ଓମ ବିର୍ଲାଙ୍କୁ ନେଇ ଯେତେବେଳେ ବାଚସ୍ପତି ଆସନ ପାଖରେ ପହଞ୍ଚିଲେ ମୋଦି-ରାହୁଲ, ପୋଡିୟମ ଉପରେ ହେଲା ଏମିତି କିଛି…
ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦବୀକୁ ନେଇ ସରକାର ଓ ବିରୋଧୀଙ୍କ ମଧ୍ୟରେ ଚାଲିଥିବା ବିବାଦରେ ଆଜି ପୂର୍ଣ୍ଣଚ୍ଛେଦ ପଡିଛି। ଭାଜପା ଏମପି ଓମ ବିର୍ଲା ୧୮ତମ ଲୋକ ସଭାର ବାଚସ୍ପତି ଭାବରେ ନିର୍ବାଚିତ ହୋଇଛନ୍ତି। ତାଙ୍କ ବିରୋଧରେ କେ ସୁରେଶଙ୍କୁ…
ଓମ ବିର୍ଲା ବାଚସ୍ପତି ହେବା ପରେ ଜାଣନ୍ତୁ କ’ଣ କହିଲେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୬।୬: ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା। ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ୧୮ ତମ ବାଚସ୍ପତି ଭାବେ ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ଏହି ସମୟରେ ବିରୋଧୀ ଦଳର ନେତା ରାହୁଲ…
ଲୋକ ସଭା ବାଚସ୍ପତି ଭାବରେ ରେକର୍ଡ କଲେ ଓମ ବିର୍ଲା, ସଂସଦ ଇତିହାସରେ ଦ୍ୱିତୀୟ ଥର ହୋଇଛି ଏପରି ଘଟଣା
ନୂଆଦିଲ୍ଲୀ,୨୬।୬: ଭାରତୀୟ ଜନତା ପାର୍ଟି ଭାଜପା ଏମପି ଓମ ବିର୍ଲା ବୁଧବାର ଭଏସ ଭୋଟ ଦ୍ପାରା ଲୋକ ସଭା ବାଚସ୍ପତି ଭାବରେ ନିର୍ବାଚିତ ହୋଇଛନ୍ତି। ସେ ଦ୍ୱିତୀୟ ଥର ପାଇଁ ଏହି ଦାୟିତ୍ୱ ତୁଲାଉଛନ୍ତି। ଅଧ୍ୟକ୍ଷ ପଦ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
କେଜ୍ରିୱାଲଙ୍କୁ ଗିରଫ କଲା ସିବିଆଇ
ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ବୁଧବାର ମଦ ଦୁର୍ନୀତି ମାମଲାରେ ସିବିଆଇ ତାଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି। ଅବକାରୀ ନୀତି ଦୁର୍ନୀତିରେ ଅର୍ଥ ହେରଫେର୍ ଅଭିଯୋଗରେ ପୂର୍ବରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ…
ବାଚସ୍ପତି ନିର୍ବାଚନରେ ବିରୋଧୀଙ୍କୁ ମିଳିଲା ବଡ଼ ଫାଇଦା, ଜାଣନ୍ତୁ…
ନୂଆଦିଲ୍ଲୀ,୨୬।୬: ଇତିହାସରେ ପ୍ରଥମ ଥର ଲୋକ ସଭାରେ ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଛି। ଏହି ନିର୍ବାଚନରେ ଏନଡିଏ ପୁଣିଥରେ ଓମ ବିର୍ଲାଙ୍କୁ ପ୍ରାର୍ଥୀ କରିଥିବାବେଳେ ବିରୋଧୀ ଇଣ୍ଡିଆ ମେଣ୍ଟ କେ ସୁରେଶଙ୍କୁ ପ୍ରାର୍ଥୀ କରିଛି। ଏହି ନିର୍ବାଚନରେ କେ…
ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା
ନୂଆଦିଲ୍ଲୀ,୨୬।୬: ପୁଣି ଲୋକ ସଭା ବାଚସ୍ପତି ହେଲେ ଓମ ବିର୍ଲା। ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ୧୮ ତମ ବାଚସ୍ପତି ଭାବେ ଓମ ବିର୍ଲା ନିର୍ବାଚିତ ହୋଇଛନ୍ତି। ଧ୍ୱନୀ ମତରେ ଏହି ନିଷ୍ପତ୍ତି ନିଆଯାଇଛି। କାମଚଳା…
ଓମ ବିର୍ଲା ନା ସୁରେଶ, କାହାକୁ ସମର୍ଥନ ଦେବେ ଜଗମୋହନ ରେଡ୍ଡୀ, କହିଦେଲେ…
ନୂଆଦିଲ୍ଲୀ,୨୬।୬:ଲୋକସଭା ବାଚସ୍ପତି ପଦ ବୁଧବାର ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ନ୍ୟାଶନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ) ପ୍ରାର୍ଥୀ ତଥା ଭାଜପା ଏମପି ଓମ ବିର୍ଲାଙ୍କ ସହ କଂଗ୍ରେସର କେ ସୁରେଶଙ୍କ ସହ ଆଜି କଡ଼ା ମୁକାବିଲା ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ…
ରଦ୍ଦ ହୋଇଯିବ ଓଓ୍ବାଇସିଙ୍କ ସଦସ୍ୟଦା, ରାଷ୍ଟ୍ରପତିଙ୍କ ପାଖରେ ହେଲା ଅଭିଯୋଗ
ନୂଆଦିଲ୍ଲୀ,୨୬।୬: ହାଇଦ୍ରାବାଦର ଲୋକସଭା ସାଂସଦ ତଥା ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମନ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଏମପି ଭାବରେ ଶପଥ ଗ୍ରହଣ କରିଛନ୍ତି। ଶପଥ ସମାରୋହରେ ସେ ପାଲେଷ୍ଟାଇନକୁ ସମର୍ଥନ କରିବା ସହ ସ୍ଲୋଗାନ ଦେଇଥିଲେ। ଯାହା ପରେ ବିବାଦ…
କେଜ୍ରିଓ୍ବାଲଙ୍କୁ ଗିରଫ କରିପାରେ ସିବିଆଇ
ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସିବିଆଇ ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ରୌଜ୍ ଏଭିନ୍ୟୁ କୋର୍ଟରେ ହାଜର କରିବ। ସିବିଆଇ ଆନୁଷ୍ଠାନିକ ଭାବେ କେଜ୍ରିୱାଲଙ୍କୁ ଗିରଫ କରିପାରେ। ସିବିଆଇ ଅଧିକାରୀମାନେ…
ବାଚସ୍ପତି ନିର୍ବାଚନ ପୂର୍ବରୁ ଏନଡିଏର ଟେନସନ୍ ବଢାଇଲେ ମମତା
ନୂଆଦିଲ୍ଲୀ,୨୬।୬: ବାଚସ୍ପତି ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗର ଶାସକ ଦଳ ଟିଏମସିରୁ ଇଣ୍ଡିଆ ମେଣ୍ଟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ବିରୋଧୀ ଦଳର ବାଚସ୍ପତି ପ୍ରାର୍ଥୀ କେ ସୁରେଶଙ୍କୁ ସମର୍ଥନ କରିବ ବୋଲି ଟିଏମସି ସ୍ପଷ୍ଟ କରିଛି। ପୂର୍ବରୁ ଟିଏମସି ନେତା ଅଭିଷେକ…
ଓମ ବିର୍ଲା ବନାମ କେ.ସୁରେଶ: ଲୋକ ସଭା ବାଚସ୍ପତି କିପରି ହେବେ ନିର୍ବାଚିତ , ଜାଣନ୍ତୁ ସମସ୍ତ ପ୍ରକ୍ରିୟା
ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦବୀ ପାଇଁ ଆଜି ନିର୍ବାଚନ ଅନୁଷ୍ଠିତ ହେବ। ଭାଜପା ନେତୃତ୍ୱାଧୀନ ଏନଡିଏ ପୂର୍ବତନ ବାଚସ୍ପତି ଓମ ବିର୍ଲାଙ୍କୁ ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପ୍ରାର୍ଥୀ ଚୟନ କରିଛି। ତେବେ ବିରୋଧୀ ଦଳଗୁଡ଼ିକୁ ଏନେଇ ସହମତିରେ ଆଣିବାରେ…
୬ରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର,୨୬।୬: ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପବିତ୍ର ଘୋଷଯାତ୍ରାରେ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିବା ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ଜୁଲାଇ ୬ରୁ ୯ ଯାଏ ରାଷ୍ଟ୍ରପତିଙ୍କ ଓଡ଼ିଶା…
Archives


