Home

କୋଲକାତା ବଳାତ୍କାର ମାମଲା: ଗିରଫ ହେଲେ ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ

କୋଲକାତା,୨।୯: କୋଲକାତା ବଳାତ୍କାର ମାମଲାରେ ସିବିଆଇ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍‌.ଜି କର ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ସିବିଆଇ ସୋମବାର ଗିରଫ କରିଥିବା ସୂଚନା ମିଳିଛି। ନିକଟରେ ସିବିଆଇ ଏହି ମାମଲାରେ ଏକ ଏଫଆଇଆର୍‌ ପଞ୍ଜୀକୃତ କରିଥିଲା।…

ଡୋନାଲ୍ଡ ଟ୍ରମ୍ପଙ୍କ ପରାଜୟ ଚାହୁଁଛନ୍ତି ସ୍ତ୍ରୀ ମେଲାନିଆ

ଓ୍ବାଶିଂଟନ୍‌,୨।୯: ଆମେରିକା ନିର୍ବାଚନ ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୂର୍ବତନ ଘନିଷ୍ଠ ସହଯୋଗୀ ଆନ୍ଥୋନି ସ୍କାରାମୁଚି ଏକ ବଡ଼ ଦାବି କରିଛନ୍ତି। ହ୍ବାଇଟ ହାଉସର ଯୋଗାଯୋଗ ନିର୍ଦ୍ଦେଶକ ଆନ୍ଥୋନୀ ସ୍କାରାମୁସି ଦାବି କରିଛନ୍ତି, କମଲା ହାରିସଙ୍କ ବିଜୟକୁ ନେଇ ଡୋନାଲ୍ଡ…

୪ ଭାଇଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୨ରେ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତ୍ତଳ ଛକରେ ଜଣେ ଝିଅକୁ କମେଣ୍ଟ ମରାକୁ କେନ୍ଦ୍ରକରି ୪ ଭାଇଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା। ଉକ୍ତ ବହୁ ଚର୍ଚ୍ଚିତ ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ…

ଏହି ୫ କଥା ମାନିଲେ ଆଉ ଘଟିବନି କୋଲକାତା ଭଳି ଘଟଣା: ଆରଏସ୍‌ଏସ୍‌ ଦେଲା ପରାମର୍ଶ

ଥିରୁଭାନନ୍ତପୁରମ୍‌,୨।୯: କେରଳର ପାଲକ୍କଡରେ ଆରଏସଏସର ୩ ଦିନିଆ ସମନ୍ବୟ ବୈଠକରେ କୋଲକାତା ଘଟଣାକୁ ନିନ୍ଦା କରାଯାଇଛି। ଏହାକୁ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କୁହାଯାଇଛି। ସଂଗଠନର ଅନୁବନ୍ଧିତ ସଂଗଠନମାନେ ଏଥିରେ ଅସନ୍ତୋଷ ଏବଂ ଦୁଃଖ ପ୍ରକାଶ କରିଥିଲେ। ଏହି ଘଟଣାଗୁଡ଼ିକୁ କିପରି ନିୟନ୍ତ୍ରଣ…

ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଶାଶୁଘର ଗଲେ ଐଶ୍ୱର୍ଯ୍ୟା ରାୟ, ସାଙ୍ଗରେ ଥିଲେ…

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ବୈବାହିକ ଜୀବନ ମଧ୍ୟରେ ସବୁକିଛି ଠିକ ନ ଥିବା ଚର୍ଚ୍ଚା ହେଉଛି। ଉଭୟଙ୍କ ଛାଡପତ୍ର ହେବାର ଗୁଜବ ମଧ୍ୟ ସାମ୍ନାକୁ ଆସିଛି। ଏସବୁ ଚର୍ଚ୍ଚା ମଧ୍ୟରେ ଐଶ୍ୱର୍ଯ୍ୟା ତାଙ୍କ ଶାଶୁଘର ଅର୍ଥାତ୍‌ ଅମିତାଭ…

ପାରାଲିମ୍ପିକ୍ସ: ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିଲେ ନୀତେଶ କୁମାର

ପ୍ୟାରିସ,୨।୯: ପାରାଲିମ୍ପିକ୍ସ ୨୦୨୪ରେ ନୀତେଶ କୁମାର ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌୩ ବର୍ଗରେ ବ୍ୟାଡମିଣ୍ଟନରେ ଗ୍ରେଟ୍‌ ବିଟ୍ରେନର ଡାନିୟଲ ବେଥେଲଙ୍କୁ ୨୧-୧୪, ୧୮-୨୧, ୨୩-୨୧ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପ୍ୟାରିସ ପାରାଲିମ୍ପିକ୍ସ…

ଗୋଟିଏ ଭୁଲ୍‌ ଯୋଗୁ ହୋଇଯିବ ଆକାଉଣ୍ଟ ଖାଲି: ଠକଙ୍କ ନୂଆ ଫର୍ମୁଲାଠାରୁ କେମିତି ରହିବେ ସତର୍କ

ଆଜିକାଲି ଡିଜିଟାଲ ଦୁନିଆରେ ସାଇବର ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଠକମାନେ ଲୋକଙ୍କୁ ନୂଆ ଉପାୟରେ ସେମାନଙ୍କର ଠକାମୀର ଶିକାର କରୁଛନ୍ତି। ଅପରାଧୀମାନେ ଏକ ନୂତନ ଉପାୟ ଆବିଷ୍କାର କରିଛନ୍ତି, ଯାହା ଦ୍ୱାରା ସେମାନେ ଲୋକମାନଙ୍କୁ ସେମାନଙ୍କର…

ଭାଜପାର ଟେନ୍‌ସନ୍‌ ବଢାଇଲେ ଅଜିତ ପାଓ୍ବାର

ନୂଆଦିଲ୍ଲୀ,୨।୯: ଅଜିତ ପାୱାରଙ୍କ ଦଳ ଏନସିପି ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦଳ ୧୬ ଜଣ ପ୍ରାର୍ଥୀ ଦେଇଛନ୍ତି। ଏନସିପି ଭାଜପାଠାରୁ ପୃଥକ ଭାବରେ ଏଠାରେ ବିଧାନସଭା…

ଗଞ୍ଜେଇ ଚାଲାଣବେଳେ ମାଡିବସିଲା ପୋଲିସ: ଦୁଇ ଗିରଫ

ବାଲିଗୁଡା,୨।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା। ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ବାଇଁଙ୍କ ନେତୃତ୍ବରେ ସୋମବାର ପାଟ୍ରୋଲିଂ କରାଯାଉଥିବାବେଳେ ଗୋଇବନ୍ଧା ଛକଠାରେ ଏକ ବାଇକ (ନଂ.ଓଡି-୦୩-ୱାଇ- ୪୪୬୪) ଯୋଗେ ଗଞ୍ଜେଇ…

ଏହି ଦିନ ଓଡ଼ିଶା ଆସି ‘ସୁଭଦ୍ରା’ ଟଙ୍କା ବାଣ୍ଟିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୨।୯: ବହୁଚର୍ଚ୍ଚିତ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍‌ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ ବୋଲି…

ଉନ୍ମୋଚନ ହେଲା ‘ସୁଭଦ୍ରା ପୋର୍ଟାଲ’: ମିଳିବ ‘ସୁଭଦ୍ରା ଯୋଜନା’ର ସବୁକିଛି ସୂଚନା

ଭୁବନେଶ୍ୱର,୨।୯: ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in…

କୃଷକଙ୍କ ମୁହଁରେ ହସ ଫୁଟାଇଲେ ମୋଦି ସରକାର: ୭ ବଡ଼ ଯୋଜନାକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨।୯: କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷକଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତ, କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ କ୍ୟାବିନେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri