Home

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ ଯୋଡ଼ି ହେଉଥିବା ୧୫ଟି ଜିଲାର ଲୋକେ ପ୍ରଭାବିତ ହେବେ। ଏଭଳି ପରିସ୍ଥିତିରେ ପୂର୍ତ୍ତ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ ବାଧ୍ୟ ହୋଇଛନ୍ତି। ସରକାର ସେହି ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ଯାହା ‘ସାର୍ବଜନୀନ ବିଭାଗ’…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି ଯାଇଥିଲା। ଦୋକାନ ଭିତରକୁ ଯିବା ପରେ ମାଙ୍କଡ ଏମିତି କାଣ୍ଡ କରିଥିଲା ଯେ,…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି । CJP ଫାଉଣ୍ଡର ଅଭିଜିତ ଦୀପକେ ମଧ୍ୟ ଏହାକୁ ନେଇ ଆପତ୍ତି ଉଠାଇଛନ୍ତି…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା ପକ୍ଷ’ ପାଳନ ଅବସରରେ ସଫେଇ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି । ସଂଘର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ ନଦୀରେ ବୁଡ଼ି ମୃତ୍ୟୁ ହୋଇଛି। ଏନେଇ ମୃତ କ୍ରିଷ୍ଣାଙ୍କ ଭାଇ ଧାମନଗର ଥାନାରେ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର ନାବାଳକ ଛାତ୍ର ହିତେଶ ପଣ୍ଡା (୧୬) ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ ଆରମ୍ଭ ହୋଇଛି। ଇତିମଧ୍ୟରେ, ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ AI ବିଷୟରେ ଏକ…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର ଜଣେ ୧୫ ବର୍ଷୀୟ ନାବାଳକଙ୍କର ବୋଲି ଚିହ୍ନଟ କରାଯାଇଛି। ମାତ୍ର ମୃତ ନାବାଳକଙ୍କ…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ/ବରୀ,୨୭ା୯(କଳ୍ପତରୁ ନାୟକ/ମହେନ୍ଦ୍ର ସ୍ବାଇଁ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ ଦୀର୍ଘ ବାଟ ଭାସିଯିବା ପରେ ବି ପାଣି ସହ ସଂଗ୍ରାମ କରି…

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ କୁଚିଳାଘାଟୀ ପଞ୍ଚାୟତ ଖସାଡିହା ଗ୍ରାମର ୬୦ ବର୍ଷୀୟ ସନାତନ ସିଂ। ସୂଚନା ଅନୁଯାୟୀ,…

CJP ବିକ୍ଷୋଭର ଉଦାହରଣ ଦେଇ ସରକାରଙ୍କ ଉପରେ ବର୍ଷିଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୭।୯: ପରିବେଶ କର୍ମୀ ସୋନମ ୱାଙ୍ଗଚୁକ ୨୦୨୫ ସେପ୍ଟେମ୍ବର ୨୪ରେ ଲଦାଖରେ ଘଟିଥିବା ହିଂସାକାଣ୍ଡ ଏବଂ ପୋଲିସ ଗୁଳିଚାଳନା ଘଟଣାର ପ୍ରଥମ ବାର୍ଷିକୀ ଅବସରରେ ଅନେକ ପ୍ରଶ୍ନ ଉଠାଇଛନ୍ତି। ସେ ଗଣମାଧ୍ୟମରେ ଏହାର ପ୍ରସାରଣ, ହିଂସାକାଣ୍ଡର ନ୍ୟାୟିକ ତଦନ୍ତ, ପୀଡ଼ିତଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?