Home

୬୩ ବର୍ଷ ପରେ ସ୍କୁଲରୁ ମିଳିଲା ୧୯୫୭ରେ ହଜିଥିବା ଛାତ୍ରୀଙ୍କ ପର୍ସ, ଏହା ଭିତରେ ଥିବା ଜିନିଷ ଆଶ୍ଚର୍ଯ୍ୟ କଲା ସଭିଙ୍କୁ!

ବେଳେ ବେଳେ ଆମର ଏମିତି କିଛି ଛୋଟମୋଟ ଜିନିଷଗୁଡିକ ହଜି ଯାଇଥାଏ ଯାହାକୁ ଆମେ ବହୁତ ଖୋଜୁ, କିନ୍ତୁ ଯେତେବେଳେ ଆମେ ସେଗୁଡ଼ିକୁ ପାଉ ସେତେବେଳେ ଆମେ ତାକୁ ଭୁଲିବାକୁ ବାଧ୍ୟ ହେଉ। ୧୯୫୭ରେ ପର୍ସ ହରାଇଥିବା ଜଣେ ଛାତ୍ରୀଙ୍କ ସହିତ…

ମୋଦିଙ୍କୁ ଚିଠି ଲେଖିଲେ ମମତା

କୋଲକାତା,୨୮।୬: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ NEET ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ମମତା ବାନାର୍ଜୀ NEET ରଦ୍ଦ କରିବାକୁ ଦାବି କରିଛନ୍ତି। ମମତା ଲେଖିଛନ୍ତି, NEET ରଦ୍ଦ କରାଯାଉ ଏବଂ ପୁରୁଣା ବ୍ୟବସ୍ଥା…

କେଜ୍‌ରିଓ୍ବାଲଙ୍କୁ କୋର୍ଟରୁ ମିଳିଲା ଆଶ୍ୱସ୍ତି, ଏହି ୫ କଥାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮ା୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ତିନି ଦିନ ଧରି ସିବିଆଇର ନ୍ୟାୟିକ ହେପାଜତରେ ଅଛନ୍ତି। ଗତ ୨୫ ତାରିଖରେ ଦିଲ୍ଲୀ ମଦ ଦୁର୍ନୀତି ମାମଲା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ସିବିଆଇ ତାଙ୍କୁ ତିହାର ଜେଲରେ ପଚରାଉଚରା କରିଥିଲା।…

ବିମାନବନ୍ଦର ଛାତ ଭୁଶୁଡିବା ଘଟଣା: ୩ ଜଣଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ,୨୮।୬: ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ି ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୩ ଆହତ ଚିକିତ୍ସିତ ହେଉଛନ୍ତି। ଶୁକ୍ରବାର ସକାଳେ ବିମାନ ବନ୍ଦରର ଛାତ ଟର୍ମିନାଲ ୧ରେ ଏକ ଗାଡି ଉପରେ ପଡିଯାଇଥିଲା। ସୂଚନା ପାଇବା ମାତ୍ରେ ଅଗ୍ନିଶମ…

ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର କରି ମାମୁ ଗଲେ ଜେଲ୍‌

ବିଞ୍ଝାରପୁର,୨୮ା୬(ରାମକୃଷ୍ଣ ଦାସ): ଯାଜପୁର ଜିଲା ଅଳକୁଣ୍ଡ ଥାନା ଅଞ୍ଚଳର ଜଣେ ୧୪ ବର୍ଷୀୟା ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ନାବାଳିକାଙ୍କ ବଡ଼ ଭଉଣୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ…

ମୋଦିଙ୍କ ତୃତୀୟ ପାଳିକୁ ନେଇ ଏମିତି କହିଦେଲେ ଅମର୍ତ୍ତ୍ୟ ସେନ୍‌

ନୂଆଦିଲ୍ଲୀ,୨୮।୬: ଲୋକ ସଭା ନିର୍ବାଚନ ୨୦୨୪ର ଫଳାଫଳକୁ ନେଇ ନୋବେଲ ବିଜେତା ଅମର୍ତ୍ତ୍ୟ ସେନ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଫଳାଫଳର ପ୍ରାୟ ୨୪ ଦିନ ପରେ ସେ କହିଛନ୍ତି, ନିକଟରେ ହୋଇଥିବା ଲୋକ ସଭା ନିର୍ବାଚନର ଫଳାଫଳ ସୂଚାଇ ଦେଉଛି ଯେ…

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍‌

କଟକ,୨୮ା୬: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ପ୍ରଥମେ ବସ୍‌ର ସମ୍ମୁଖ ଭାବରେ ନିଆଁ ଲାଗିଥିବା ଦେଖି ଚାଳକ…

ବଡ଼ ରେକର୍ଡ ହାସଲ କଲେ ‘ହିଟ୍‌ମ୍ୟାନ୍‌’

ନୂଆଦିଲ୍ଲୀ,୨୮।୬: ଟି-୨୦ ବିଶ୍ୱକପ ୨୦୨୪ର ଦ୍ୱିତୀୟ ସେମିଫାଇନାଲରେ ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷରେ ୫୪ ରନ ଇନିଂସ ଖେଳି ଅନେକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ଅଧିନାୟକ ଇନିଂସ ଖେଳି ସେ ଟିମ ଇଣ୍ଡିଆକୁ ୧୭୧ ସ୍କୋରରେ ପହଞ୍ଚାଇବାରେ ସାହାଯ୍ୟ କରିଥିଲେ।…

ମାଷ୍ଟର ପ୍ଲାନ୍‌ ଅପେକ୍ଷାରେ କେନ୍ଦ୍ରାପଡ଼ା ସହର

କେନ୍ଦ୍ରାପଡ଼ା,୨୮ା୬ (ଜଗନ୍ନାଥ ଧଳ): ବର୍ଷାଋତୁ ଆରମ୍ଭ ହୋଇଛି। ଆଗକୁ ସାମାନ୍ୟ ବର୍ଷାରେ କେନ୍ଦ୍ରାପଡ଼ା ସହର ଜଳବନ୍ଦୀ ହେବ। ସହରର ଜଳପଥ ଉପରେ ଜବରଦଖଲ ବଢ଼ୁଛି। ସ୍ବେରେଜ ସିଷ୍ଟମ ଏଥିପାଇଁ କାମ କରୁନାହିଁ। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା ପାଇଁ ଉପଯୁକ୍ତ ଯାତାୟାତ ପଥ ନାହିଁ।…

ଗଛମୂଳେ ପାଲ ଟାଙ୍ଗି ପାଠପଢ଼ା

ରାଜକନିକା,୨୮ା୬ (ସଞ୍ଜୟ କୁମାର ଦାଶ): ସରକାର ଶିକ୍ଷା ଓ ଭିତ୍ତିଭୂମିର ବିକାଶ ପାଇଁ ବିଭିନ୍ନ ଯୋଜନା ଦ୍ୱାରା ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ବର୍ଷାଦିନ ଆରମ୍ଭରେ କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅହମଦପୁରରେ ଥିବା ସରକାରୀ ଶାସ୍ତ୍ରିଜୀ ପ୍ରାଥମିକ ବିଦ୍ୟାଳୟର ଭଲ…

ଫାଇନାଲ୍‌କୁ ଯିବା ସତ୍ତ୍ୱେ ଭୋ ଭୋ ହୋଇ କାନ୍ଦିଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୮।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଟି-୨୦ ବିଶ୍ୱକପ ୨୦୨୪ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାଇଁ ବୋଲର ଏବଂ ବ୍ୟାଟ୍ସମ୍ୟାନ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚରେ ଅଧିନାୟକ ରୋହିତ ଶର୍ମା…

ବଡ଼ଧରଣର ସଡ଼କ ଦୁର୍ଘଟଣା: ଚାଲିଗଲା ୧୩ ଜଣଙ୍କ ଜୀବନ, ମୃତକଙ୍କ ମଧ୍ୟରେ ରହିଛି ଜଣେ ଶିଶୁ

ବେଙ୍ଗଲୁରୁ,୨୮ା୬: ଶୁକ୍ରବାର କର୍ନାଟକରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ରାଜ୍ୟର ହାଭେରୀ ଜିଲାର ପୁଣେ-ବେଙ୍ଗାଲୁରୁ ଜାତୀୟ ରାଜପଥରେ ଘଟିଥିବା ଏହି ସଡ଼କ ଦୁର୍ଘଟଣାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ବାଗଡି ତାଲୁକର ଗୁଣ୍ଡେନାହଲ୍ଲୀ ବୁଲାଣି ନିକଟରେ ଏହି ଦୁର୍ଘଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri