Home

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ କରୁଛି। ଉତ୍ତେଜନା ହ୍ରାସ ଦିଗରେ ଚାଇନା ପକ୍ଷରୁ ଏପର୍ଯ୍ୟନ୍ତ କିଛି କରାଯାଇ ନ ଥିବା…

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୨୭ା୧୨:ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମ୍ମାନରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମନମୋହନଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କେନ୍ଦ୍ର କ୍ୟାବିନେଟ ବୈଠକ ବସିବ। ସମ୍ପୂର୍ଣ୍ଣ…

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା ଚାଷୀ ମୁଣ୍ଡରେ ହାତଦେଇ ବସିଛି। ଗୁରୁବାର ସକାଳେ ବର୍ଷା ଛାଡିଥିଲେ ମଧ୍ୟ ଚାଷୀଙ୍କ ଦୁର୍ଦ୍ଦଶା…

ସେହି ୪ ଘଟଣା, ଯେବେ ଅପମାନର ବିଷ ପିଇ ବି ଦେଶ ପାଇଁ କାମ କରି ଚାଲିଥିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୬।୧୨: ୧୦ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନ ବାର୍ଦ୍ଧକ୍ୟ ରୋଗରେ ପୀଡିତ ଥିଲେ। ତେବେ ଅର୍ଥନୀତି ଅଧ୍ୟୟନ କରିବା ପରେ ସାଧାରଣ ଜୀବନକୁ ଆସିବା…

ପାକିସ୍ତାନର ଏହି ଗାଁରେ ଜନ୍ମ ନେଇଥିଲେ ମନମୋହନ, ଏବେ ତାଙ୍କ ନାମରେ ନିର୍ମାଣ ହୋଇଛି ସ୍କୁଲ; ପ୍ରଧାନମନ୍ତ୍ରୀ ହେବା ପରେ…

ନୂଆଦିଲ୍ଲୀ,୨୬।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମନମୋହନଙ୍କ ପରଲୋକ…

ଗାୟିକା ଦେବୀ କିଏ?ଯିଏ ‘ଈଶ୍ୱର-ଅଲ୍ଲାହ ତେରୋ ନାମ’ ଗାଇବା ପରେ ଭାଜପା କାର୍ଯ୍ୟକ୍ରମରେ ହେଲା ହଙ୍ଗାମା

ପାଟନା,୨୬।୧୨: ବିହାରର ରାଜଧାନୀ ପାଟନାରେ ଭାଜପାର ଏକ କାର୍ଯ୍ୟକ୍ରମରେ ‘ଈଶ୍ୱର ଅଲ୍ଲାହ ତେରୋ ନାମ’ ଭଜନ ଗାଇ ବିବାଦକୁ ଆସିଛନ୍ତି ଭୋଜପୁରୀ ଗାୟିକା ଦେବୀ। ସେ ନିଜର ଶାଳିନତା ଏବଂ ସଭ୍ୟତାଯୁକ୍ତ ଗୀତ ଯୋଗୁ ଭୋଜପୁରୀଜଗତରେ ଜଣାଶୁଣା। ସେ ଭୋଜପୁରୀ ଗୀତରେ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସନ୍ଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗୁରୁବାର…

କଂଗ୍ରେସକୁ ଏଏପିର ୨୪ ଘଣ୍ଟିଆ ଅଲ୍ଟିମେଟମ, ପ୍ରତିକ୍ରିୟା ରଖିଲେ ଭେନୁଗୋପାଲ

ନୂଆଦିଲ୍ଲୀ,୨୬।୧୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟ ପୁଣି ଥରେ ଅସୁବିଧାର ସମ୍ମୁଖୀନ ହୋଇଛି। ଆମ ଆଦମୀ ପାର୍ଟି (ଏଏପି) କଂଗ୍ରେସକୁ ଭାଜପା ସହ ମିଶିଥିବା ଅଭିଯୋଗ କରିଛି। ଏଥିସହ ଅନ୍ୟ ଦଳ ସହ କଥା ହେବା ପରେ…

ଭଡ଼ାଘରେ ଆର୍‌ଜେ ସିମରନ୍‌ଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ…

ନୂଆଦିଲ୍ଲୀ,୨୬।୧୨: ଜମ୍ମୁର ଲୋକପ୍ରିୟ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ତଥା ଆର୍‌ଜେ ସିମରନ୍‌ ସିଂଙ୍କ ଆତ୍ମହତ୍ୟା। ତାଙ୍କୁ ମାତ୍ର ୨୫ ବର୍ଷ ହୋଇଥିଲା। ତେବେ ତାଙ୍କ ମୃତଦେହକୁ ଗୁରୁଗାଓଁ ସ୍ଥିତ ସେକ୍ଟର ୪୬ର ଏକ ଭଡ଼ା ଆପାର୍ଟମେଣ୍ଟରୁ ଜବତ କରାଯାଇଛି। ପୋଲିସ ଏହା…

ଆଉ ପିନ୍ଧିବି ନାହିଁ ଜୋତା, କାହିଁକି ଏମିତି ଶପଥ ନେଲେ ଭାଜପା ଅଧ୍ୟକ୍ଷ ଅନ୍ନାମଲାଇ

ଚେନ୍ନାଇ,୨୬।୧୨: ଗୁରୁବାର କୋଏମ୍ବାଟୁରରେ ଏକ ସାମ୍ବାଦିକ ସମ୍ମିଳନୀରେ ତାମିଲନାଡୁ ଭାଜପା ଅଧ୍ୟକ୍ଷ କେ ଅନ୍ନାମଲାଇ ଜୋତା ଖୋଲି ଦେଇ କହିଛନ୍ତି ଯେ ଆସନ୍ତାକାଲି ଠାରୁ ଡିଏମକେ କ୍ଷମତାସୀନ ହେବା ପର୍ଯ୍ୟନ୍ତ ମୁଁ କୌଣସି ଜୋତା ବା ଚପଲ ପିନ୍ଧିବି ନାହିଁ। ଏହା…

ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…

ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩ ଇନିଂସରେ ବିଫଳ ରହିଥିଲେ। କେବଳ ଏତିକି ନୁହେଁ ସମାନ ଢ଼ଙ୍ଗରେ ଆଉଟ୍‌ ହୋଇଥିଲେ। ଅଫ୍‌…

୨୦୨୫ରେ ଏସବୁ ରାଶିର ବ୍ୟକ୍ତିଙ୍କ ଚମକିବ ଭାଗ୍ୟ: ବଢ଼ିବ ପଦ ପ୍ରତିଷ୍ଠା, ପ୍ରଚୁର ଧନଲାଭର ସୁଯୋଗ…

ଆଉ ଦିନ କେଇଟା ପରେ ଆରମ୍ଭ ହେବ ବର୍ଷ ୨୦୨୫। ଏହି ବର୍ଷ ଶୁକ୍ର ଗ୍ରହଙ୍କ ଚଳନରେ ୧୦ ପରିବର୍ତ୍ତନ ହେବାକୁ ଯାଉଛି। ଏହାର ପ୍ରଭାବ ସମସ୍ତ ରାଶି ଉପରେ ପଡ଼ଇବ। ହେଲେ ୩ ରାଶି ଏଭଳି ଅଛନ୍ତି, ଯାହାଙ୍କ ଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?