେ ଅନୁସୂଚିତ ଜନଜାତି ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗରେ ତିନି ଅଭିଯୁକ୍ତକୁ ଚାନ୍ଦବାଲି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ପରେ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ…
ଇଚ୍ଛାମୃତ୍ୟୁ ପାଇଁ ନିବେଦନ କଲେ ନିରାଶ୍ରୟ ମହିଳା
ଜଳେଶ୍ୱର,୩୦ା୬(ନବୀନ ସାହୁ): ପଙ୍ଗୁ ଅବସ୍ଥାରେ ଜୀବନ ବିତାଉଥିବା ବାଲେଶ୍ୱର ଜିଲା ଜଳେଶ୍ୱର ପୌରାଞ୍ଚଳ ୯ନଂ. ୱାର୍ଡର ନିରାଶ୍ରୟ ମହିଳା କାଞ୍ଚନ ନାୟକ ଇଛା ମୃତ୍ୟୁ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଟୁଇଟ୍ ମାଧ୍ୟମରେ ନିବେଦନ କରିଛନ୍ତି। ତାଙ୍କର ପ୍ରକୃତ ଘର ବସ୍ତା ବ୍ଲକ…
ଜନାଦେଶକୁ କେବେ ଚୋରି କରାଯାଇପାରିବ ନାହିଁ
୨୦୨୪ ସାଧାରଣ ନିର୍ବାଚନରେ ଖୁବ୍ କମ୍ ସମୟ ଲାଗି ଓଡ଼ିଶା ଭାଜପାର ଦାୟିତ୍ୱ ନେଇ ରାଜ୍ୟରେ ଦଳକୁ ସରକାର ଗଠନ କରିବା ଦିଗରେ କାର୍ଯ୍ୟ କରିଥିଲେ ରାଜସ୍ଥାନ ଅଲ୍ଓ୍ବାର ଲୋକ ସଭା ଏମ୍ପି ଭୂପେନ୍ଦ୍ର ଯାଦବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ…
୧୧ ବର୍ଷ ପ୍ରତୀକ୍ଷାର ଅବସାନ
ବ୍ରିଜଟାଉନ୍ (ବାର୍ବାଡୋସ),୩୦ା୬: ଦୀର୍ଘ ୧୧ ବର୍ଷ ପ୍ରତୀକ୍ଷାର ଅବସାନ ଘଟିଛି।୨୦୧୩ପରେ ଭାରତ ହାସଲ କରିଛି ଆଇସିସି ଟ୍ରଫି। ବ୍ରିଜଟାଉନ୍ର କେନ୍ସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ହରାଇ ଭାରତ ଜିତିଛି ଟି୨୦ କ୍ରିକେଟ ବିଶ୍ୱକପ। ବିରାଟ କୋହଲିଙ୍କ ପରାକ୍ରମ,…
ବର୍ଷାରେ ଉବୁଟୁବୁ ନିରାକାରପୁର, ଠିକ୍ରେ ନିଷ୍କାସନ ହୋଇପାରୁନି ବର୍ଷାଜଳ
ନିରାକାରପୁର,୨୯ା୬(ମାନସ ଚନ୍ଦ୍ର ପଟ୍ଟନାୟକ): ମୌସୁମୀ ପ୍ରଭାବରେ ଶୁକ୍ରବାରଠାରୁ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ନିରାକାରପୁର ବଡ଼ବଜାରସ୍ଥିତ ନୂଆ ଜଗନ୍ନାଥ ସଡ଼କ ଭୂଷଣ୍ଡପୁରକୁ ସଂଯୋଗ କରୁଥିବା ରାସ୍ତାର ମଙ୍ଗଳା ବଜାରରେ ଡ୍ରେନେଜ୍ ଅଭାବରୁ ବର୍ଷା ଜଳ ନିଷ୍କାସନ ହୋଇପାରୁନାହିଁ। ଫଳରେ ବର୍ଷାଜଳ…
Archives


