Home

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର ବିଦେଶୀ ବେହେରାଙ୍କ ଶିଶୁପୁତ୍ର ଶଙ୍କର ବେହେରା (୪)ଙ୍କ ମୃତ୍ୟୁ ପରେ ପୋଲିସକୁ ଆଙ୍ଗୁଠି…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି । ଦିଲ୍ଲୀ, ନୋଏଡା, ଗାଜିଆବାଦ, ଗୁରୁଗ୍ରାମ ଓ ଫରିଦାବାଦର ପେଟ୍ରୋଲ ପମ୍ପରେ ବୈଧ ପ୍ରଦୂଷଣ…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି ନଜର ଆସିବେ । ନିକଟରେ ଫିଲ୍ମର ତିନି ଷ୍ଟାରଙ୍କ ପ୍ରଥମ ଲୁକ୍ ପୋଷ୍ଟର…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର ପୁଣି ଏପରି ଏକ ଘଟଣା ସାମ୍ନାକୁ ଆସିଛି । ଅନଲାଇନ କୋରିଅର୍ ସେବା…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ ଥିବା ଯୋଗୁ ଏଠାରେ ବାରମ୍ବାର ଏପରି ହେଉଛି । ଏହି ହାଇୱା ଦବି…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର କୋଟି କୋଟି ପ୍ରିପେଡ୍ ମୋବାଇଲ୍ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି ଦେଇ ‘ଟେଲିକମ୍ କନ୍‌ଜ୍ୟୁମର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ ଆସିଛି । ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ଯେ, ନମାଜ ପଢ଼ିବା ସହିତ…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା ଦେଖାଯାଉଛି । ଏହି ଭିଡିଓକୁ ଆମ୍‌ ଆଦମୀ ପାର୍ଟି (AAP) ନେତାମାନେ ସୋସିଆଲ୍‌…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ ଗାଁକୁ ଯାଇପାରୁନି। ଫଳରେ ପ୍ରସବ ବେଦନାରେ ଛଟପଟ ହେଉଥିବା ମହିଳାଙ୍କୁ ଭାର କରି…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏହା କୋହଲିଙ୍କ ୪୪ତମ ODI ମ୍ୟାଚ୍‌ । ଏହା ସହ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ ମଧ୍ୟ ବ୍ୟାଙ୍କ ଖୋଲା ରହିଛି। ଅନ୍ୟପଟେ ବ୍ୟାଙ୍କ କର୍ମଚାରୀମାନେ କଳା ପୋଷାକ ପିନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?