ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର, ୨୮।୬(ଅସମାପିକା ସାହୁ)- ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ଆସନ୍ତା ୨ଦିନ ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଫଳରେ ୩୦ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଲଘୁଚାପ ପ୍ରଭାବରେ କିଛି ଦିନ ସମୁଦ୍ର ଅଶାନ୍ତ ରହିବ।…
GISକୁ ବନ୍ଦ କରିଦେଲା EPFO: ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ, କାହିଁକି ଆକାଉଣ୍ଟକୁ ଆସିବ ଅଧିକ ଟଙ୍କା…
ନୂଆଦିଲ୍ଲୀ,୨୮।୬: କମର୍ର୍ଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍ଓ) ୨୦୧୩ ସେପ୍ଟେମ୍ବର ପହିଲାରୁ ଚାକିରି କରିଥିବା ସରକାରୀ କର୍ମଚାରୀଙ୍କ ଗ୍ରୁପ୍ ଇନ୍ସୁରାନ୍ସ ସ୍କିମ(ଜିଆଇଏସ୍) ଲାଗି କଟୁଥିବା ଟଙ୍କାକୁ ତତ୍କାଳ ପ୍ରଭାବ ସହ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜୁନ୍ ୨୧,୨୦୨୪ରେ ଜାରି ସର୍କୁଲାରରେ…
୩୯ବର୍ଷ ପରେ ଦ୍ୱିତୀୟ ଅଣ ଓଡ଼ିଆ ଅଫିସର ନେଲେ ରାଜ୍ୟରେ ବଡ଼ ଦାୟିତ୍ୱ
ଭୁବନେଶ୍ୱର,୨୮।୬: ରାଜ୍ୟର ମୁଖ୍ୟ ଶାସନ ସଚିବ ପଦକୁ ନେଇ ବିଭିନ୍ନ କଳ୍ପନା ଜଳ୍ପନାରେ ପଡିଛି ପୂର୍ଣ୍ଣଚ୍ଛେଦ। ଏବେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ହୋଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ମନୋଜ ଆହୁଜା। ଦୀର୍ଘ ୩୯ ବର୍ଷ ପରେ ଜଣେ ଅଣ ଓଡ଼ିଆ…
ତେଲେଙ୍ଗାନା ଗ୍ଲାସ୍ କାରଖାନାରେ ଭୟଙ୍କର ବିସ୍ଫୋରଣ: ୬ ଶ୍ରମିକ ମୃତ, ୧୫ରୁ ଅଧିକ ଗୁରୁତର
ରଙ୍ଗାରେଡି,୨୮।୬: ତେଲେଙ୍ଗାନାର ରଙ୍ଗାରେଡି ଜିଲାରେ ଏକ ବଡ଼ ବିସ୍ଫୋରଣ ଘଟିଛି। ଏକ ଗ୍ଲାସ କାରଖାନାରେ ଭାଟି ବଏଲର ବିସ୍ଫୋରଣ ହେବା ଯୋଗୁ ୬ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଏନେଇ ସୂଚନା ମିଳିବା ପରେ ପୋଲିସ…
ଏଣିକି ସରକାରୀ କର୍ମଚାରୀ ହେଲମେଟ ପିନ୍ଧିବା ବାଧ୍ୟତାମୂଳକ, ନହେଲେ ମିଳିବନି ଦରମା
ଭୁବନେଶ୍ୱର,୨୮।୬: ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ବା ଦୁର୍ଘଟଣା ରୋକିବାକୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯାଇଛି । ଅମାନିଆଙ୍କୁ ସାବାଡ କରିବାକୁ ଏଥିରେ ସଂସ୍କାର ମଧ୍ୟ ଆସିଛି । ଯେଉଁମାନେ ଟ୍ରାଫିକ ନିୟମ ଅବମାନନା କରୁଛନ୍ତି ସେମାନଙ୍କଠାରୁ ମୋଟା ଅଙ୍କର ଜରିମାନା…
ଜନସେବା କେନ୍ଦ୍ରର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ଦୁଇ ଜଣ ଗିରଫ
ହାଟଡିହୀ,୨୮୬(ଶୁଭକାନ୍ତ ନାୟକ): ପିଏଫ ଅନଲାଇନ ଆବେଦନକୁ କେନ୍ଦ୍ର କରି ଗୁରୁବାର ଅପରାହ୍ନରେ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ନିକଟରେ ଥିବା ମରୈଗାଁ ବଜାରରେ ଜନସେବା କେନ୍ଦ୍ରର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଗଣ୍ଡଗୋଳରେ ଦୋକାନ ଏବଂ ବାଇକ ପୋଡାଜଳା…
ଚର୍ଚ୍ଚାରେ ଓମ ବିର୍ଲାଙ୍କ ଝିଅ, ଯୁପିଏସସି ପରୀକ୍ଷାକୁ ଫାଷ୍ଟ ଆଟେମ୍ପ୍ଟରେ କ୍ଲିଅର କରିବା ପରେ ହୋଇଥିଲେ ଟ୍ରୋଲ
ନୂଆଦିଲ୍ଲୀ,୨୮।୬: ଦେଶରେ ୧୮ତମ ଲୋକ ସଭା ଅଧିବେଶନ ଜାରି ରହିଛି। କୋଟାର ତୃତୀୟ ଥର ଏମପି ଓମ ବିର୍ଲା କ୍ରମାଗତ ଦ୍ୱିତୀୟ ଥର ପାଇଁ ଲୋକ ସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ଏହାରି ଭିତରେ ତାଙ୍କ ଝିଅ ଅଞ୍ଜଳି ବିର୍ଲା…
ରୋହିତଙ୍କ ଉପରେ ବିଶ୍ୱାସ ଅଛି, ୭ ମାସରେ ଦ୍ୱିତୀୟ ଥର ଏଭଳି ହେବନାହିଁ: ଗାଙ୍ଗୁଲି
କୋଲକାତା,୨୮।୬: ଟି୨୦ ବିଶ୍ୱକପ୍ ୨୦୨୪ ଫାଇନାଲରେ ପ୍ରବେଶ କରିଛି ଟିମ୍ ଇଣ୍ଡିଆ। ଦଳ ଜୁନ ୨୯ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ରେ ପ୍ରଥମ ଥର ପାଇଁ ଫାଇନାଲ ଖେଳୁଥିବା ଦକ୍ଷିଣ ଆଫ୍ରିକାକୁ ଭେଟିବ। ବିଶ୍ୱକପ୍ ଇତିହାସରେ ପ୍ରଥମ ଥର ପାଇଁ ଦୁଇ…
ଫାଇନାଲ ପୂର୍ବରୁ ହୃଦୟ ଜିତିଲେ ଦ୍ରାବିଡ, ବିଶ୍ୱକପ୍ ଜିତିବାକୁ ନେଇ କହିଲେ…
ନୂଆଦିଲ୍ଲୀ,୨୮।୬: ଭାରତୀୟ ଟିମ୍ ଶନିବାର ଆଇସିସି ଟି୨୦ ବିଶ୍ୱକପ୍ ଫାଇନାଲ ମୁକାବିଲା ଖେଳିବ। ଶନିବାର ଏହି ନିର୍ଣ୍ଣାୟକ ମ୍ୟାଚ୍ ଖେଳାଯିବାକୁ ଥିବା ବେଳେ କୋଚ୍ ଭାବେ ଭାରତୀୟ ଟିମ୍ ସହ ରାହୁଲ ଦ୍ରାବିଡଙ୍କ ଏହା ଅନ୍ତିମ ମ୍ୟାଚ୍ ହେବ। ଗତ ନଭେମ୍ବରରୁ…
ପୁରୀ ହେବ ଭାରତର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର: ମନ୍ତ୍ରୀ
ପୁରୀ, ୨୮।୬: ଶ୍ରୀକ୍ଷେତ୍ରକୁ ଭାରତ ବର୍ଷର ସର୍ବଶ୍ରେଷ୍ଠ ତୀର୍ଥ କ୍ଷେତ୍ର ଭାବେ ପରିଗଣିତ କରାଯିବ। ଶୁକ୍ରବାର ଅପରାହ୍ନରେ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରି…
ଜେଲରୁ ବାହାରିବା ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ସୋରେନ, କହିଲେ ମୋ ଉପରେ…
ରାଞ୍ଚି,୨୮।୬: ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଝାଡ଼ଖଣ୍ଡର ହାଇକୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଶୁକ୍ରବାର ହେମନ୍ତ ସୋରେନଙ୍କୁ ପାଞ୍ଚ ମାସ ପରେ ବିର୍ସା ମୁଣ୍ଡା ଜେଲରୁ ମୁକ୍ତ କରାଯାଇଥିଲା। ଜେଲରୁ ମୁକୁଳିବା…
ବନ୍ଦ ହୋଇଯିବ କି ଅଗ୍ନିବୀର ଯୋଜନା, ସଂସଦରୁ ମିଳିଲା ସଙ୍କେତ
ନୂଆଦିଲ୍ଲୀ,୨୮।୬: ସଂସଦର ମିଳିତ ଅଧିବେଶନକୁ ଗତକାଲି ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ସେ ନିଜ ଅଭିଭାଷଣରେ ସରକାରଙ୍କ ସଫଳତାକୁ ଉପସ୍ଥାପନ କରିଛନ୍ତି। ପ୍ରାୟ ଘଣ୍ଟେ ଧରି ରାଷ୍ଟ୍ରପତି ସରକାରଙ୍କର ଗତ ୧୦ବର୍ଷ ମଧ୍ୟରେ କେଉଁ କ୍ଷେତ୍ରରେ ସର୍ବୋତ୍ତମ କାର୍ଯ୍ୟ କରିଛନ୍ତି…
Archives


