Home

ସ୍ମିଥଙ୍କ ଶତକ:ଅଷ୍ଟ୍ରେଲିଆ ୪୭୪ ରନ୍‌ରେ ଅଲଆଉଟ୍‌

ମେଲବୋର୍ନ,୨୭।୧୨:ମେଲବୋର୍ନ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୪୭୦ ରନ ସଂଗ୍ରହ କରିଛି। ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ଦଳ ୩୧୧ ସ୍କୋର ସହ ଇନିଂସ ଅଗ୍ରଗତି କରିବା ଆରମ୍ଭ କରିଥିଲା ଏବଂ ଷ୍ଟିଭ ସ୍ମିଥଙ୍କ ଶତକ ସହାୟତାରେ କଙ୍ଗାରୁ ଦଳ ଗତ ୪…

ଆଧୁନିକ ମଣିଷ ଓ ଗୃହସ୍ଥାଶ୍ରମ

ପ୍ରତ୍ୟେକ ବ୍ୟକ୍ତିକୁ ଜୀବନରେ ୪ଟି ଆଶ୍ରମର ଅନୁପାଳନ କରିବାକୁ ହୁଏ। ସେଗୁଡିକ ହେଲା ବ୍ରହ୍ମଚର୍ଯ୍ୟାଶ୍ରମ, ଗୃହସ୍ଥାଶ୍ରମ, ବାନପ୍ରସ୍ଥାଶ୍ରମ ଓ ସନ୍ନ୍ୟାସାଶ୍ରମ। ବ୍ରହ୍ମଚର୍ଯ୍ୟାଶ୍ରମରେ ଗୁରୁକୁଳରେ ଶୈଶବୋତ୍ତର ତାରୁଣ୍ୟକୁ ଅତିବାହିତ କରିବାକୁ ହେଉଥିଲା। ଗୁରୁକୁଳରେ ଶିଷ୍ୟର ଶାରୀରିକ, ମାନସିକ ଓ ଆଧ୍ୟାମତ୍ିକ ଉନ୍ମେଷ ସାଧିତହୋଇ…

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

ମେଲବୋର୍ନ,୨୭।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୫-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଜାନୁଆରୀ ୨୬ରୁ ଖେଳାଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ ଦଳ ପ୍ରଥମେ ବ୍ୟାଟିଂ କରି ଦୃଢ ପ୍ରଦର୍ଶନ କରିଛି। ପ୍ରଥମ ଦିନର ଖେଳରେ ଅଷ୍ଟ୍ରେଲିଆ ଦଳ…

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ…

୨୦୨୫ରେ ଅର୍ଥନୀତି ଅଭିବୃଦ୍ଧି ହାର ୬.୫% ଆକଳନ

ଭୁବନେଶ୍ୱର,୨୭ା୧୨(ଅନୁରାଧା ମହାରଣା):୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପ୍ରାୟ ୬.୫% ହାରରେ ବୃଦ୍ଧି ପାଇବ। ଅର୍ଥ ମନ୍ତ୍ରଣାଳୟ ଏହାର ମାସିକ ସମୀକ୍ଷା ବୈଠକରେ ଏପରି ଆକଳନ କରିଛି। ଆର୍ଥିକ ବର୍ଷ ୨୦୪୭-୪୮ ସୁଦ୍ଧା ବିକଶିତ ଭାରତର ଲକ୍ଷ୍ୟ ହାସଲ କରିବା ପାଇଁ…

ପୁଣି ଆସୁଛି ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିବା ପରେ ଗୋଟିଏ ଦିନ ପାଗ ଶୁଖଲା ରହିଥିବାବେଳେ ପୁଣି ବର୍ଷା ଆସୁଛି। ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର।…

୧୧୭ ଥର ପ୍ରେସ୍‌ କନ୍‌ଫରେନ୍ସ କରିଥିଲେ ମନମୋହନ

ନୂଆଦିଲ୍ଳୀ,୨୭।୧୨: ୨୦୧୪ ଜାନୁଆରୀ ୩ରେ ଡ. ମନମୋହନ ସିଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶେଷ ପ୍ରେସ୍‌ କନ୍‌ଫରେନ୍ସରେ କରିଥିଲେ। ୧୦୦ରୁ ଅଧିକ ଖବରଦାତା ଏହି ପ୍ରେସ୍‌ କନ୍‌ଫରେନ୍ସରେ ଯୋଗଦେଇଥିଲେ। ଏହି ଅବସରରେ ତାଙ୍କ ସହ ତତ୍କାଳୀନ ସୂଚନା ଓ ପ୍ରସାରଣ ମନ୍ତ୍ରୀ…

୬୦ ହଜାର ହେକ୍ଟର ଜମି ପ୍ରଭାବିତ

କେନ୍ଦ୍ରାପଡ଼ା,୨୭ା୧୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୨୨ ତାରିଖଠାରୁ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ଫଳରେ ଜିଲାର ଅଧିକାଂଶ କ୍ଷେତ ଜଳମଗ୍ନ ହୋଇଛି। ବିଶେଷକରି ଧାନ ଓ ପରିବା କ୍ଷେତରେ ବର୍ଷାଜଳ ଲହଡ଼ି ଭାଙ୍ଗୁଥିବା ଦେଖାଯାଇଛି। ଜମିରୁ ଜଳ ନିଷ୍କାସନ ବ୍ୟବସ୍ଥା…

ରାଜ୍ୟ ବାହାର ବାଘଙ୍କୁ ସୁହାଉନି ଓଡ଼ିଶା ଜଙ୍ଗଲ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲକୁ ପସନ୍ଦ କରୁନାହାନ୍ତି ରାଜ୍ୟ ବାହାରର ବାଘ। ଶିମିଳିପାଳରେ ବାଘ ସଂଖ୍ୟା ବଢ଼ାଇବା ପାଇଁ ମହାରାଷ୍ଟ୍ରର ତଡ଼ବା ଜଙ୍ଗଲରୁ ବାଘୁଣୀ ଜିନ୍ନତ୍‌କୁ ଅଣାଯାଇଥିଲା। ମାତ୍ର ଏହା ମଧ୍ୟରେ ଜିନ୍ନତ୍‌ ଶିମିଳିପାଳରୁ ପଶ୍ଚିମବଙ୍ଗ ଜଙ୍ଗଲକୁ ପଳାଇଯାଇଛି। ତେଣୁ ତାକୁ…

୫ ଉପକୂଳ ଜିଲାରେ ସୃଷ୍ଟି ହେବ ହେନ୍ତାଳବଣ

ଭୁବନେଶ୍ୱର, ୨୭ା୧୨(ବନ୍ଦନା ସେଠୀ):ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଉପକୂଳ ଜିଲା ପାଇଁ ବରଦାନ ସାଜୁଛି ହେନ୍ତାଳବଣ। ତେଣୁ ହେନ୍ତାଳ ବଣର ଗୁରୁତ୍ୱକୁ ଉପଲବ୍ଧି କରି ଆଗାମୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ରାଜ୍ୟ ସରକାର ୫ଟି ଉପକୂଳ…

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫…

୧୩ ହଜାର ଦରମା, ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍‌କେ ଫ୍ଲାଟ୍‌ ଉପହାର ଦେଲେ ଯୁବକ: ଜାଣନ୍ତୁ କେମିତି

ମୁମ୍ବାଇ, ୨୭ା୧୨:ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜୀନଗର ବାସିନ୍ଦା ହର୍ଷଲ କୁମାର କ୍ଷୀରସାଗର(୨୩) ମାସିକ ୧୩ ହଜାର ଟଙ୍କା ରୋଜଗାର କରୁଥିବାବେଳେ ୨୧ କୋଟି ୫୯ ଲକ୍ଷ ଟଙ୍କାର ଠକେଇ କରି ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍‌କେ ଆପାର୍ଟମେଣ୍ଟ ଉପହାରରେ ଦେଇଛନ୍ତି। ଛତ୍ରପତି ଶମ୍ଭାଜୀନଗର ଡିଭିଜ୍‌ନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?