Home

ନିଜ IRCTC ଆକାଉଣ୍ଟରୁ ଅନ୍ୟମାନଙ୍କ ପାଇଁ ଟିକେଟ୍‌ ବୁକ୍‌ କଲେ ହୋଇପାରେ ଜେଲ! ସ୍ପଷ୍ଟ କଲା ଆଇଆରସିଟିସି

ନୂଆଦିଲ୍ଲୀ,୨୭।୬:ଭାରତୀୟ ରେଲଓ୍ବେରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଯାତ୍ରା କରୁଛନ୍ତି। ସେଥିମଧ୍ୟରୁ ଅଧିକାଂଶ ଲୋକ ଷ୍ଟେସନ ପରିବର୍ତ୍ତେ ଅନଲାଇନ ଟିକେଟ ପ୍ଲାଟଫର୍ମ IRCTC ରୁ ଟ୍ରେନ ଟିକେଟ ବୁକ୍‌ କରୁଛନ୍ତି। ଏବେ ଏମିତି କିଛି ଘଟଣା ଦେଖିବାକୁ ମିଳୁଛି ଯେଉଁଠି ଲୋକମାନେ…

ଜେ ପି ନଡ୍ଡା ରାଜ୍ୟ ସଭା ନେତା ନିଯୁକ୍ତ

ନୂଆଦିଲ୍ଲୀ,୨୭।୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କୁ ରାଜ୍ୟ ସଭାର ନେତା ଭାବେ ଗୁରୁବାର ନିଯୁକ୍ତ କରାଯାଇଛି। ଉଚ୍ଚ ସଦନର ୨୬୪ତମ ଅଧିବେଶନରେ ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ଘୋଷଣା କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

NEET ପେପର ଲିକ୍‌ର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ହାତରେ ଲାଗିଲା ଏହି ବଡ଼ ପ୍ରମାଣ

ନୂଆଦିଲ୍ଲୀ,୨୭ା୬: ନିଟ୍‌ ପେପର ଲିକ୍‌କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ମହାରାଷ୍ଟ୍ରରୁ ଏକ ବଡ଼ ସୂଚନା ସାମ୍ନାକୁ ଆସିଛି। ପେପର ଲିକ୍‌ ମାମଲାର ତଦନ୍ତ କରୁଥିବା ଲାଟୁର ପୋଲିସ କେବଳ ନିଟ୍‌ ନୁହେଁ ବରଂ ଗ୍ରେଡ୍‌ ସି ଏବଂ ଗ୍ରେଡ୍‌ ବି…

‘ତାନାଶାହାର ବିନାଶ ହୋଇଯାଉ, ଏବେ ଭଗବାନଙ୍କ ପାଖରେ ଏତିକି ପ୍ରାର୍ଥନା’

ନୂଆଦିଲ୍ଲୀ,୨୭।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଅଡ଼ୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରଥମେ ଇଡି ତାଙ୍କୁ ଗିରଫ କରିଥିବା ବେଳେ ଏବେ ସିବିଆଇ ତାଙ୍କୁ ଗିରଫ କରିନେଇଛି। ଏପରିକି ଦିଲ୍ଲୀ କୋର୍ଟ ତାଙ୍କୁ ୩ ଦିନିଆ ସିବିଆଇ ରିମାଣ୍ଡରେ ପଠାଇଛି।…

କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କଲା ଉତ୍ତର କୋରିଆ

ପ୍ୟୋଙ୍ଗୟାଙ୍ଗ,୨୭ା୬: ଉତ୍ତର କୋରିଆ ସଫଳତାର ସହ ଏକାଧିକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଏହି ସଫଳ ପରୀକ୍ଷଣ ସହିତ ଉତ୍ତର କୋରିଆ ଗୁରୁବାର ଦକ୍ଷିଣ କୋରିଆର ଦାବିକୁ ଖଣ୍ଡନ କରିଛି। କିମ୍‌ ଜୋଙ୍ଗ ଉନ୍‌ଙ୍କ ପ୍ରତିକ୍ରିୟା ମଧ୍ୟ ପ୍ରକାଶ ପାଇଛି। ସେ କହିଛନ୍ତି,…

ପାକିସ୍ତାନକୁ ପାନେ ଦେଲା ଭାରତ

ନୂଆଦିଲ୍ଲୀ,୨୭।୬: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ନିନ୍ଦା କରିଛି। ମିଳିତ ଜାତିସଂଘର ଏକ ଅଧିବେଶନରେ ପାକିସ୍ତାନ ଜମ୍ମୁ କଶ୍ମୀର ପ୍ରସଙ୍ଗ ଉଠାଇଥିଲା। ଜମ୍ମୁ-କଶ୍ମୀର ଉପରେ ଭିତ୍ତିହୀନ ମନ୍ତବ୍ୟ ପାଇଁ ଭାରତ ପାକିସ୍ତାନକୁ ସମାଲୋଚନା କରିଛି। ଭାରତ ଏହି ମନ୍ତବ୍ୟକୁ…

ପାକିସ୍ତାନର ପୂର୍ବତନ ଅଧିନାୟକଙ୍କୁ ମୁହଁତୋଡ ଜବାବ ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୭।୬: ଟି -୨୦ ବିଶ୍ୱକପ ୨୦୨୪ରେ ଭାରତୀୟ ଦଳ ବହୁତ ଭଲ ପ୍ରଦର୍ଶନ କରୁଛି। ଭାରତୀୟ ଦଳ ଆଜି ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ଖେଳିବ। ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ଏକାଦଶ ସୁପର-୮ ମ୍ୟାଚରେ ଇଞ୍ଜାମାମ ଉଲ ହକ ଅର୍ଶଦୀପ…

‘ସେଂଗୋଲ ହଟାଇ ସଂସଦରେ ସ୍ଥାପନ ହେଉ ସମ୍ବିଧାନ ପୁସ୍ତକ’, ପୁଣି ସଂସଦରେ ତେଜିଲା ଦାବି

ନୂଆଦିଲ୍ଲୀ,୨୭।୬: ପୁଣି ଲୋକ ସଭାରେ ଉଠିଛି ସେଂଗୋଲ ବିବାଦ। ନୂଆ ସରକାର ଗଠନ ହେବା ପରେ ଲୋକ ସଭାରେ ସ୍ବତନ୍ତ୍ର ଅଧିବେଶନ ଜାରି ରହିଛି। ତେବେ ଆଜି ଅଧିବେଶନ ଆରମ୍ଭ ହେଉ ହେଉ ସେଂଗୋଲକୁ ନେଇ ଝଡ ଆରମ୍ଭ ହୋଇଛି। ବିରୋଧୀ…

ଚିଠିରେ ଭୁଲ୍‌ ଲେଖିଦେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ହାଟଡିହୀ,୨୭ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ସଢା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଏକ ଚିଠିରେ ଭୁଲ ଲେଖି ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କର ଚିଠିକୁ ଦେଖିଲେ ଖାମଖିଆଲି ନୀତି ସ୍ପଷ୍ଟ ବାରି ହୋଇପଡୁଛି। ଖବରରୁ ଜଣାଯାଇଛି ଯେ, ସୂଚନା ଅଧିକାର…

କିଏ ହେବେ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ: ରେସ୍‌ରେ ଅଛି ଏମାନଙ୍କ ନାଁ…

ଭୁବନେଶ୍ୱର,୨୭।୬: ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍‌ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା…

NEET ପେପର ଲିକ୍‌କୁ ନେଇ ରାଷ୍ଟ୍ରପତି କହିଲେ…

ନୂଆଦିଲ୍ଲୀ,୨୭ା୬: ୧୮ତମ ଲୋକ ସଭାର ଚତୁର୍ଥ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପାର୍ଲାମେଣ୍ଟର ଉଭୟ ଗୃହ ରାଜ୍ୟ ସଭା ଏବଂ ଲୋକ ସଭାକୁ ସମ୍ବୋଧିତ କରିଛନ୍ତି। ରାଷ୍ଟ୍ରପତି ନିଟ୍‌ ପେପର ଲିକ୍‌କୁ ନେଇ ମଧ୍ୟ ତାଙ୍କ ଅଭିଭାଷଣ ରଖିଛନ୍ତି। ରାଷ୍ଟ୍ରପତି କହିଛନ୍ତି,…

ହାରିବା ସତ୍ତ୍ୱେ ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ ୨୦୨୪ର ସେମିଫାଇନାଲ ମ୍ୟାଚରେ ଆଫଗାନିସ୍ତାନକୁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ରଶିଦ ଖାନଙ୍କ ଅଧିନାୟକ ଆଫଗାନିସ୍ତାନ ଦଳକୁ ୯ ଉଇକେଟରେ ପରାସ୍ତ କରିଛି। ଆଫ୍ରିକା ଏକପାଖିଆ ଜିତି ଫାଇନାଲକୁ ଟିକେଟ ସୁରକ୍ଷିତ କରିଛି। ଯଦିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri