Home

୧୦୦୦ କୋଟି ସମ୍ପତ୍ତିର ମାଲିକ ବିରାଟ କୋହଲି; ଏହି ପ୍ରସଙ୍ଗରେ ଶାହରୁଖ-ସଲମାନଙ୍କଠାରୁ ଅଛନ୍ତି ପଛରେ…

ଶାହରୁଖ ଖାନ ଏବଂ ସଲମାନ ଖାନ ବଲିଉଡ ଇଣ୍ଡଷ୍ଟ୍ରିରେ ରାଜ୍‌ କରୁଥିବାବେଳେ ବିରାଟ କୋହଲି କ୍ରିକେଟ ଜଗତକୁ ରାଜ୍‌ କରୁଛନ୍ତି। ନିକଟରେ ଦେଶର ସବୁଠାରୁ ଧନୀ ଅଭିନେତାଙ୍କ ତାଲିକା ପ୍ରକାଶ ପାଇଥିଲା ଯେଉଁଥିରେ ଶାହାରୁଖ ଖାନ ଜିତିଥିଲେ। ସୁପରଷ୍ଟାର ଶାହାରୁଖ ହେଉଛନ୍ତି…

ଅଭିଯୋଗର ମାଳା ପିନ୍ଧି ତଳେ ଗଡ଼ିଗଡ଼ି ଜିଲାପାଳଙ୍କ ଅଫିସ ଗଲେ ବ୍ୟକ୍ତି, ଆଉ ତା’ ପରେ…

ଭୋପାଳ,୫ା୯: ଦୀର୍ଘବର୍ଷ ଧରି ଦୁର୍ନୀତି ବିରୋଧରେ ଅଭିଯୋଗ କରି ଆସୁଥିଲେ ହେଁ ତାଙ୍କୁ ଅଣଦେଖା କରାଯାଉଥିଲା। ଶେଷରେ ଅଭିଯୋଗକାରୀ ଅଭିଯୋଗର ଦସ୍ତାବିଜ୍‌କୁ ମାଳା କରି ବେକରେ ପିନ୍ଧି ତଳେ ଗଡ଼ିଗଡ଼ି ଜିଲାପାଳଙ୍କ ଅଫିସରେ ପହଞ୍ଚିଲେ। ଏପରି ଏକ ଦୃଶ୍ୟ ମଧ୍ୟପ୍ରଦେଶ ନିମଚ…

ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା, ଟିକେଟ ନ ପାଇ ଦଳ ଛାଡିଲେ ୨ ବଡ଼ ନେତା

ଚଣ୍ଡିଗଡ,୫।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପାର ତାଲିକା ପ୍ରକାଶ ପାଇବା ମାତ୍ରେ ନେତାଙ୍କ ବିଦ୍ରୋହୀ ମନୋଭାବ ସାମ୍ନାକୁ ଆସିବା ଆରମ୍ଭ କରିଛି। ଟିକେଟ ନ ପାଇ ରାଗିଯାଇ ରାତିଆ ବିଧାୟକ ଲକ୍ଷ୍ମଣ ନାପା ଦଳରୁ ଇସ୍ତଫା ଦେଇଛନ୍ତି। ଏଥି ସହ…

ମାଛ ମଡ଼କ ଯୋଗୁ ଏମର୍ଜେନ୍ସି

ଏଥେନ୍ସ:ଗ୍ରୀସ୍‌ର ଭୋଲୋସ ସହର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ହ୍ରଦ, ନଦୀ ଓ ବିଭିନ୍ନ ଜଳାଶୟଗୁଡ଼ିକରେ ଲକ୍ଷାଧିକ ମୃତ ମାଛ ପଡ଼ି ରହିଛନ୍ତି। ଏତେ ସଂଖ୍ୟାରେ ମୃତ ମାଛ ପଡ଼ି ରହିଥିବାରୁ ଦୁର୍ଗନ୍ଧରେ ଭୋଲୋସ ସହର ଫାଟି ପଡୁଛି। ପରିସ୍ଥିତିକୁ…

୩୭୦ ଫେରାଇ ଆଣିବ ଇଣ୍ଡିଆ

ଜମ୍ମୁ,୫ା୯:ଲୋକ ସଭା ନିର୍ବାଚନରେ ଭାଜପାର ଦୁର୍ବଳ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକସ୍ତରରେ ଭାଙ୍ଗିପଡ଼ିଛନ୍ତି। ମୋଦି ଆମତ୍ବିଶ୍ୱାସ ହରାଇଦେଇଛନ୍ତି। ଖୁବ୍‌ଶୀଘ୍ର ତାଙ୍କ ସରକାରର ପତନ ଘଟିବାକୁ ଯାଉଛି ବୋଲି ବୁଧବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ସେହିପରି ଇଣ୍ଡିଆ…

ସମଲିଙ୍ଗୀ ସମ୍ପର୍କ ଯୌନ ଅପରାଧ: ଏନ୍‌ଏମ୍‌ସି

ନୂଆଦିଲ୍ଲୀ,୫ା୯:ଭାରତର ସର୍ବୋଚ୍ଚ ଡାକ୍ତରୀ ଶିକ୍ଷା ନିୟନ୍ତ୍ରକ ନ୍ୟାଶନାଲ ମେଡିକାଲ କମିଶନ (ଏନ୍‌ଏମ୍‌ସି) ସୋଡୋମି (ପୁରୁଷଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ) ଏବଂ ଲେସ୍‌ବିଆନ୍‌ଜିଜମ୍‌ (ମହିଳାଙ୍କ ସମଲିଙ୍ଗୀ ସମ୍ପର୍କ)କୁ ମେଡିକାଲ ପାଠ୍ୟକ୍ରମରେ ପୁନଃ ସାମିଲ କରିଛି। ଅଣ୍ଡରଗ୍ରାଜୁଏଟ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ରିଭାଇଜ୍‌ଡ ପାଠ୍ୟକ୍ରମର…

‘ଏମର୍ଜେନ୍ସି’କୁ ହାଇକୋର୍ଟ ଝଟକା

ମୁମ୍ବାଇ, ୫।୯:ସେନସରଶିପ୍‌କୁ ନେଇ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବାତଙ୍କ ‘ଏମର୍ଜେନ୍ସି’ ଫିଲ୍ମକୁ ବୁଧବାର ବମ୍ବେ ହାଇକୋର୍ଟଙ୍କ ନିକଟରୁ ଆଶ୍ୱସ୍ତି ମିଳିନାହିଁ। ଫିଲ୍ମର ସହ ନିର୍ମାତା ‘ଜି ଷ୍ଟୁଡିଓଜ୍‌’ ପକ୍ଷରୁ କରାଯାଇଥିବା ଏକ ଆବେଦନର ଶୁଣାଣି କରି ଉଚ୍ଚ ନ୍ୟାୟାଳୟ କହିଛନ୍ତି,…

ସୁଭଦ୍ରା ଯୋଜନା ନିୟମାବଳୀକୁ ନେଇ ଉଠିଲା ଆପତ୍ତି

ବାଲିକୁଦା,୫ା୯(ତାପସ ସ୍ବାଇଁ):ସୁଭଦ୍ରା ଯୋଜନା ନିୟମାବଳୀକୁ ନେଇ ଜଗତ୍‌ସିଂହପୁର ଜିଲାପାଳଙ୍କୁ ଅଳାଭର ସରପଞ୍ଚ ମଧୁଛନ୍ଦା ସ୍ବାଇଁ ବୁଧବାର ଆପତ୍ତି କରିଛନ୍ତି। ତାଙ୍କ ଅଭିଯୋଗ ମୁତାବକ ସରକାର ଆରମ୍ଭ କରିଥିବା ସୁଭଦ୍ରା ଯୋଜନା ପାଇଁ ମହିଳାମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ମୁଖ୍ୟମନ୍ତ୍ରୀ ରାଜା ନୁହଁନ୍ତି: ଧାମିଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫।୯: ସୁପ୍ରିମକୋର୍ଟ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟ ଜଙ୍ଗଲ ମନ୍ତ୍ରୀ ତଥା ଅନ୍ୟମାନଙ୍କ ମତାମତକୁ ଅଣଦେଖା କରି ବିବାଦୀୟ ଆଇଏଫଏସ ଅଧିକାରୀଙ୍କୁ ରାଜଜୀ ଟାଇଗର ରିଜର୍ଭର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରିବା ନେଇ ମୁଖ୍ୟମନ୍ତ୍ରୀଙ୍କ…

ଗୁରୁ ହିଁ ଜୀବନର ପଥ ପ୍ରଦର୍ଶକ

ବରଗଡ଼,୫।୯(ପ୍ରେମାନନ୍ଦ ଖମାରୀ):ଗୁରୁଙ୍କ ଆଶୀର୍ବାଦ ବିନା ଜୀବନ ନିରର୍ଥକ। ତେଣୁ ଗୁରୁ ହିଁ ଅଗ୍ରପୂଜ୍ୟ ଓ ଚିର ନମସ୍ୟ ବୋଲି ବରଗଡ଼ ରାଣାପ୍ରତାପ ସ୍କୁଲରେ ବୁଧବାର ଅନୁଷ୍ଠିତ ତସ୍ମୈଶ୍ରୀ ଗୁରବେ ନମଃ ଆଲୋଚନାଚକ୍ରରେ ମତପ୍ରକାଶ ପାଇଛି। ସ୍କୁଲର ଭାରତୀ ଶିଶୁ ସାହିତ୍ୟ ସଂସଦ…

କୃଷି କର୍ମଚାରୀମାନେ ନୂଆଖାଇ ପାଳନରୁ ବଞ୍ଚିତ ହେବାର ଆଶଙ୍କା

ବରଗଡ଼,୫।୯(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ଆସନ୍ତା ୮ତାରିଖ ଅନୁଷ୍ଠିତ ହେବ। ତେବେ ଉକ୍ତ ଦିନ ସିଏମ୍‌ କିଷାନ ସହାୟତା ପ୍ରଦାନ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଥିବା ଯୋଗୁ କୃଷି କର୍ମଚାରୀମାନେ ନୂଆଖାଇ ପାଳନରୁ ବଞ୍ଚିତ ହେବାର ଆଶଙ୍କା ରହିଛି। ଏ…

କୋଲକାତା ବଳାତ୍କାର ମାମଲା: ସିବିଆଇ ଆଗରେ ସବୁ ସତ ଓଗାଳିଲେ ସନ୍ଦୀପ ଘୋଷ, କଲେ ବଡ଼ ଖୁଲାସା

କୋଲକାତା,୫।୯: କୋଲକାତାର ଆର୍‌.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ସମଗ୍ର ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ସମୟରେ ପୂର୍ବତନ କଲେଜ ପ୍ରିନ୍ସପାଲ ସନ୍ଦୀପ ଘୋଷ ସିବିଆଇ ଆଗରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri