ବରିଷ୍ଠ ଭାଜପା ନେତା ଲାଲକୃଷ୍ଣ ଆଡଭାନୀଙ୍କ ବିଗିଡିଲା ସ୍ବାସ୍ଥ୍ୟବସ୍ଥା
ନୂଆଦିଲ୍ଲୀ,୨୭।୬: ଭେଟେରାନ ଭାଜପା ନେତା ଲାଲ କୃଷ୍ଣ ଆଡଭାନୀ ଅସୁସ୍ଥ। ଅସୁସ୍ଥତା ହେତୁ ତାଙ୍କୁ ୨୬ ଜୁନ ରାତିରେ ଦିଲ୍ଲୀର AIIMS ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି। ସୂଚନା ଅନୁଯାୟୀ, ୨୬…
ଦାଦନ ଖଟିବାକୁ ଯାଇ ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ
ହାଟଡିହୀ,୨୭। ୬(ଶୁଭକାନ୍ତ ନାୟକ):ପୁଅ ବଡ଼ ହୋଇ ରୋଜଗାର କରିବ। ପରିବାରର ଦୁଃଖ ଘୁଞ୍ଚିବ। ପେଟ ପାଇଁ ଗରିବ ଘରର ପୁଅ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ଶେଷରେ ସବୁଦିନ ପାଇଁ ଆରପାରିକୁ ଚାଲିଗଲା । କେନ୍ଦୁଝର ଜିଲା ହାଟଡିହୀ ବ୍ଲକ…
ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ମାଡାମ ପ୍ରେସିଡେଣ୍ଟ
ନୂଆଦିଲ୍ଲୀ,୨୭।୬:ସଂସଦର ମିଳିତ ଅଧିବେଶନକୁ ଗୁରୁବାର ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଷ୍ଟାଦଶ ଲୋକ ସଭା ଏବଂ ୨୬୪ ତମ ରାଜ୍ୟ ସଭାର ମିଳିତ ଅଧିବେଶନରେ ଉଦବୋଧନ ରଖିବେ ରାଷ୍ଟ୍ରପତି। ନିଜର ଉଦବୋଧନ ବେଳେ ନୂଆ ସରକାରର ନୀତି, ଯୋଜନା ଏବଂ…
ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୨୭।୬: ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଦିଲ୍ଲୀ ଗସ୍ତରେ ଅଛନ୍ତି। ରାଜ୍ୟରେ BJP ସରକାର ଶପଥ ନେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିଛନ୍ତି…
ହଟିନି ୫-ଟି ବୋର୍ଡ, ପୂର୍ବ ସରକାରଙ୍କ ସଫଳତା ହୋର୍ଡିଂ
ସୋନପୁର,୨୭ା୬(ମୃତ୍ୟୁଞ୍ଜୟ ଶତପଥୀ)ଓଡ଼ିଶାରେ ନୂଆ ସରକାର ଗଠନ ହୋଇଛି। ୨୪ବର୍ଷର ବିଜେଡି ସରକାରକୁ ହଟାଇ ଭାଜପା ରାଜ୍ୟରେ ପ୍ରଥମଥର ପାଇଁ ସରକାର ଗଠନ କରିଛି। ଶାସନକୁ ଆସିବା କ୍ଷଣି ଭାଜପା ସରକାର ହାଇସ୍କୁଲରୁ ୫-ଟି ବୋର୍ଡ ହଟାଇ ଦେଇଛନ୍ତି। ରାଜ୍ୟରେ ଶାସନ କ୍ଷମତାରେ…
ଜାହାଜରେ ନିର୍ବାସିତ ଭଳି ଦଣ୍ଡ ଭୋଗୁଛନ୍ତି ୨୧ ନାବିକ
ପାରାଦୀପ,୨୭ା୬(ଶରତ ରାଉତ)ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ୨୦୨୩ ନଭେମ୍ବର ୩୦ରେ ୨୨୦ କୋଟି ଟଙ୍କାର କୋକେନ୍ ଜବତ ହୋଇଥିଲା। ଏମ୍.ଭି. ଦେବୀ ନାମକ ଜାହାଜରେ ଥିବା କ୍ରେନ୍ କ୍ୟାବିନ ମଧ୍ୟରେ ୨୨ ପ୍ୟାକେଟ କୋକେନ୍ ଥିଲା। ପ୍ରଥମେ ଅପରେଟର ଦେଖି କ୍ୟାପ୍ଟେନକୁ…
ଏଣିକି ଥାନାରେ ଅମାନିଆ ପଢ଼ିବେ ଟ୍ରାଫିକ୍ ନିୟମ
ଭୁବନେଶ୍ୱର,୨୭।୬ (ସୂର୍ଯ୍ୟକାନ୍ତ ବେହେରା)ଟ୍ରାଫିକ ନିୟମ ଭଙ୍ଗ କଲେ ଉଲ୍ଲଂଘନକାରୀଙ୍କୁ ଜରିମାନାରେ ଦଣ୍ଡିତ କରାଯାଉଛି। ଏପରିକି କୋର୍ଟରୁ ଜବତ ଗାଡ଼ି ମୁକୁଳାଇବାକୁ ନିର୍ଦ୍ଦେଶ ରହିଛି। ଏହାପରେ ବି ପରିସ୍ଥିତିରେ କୌଣସି ସୁଧାର ଆସୁନାହିଁ। ଦିନକୁ ଦିନ ଟ୍ରାଫିକ ନିୟମ ଉଲ୍ଲଂଘନ ଘଟଣା ବୃଦ୍ଧି…
ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡ଼ିବା ଅମାନବୀୟ: ଭାଜପା
ଭୁବନେଶ୍ୱର,୨୭ା୬(ଅନିଲ ଦାସ)ପୋଲିସର ନାଲିଆଖି ଦେଖାଇ ଗଣମାଧ୍ୟମ ସଂସ୍ଥା ଓ ସାମ୍ବାଦିକଙ୍କ କଣ୍ଠରୋଧ କରିବା ହେଉଛି ବିଜେଡିର ଚିରାଚରିତ ଅଭ୍ୟାସ। ଗଣମାଧ୍ୟମ ସଂସ୍ଥା ଓ ତାଙ୍କ କର୍ମଚାରୀଙ୍କ ଉପରେ ଆକ୍ରମଣ, ଧମକ ଦେବା ଭଳି ବିଜେଡିର ଅଗଣତାନ୍ତ୍ରିକ ଉଦାହରଣ ରହିଛି। ମଙ୍ଗଳବାର ଜଣେ…
ଏଥର ବି ଖାଲି ପଡ଼ିବ ସିଟ୍
ଭୁବନେଶ୍ୱର,୨୭।୬(ଅସମାପିକା ସାହୁ)୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ବୁଧବାର ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପାଇଁ ୧,୭୮,୯୭୬ ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। କଳାରେ ୧,୦୯,୮୫୪ ଛାତ୍ରୀଛାତ୍ର ଥିବାବେଳେ ବିଜ୍ଞାନରେ ୪୫,୬୧୪, ବାଣିଜ୍ୟରେ ୧୭,୧୫୬, ଶାସ୍ତ୍ରୀରେ ୩,୫୭୪, ସେଲ୍ଫ ଫାଇନାନ୍ସିଂରେ ୨,୬୨୬…
ପୋଲିସ ବର୍ବରତା: ମହିଳାଙ୍କୁ ଘୋଷାରି ମାଡ଼
ଚାନ୍ଦବାଲି,୨୭ା୬ (କିଷାନ ପାତ୍ର)ଚାନ୍ଦବାଲି ପୋଲିସର ବର୍ବରତା ସୀମା ଟପିଛି। ଥାନା ପରିସରରେ ଜଣେ ଦଳିତ ମହିଳାଙ୍କୁ ଘୋଷାରି ଘୋଷାରି ମାଡ଼ ମାରିବା ସହ ତାଙ୍କର ନାବାଳିକା ନଣନ୍ଦଙ୍କୁ ମଧ୍ୟ ମାଡ଼ ମାରିଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ୩ଜଣ ପୁରୁଷ…
ଉଇ ଖାଇଗଲାଣି ରଥର ପାର୍ଶ୍ୱ ମୂର୍ତ୍ତି
ପୁରୀ,୨୭।୬(ଅଜିତ୍ ମହାନ୍ତି)ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି। ସେଥିପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋରସୋର୍ରେ ଚାଲିଛି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ ରଥ ଉପରେ ସ୍ଥାନ ପାଉଥିବା ସାରଥି ଓ ରଥ ୪ ପଟେ ଲାଗୁଥିବା ପାର୍ଶ୍ୱ…
ଚାଇନା ମାଟିରୁ ଭାରତର ଗୁଣଗାନ କଲେ ମାଳଦ୍ୱୀପ ମନ୍ତ୍ରୀ
ନୂଆଦିଲ୍ଲୀ,୨୬।୬: ମାଳଦ୍ୱୀପର ଜଣେ ବରିଷ୍ଠ ମନ୍ତ୍ରୀ ତାଙ୍କର ପ୍ରଥମ ଚାଇନା ଗସ୍ତରେ ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ନିକଟରେ ଭାରତ ଗସ୍ତ ଏବଂ ତାଙ୍କ ଦେଶର ପର୍ଯ୍ୟଟନ ନିର୍ଭରଶୀଳ ଅର୍ଥନୀତି ପାଇଁ ଭାରତର ମହତ୍ତ୍ୱ ବିଷୟରେ କହିଛନ୍ତି। ୧୫ ତମ ବିଶ୍ୱ ଅର୍ଥନୈତିକ…
Archives


