ଆପଣଙ୍କ ମକର ରାଶି କି? ଖୁସି ନେଇ ଆସୁଛି ନୂଆବର୍ଷ, ଚାକିରି-ବ୍ୟବସାୟରେ ମିଳିବ ଲାଭ; ପଢ଼ନ୍ତୁ ବାର୍ଷିକ ରାଶିଫଳ
ଆସୁଛି ନୂଆବର୍ଷ ୨୦୨୫। ଏହା ମକର ରାଶିର ଜାତକଧାରୀଙ୍କ ପାଇଁ ବେଶ ଭଲ ରହିବ। ବୃହସ୍ପତିଙ୍କ ପାଇଁ ଏହି ବର୍ଷ ଏମାନଙ୍କୁ ଖୁବ୍ ଲାଭ ମିଳିବ। ଆମଦାନୀ କ୍ଷେତ୍ରରେ ଲାଭାନ୍ବିତ ହେବେ। ବ୍ୟବସାୟ ଏବଂ କ୍ୟାରିୟରରେ ଲାଭ ମିଳିବ। ବିବାହିତ ଯୋଡ଼ିଙ୍କ…
ଜୀବନ୍ତ ନୋଷ୍ଟ୍ରାଡାମସଙ୍କ ଭବିଷ୍ୟବାଣୀ, ମାତ୍ର କିଛି ମାସ ମଧ୍ୟରେ ଜନ୍ମନେବ ସବୁଠାରୁ ବୁଦ୍ଧିମାନ ବ୍ୟକ୍ତି, ଛୁଇଁପାରିବନି କୌଣସି ରୋଗ!
ବ୍ରାସିଲିଆ,୨୬।୧୨: ୨୦୨୪ ବର୍ଷ ଶେଷ ପାଇଁ କେବଳ ୫ଦିନ ବାକି ଅଛି ଏବଂ ସମଗ୍ର ବିଶ୍ୱରେ ଲୋକମାନେ ନୂତନ ବର୍ଷର ଆଗମନକୁ ଅପେକ୍ଷା କରି ରହିଛନ୍ତି। ଏପରି ସମୟରେ, ୨୦୨୫ବର୍ଷ ପୃଥିବୀର ଲୋକଙ୍କ ପାଇଁ କିପରି ହେବ ସେନେଇ ଅନେକ ପ୍ରକାରର…
୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି
କେସିଙ୍ଗା,୨୬ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଚଳିତବର୍ଷ ଭଲ ଧାନ ଫସଲ ହୋଇଥିବା ବେଳେ ଫସଲ ପାକଳ ହେବା ବେଳକୁ ବର୍ଷାର ଅଭାବ ଯୋଗୁ କିଛି ଧାନ ଫସଲ ନଷ୍ଟ ହୋଇଥିଲା। ଏବେ ଅମଳ ବେଳକୁ ଅଦିନିଆ ବର୍ଷା…
ପ୍ରେମିକାଙ୍କ ସହ ଗୋଆ ସମୁଦ୍ରରେ ପହଁରୁଥିବା ବେଳେ ବୁଡ଼ିଗଲେ ୟୁଟ୍ୟୁବର ରଣବୀର, ଚେତା ହରାଇବା ପୂର୍ବରୁ…
ନୂଆଦିଲ୍ଲୀ: ବିଅରବାଇସେପ୍ ନାମରେ ଖ୍ୟାତ ୟୁଟ୍ୟୁବର୍ ରଣବୀର ଆହ୍ଲାବାଦିଆ ଗୋଆ ସମୁଦ୍ରରେ ବୁଡ଼ୁ ବୁଡ଼ୁ ବର୍ତ୍ତୀ ଯାଇଛନ୍ତି। ତାଙ୍କୁ ଜଣେ ଆଇପିଏସ୍ ଅଧିକାରୀ ଏବଂ ତାଙ୍କ ଆଇଆର୍ଏସ୍ ପତ୍ନୀ ବଞ୍ଚାଇ ଦେଇଥିଲେ। ଏନେଇ ରଣବୀର ନିଜର ଇନଷ୍ଟାଗ୍ରାମ ପୋଷ୍ଟରେ ବୁଧବାର ନିଜର…
CWC ବୈଠକରେ ପହଞ୍ଚିଲେ ନାହିଁ ସୋନିଆ-ପ୍ରିୟଙ୍କା, ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୨୬।୧୨: କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ କର୍ନାଟକର ବେଲାଗାଭିରେ ଅନୁଷ୍ଠିତ କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲୁସି) ବୈଠକରେ ଯୋଗ ଦେଇନଥିଲେ। ସ୍ବାସ୍ଥ୍ୟଗତ କାରଣରୁ ସେ CWC ବୈଠକରେ ଯୋଗ ଦେଇପାରିନଥିଲେ। ପ୍ରିୟଙ୍କା ଗାନ୍ଧୀ ମଧ୍ୟ ନୂଆଦିଲ୍ଲୀରେ ତାଙ୍କର ଯତ୍ନ ନେଉଛନ୍ତି,…
ପତ୍ନୀଙ୍କ ଦେଖାଶୁଣା ପାଇଁ ନେଇଥିଲେ ଭିଆର୍ଏସ୍, ହେଲେ ଅବସର ଦିନ ଚାଲିଗଲେ ସେ; ଭାବବିହ୍ବଳ କରୁଛି Video
କୋଟା,୨୬।୧୨: କଥାରେ ଅଛି ଦୁଇ ଘଡ଼ିର ଜୀବନ। ମନୁଷ୍ୟ ଭବିଷ୍ୟତକୁ ନେଇ ଅନେକେ ଯୋଜନା କରିଥାଏ ସତ। ହେଲେ ସେସବୁ ପୂରଣ ହେବ କି ନା ତାହା ଭଗବାନଙ୍କ ଉପରେ ନିର୍ଭର କରିଥାଏ। କାରଣ ବେଳେବେଳେ ମୃତ୍ୟୁ ଲୁଚିଛପି ଆସି ସବୁ…
ପୁରୁଷଙ୍କ ତୁଳନାରେ ଅଧିକ ମହିଳା ଦେଇଛନ୍ତି ଭୋଟ…ଲୋକ ସଭା ନିର୍ବାଚନର ସମ୍ପୂର୍ଣ୍ଣ ଡାଟା ଶେୟାର କଲେ ଇସି
ନୂଆଦିଲ୍ଲୀ,୨୬।୧୨: ଚଳିତ ବର୍ଷ ଦେଶରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନ ସମ୍ପର୍କରେ କେନ୍ଦ୍ରୀୟ ନିର୍ବାଚନ ଆୟୋଗ ଏକ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଛନ୍ତି। ଏହି ତଥ୍ୟ ମାଧ୍ୟମରେ କୁହାଯାଇଛି ଯେ ୨ମାସ ମଧ୍ୟରେ ବିଶ୍ୱର ସର୍ବ ବୃହତ ଗଣତନ୍ତ୍ରରେ ନିର୍ବାଚନ କିପରି…
ଏକଲବ୍ୟଙ୍କ ପରି ଯୁବବର୍ଗଙ୍କ ଆଙ୍ଗୁଠି କାଟି ଦିଆଯାଉଛି: BPSC ପେପର ଲିକକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୬।୧୨: ଡିସେମ୍ବର ୧୩ରେ ବିହାର ଲୋକସେବା ଆୟୋଗ (ବିପିଏସସି) ଦ୍ୱାରା କରାଯାଇଥିବା ମିଳିତ ପ୍ରାଥମିକ ପରୀକ୍ଷା ବାତିଲ କରିବାକୁ ଦାବି କରିଥିବା ପ୍ରଦର୍ଶନକାରୀଙ୍କ ଉପରେ ଲାଟିଚାର୍ଜ ହୋଇଥିଲା। ଏ ସମ୍ପର୍କରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏନଡିଏ ସରକାରଙ୍କୁ ଟାର୍ଗେଟ କରି…
ନବୀନଙ୍କ ପରେ କିଏ? ଉତ୍ତରରେ ନବୀନ କହିଲେ ମୋ’ ପରେ…
ଭୁବନେଶ୍ୱର,୨୬ା୧୨: ଗୁରୁବାର ଶଙ୍ଖଭବନରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିସହିତ ନବୀନ ଗଣମାଧ୍ୟମ ପ୍ରତିନିଧିଙ୍କ ଅନେକ ପ୍ରଶ୍ନର ଉତ୍ତର ମଧ୍ୟ ଦେଇଛନ୍ତି। ଏଥିରେ ସେ ଭାଜପାକୁ…
ପାଣି ଉପରେ କବ୍ଜା କରିବ ଚାଇନା! ତିବ୍ବତରେ ନିର୍ମାଣ କରିବ ବିଶ୍ୱର ସର୍ବବୃହତ୍ତ ହାଇଡ୍ରୋ ପାଓ୍ବାର ପ୍ରୋଜେକ୍ଟ
ବେଜିଂ/ନୂଆଦିଲ୍ଲୀ,୨୬।୧୨: ଚାଇନା ବିଶ୍ୱର ବୃହତ୍ତମ ଜଳ ବିଦ୍ୟୁତ ବନ୍ଧ ବା ହାଇଡ୍ରୋପାଓ୍ବାର ପ୍ରକଳ୍ପକୁ ଅନୁମୋଦନ କରିଛି। ଏହି ବନ୍ଧଟି ତିବ୍ଦତୀୟ ମାଳଭୂମିର ପୂର୍ବ ଭାଗରେ ନିର୍ମାଣ ହେବ। ଏହି ପ୍ରକଳ୍ପ ଦ୍ୱାରା ଭାରତ ଏବଂ ବାଂଲାଦେଶର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ…
ଭାରତର ଶତ୍ରୁ ମାସୁଦ ଅଜହରଙ୍କୁ ହାର୍ଟ ଆଟାକ୍, ଜାଣନ୍ତୁ କେଉଁଠି ଥିଲେ ସେ, ଏବେ କେଉଁଠି ହୋଇଛନ୍ତି ଭର୍ତ୍ତି?
ଭାରତର ଶତ୍ରୁ ମାସୁଦ ଅଜହରଙ୍କୁ ହାର୍ଟ ଆଟାକ୍, ଜାଣନ୍ତୁ କେଉଁଠି ଥିଲେ ସେ, ଏବେ କେଉଁଠି ହୋଇଛନ୍ତି ଭର୍ତ୍ତି? ନୂଆଦିଲ୍ଲୀ,୨୬।୧୨: ଭାରତର ଶତ୍ରୁ ମାସୁଦ ଅଜହରଙ୍କ ବିଷୟରେ ଏକ ବଡ଼ ଖବର ଅଛି । ଦେଶର ମୋଷ୍ଟ ଓ୍ବାଣ୍ଟେଡ ଜୈଶ ନେତା…
ନବୀନଙ୍କୁ କଡ଼ା ଟାର୍ଗେଟ୍ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…
ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍ କରି ଭାଜପା ସମାଲୋଚନା କରିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ନବୀନଙ୍କୁ ଟାର୍ଗେଟ୍ କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଯିଏ ନିଜ…

