୨୦୨୭ରେ ଅଖିଳେଶ କେମିତି ହେବେ ୟୁପି ମୁଖ୍ୟମନ୍ତ୍ରୀ, ଏସ୍ପି ସାଂସଦ କହିଦେଲେ ଏହି ଫର୍ମୁଲା
ଲକ୍ଷ୍ନୌ,୨୪।୬: ୨୦୨୭ରେ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଲୋକ ସଭା ନିର୍ବାଚନରେ ୨୦୨୪ରେ ବିଜୟରେ ଆନନ୍ଦିତ ଥିବା ଇଣ୍ଡିଆ ନିଶ୍ଚିତ ଯେ ସମାଜବାଦୀ ପାର୍ଟି ଆଗାମୀ ବିଧାନସଭା ନିର୍ବାଚନରେ ପୁଣିଥରେ ଚମତ୍କାର କରିବ ଏବଂ ଅଖିଳେଶ ଯାଦବ ମୁଖ୍ୟମନ୍ତ୍ରୀ ହେବେ।…
ମୁଖ୍ୟମନ୍ତ୍ରୀଙ୍କୁ କିଏ ଯାଚିଥିଲେ ଖଣି? ବଡ଼ ଖୁଲାସା କଲେ ମୋହନ ମାଝି
ଭୁବନେଶ୍ୱର,୨୪।୬: ୨ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବିଜେଡିକୁ ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ରୀତଦାସ ବୋଲାଉଥିବା ଲୋକେ ମୋତେ ନିଜ ସପକ୍ଷକୁ ଆଣିବା ପାଇଁ ଉଦ୍ୟମ କରିଥିଲେ। ମୋତେ ମନ୍ତ୍ରୀପଦ ଓ ଖଣି ଦେବାର ଲୋଭ ଦେଖାଇଥିଲେ…
ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…
କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ ପୂର୍ବାହ୍ନ…
ଗଞ୍ଜାମ ଜିଲାରେ ୩୧ ପ୍ରତିଶତ ବର୍ଷା କମ୍, ଚାଷୀଙ୍କୁ ଯୋଗାଇ ଦିଆଯିବ…
ଛତ୍ରପୁର,୨୪ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାରେ ୩୧ ପ୍ରତିଶତ ବର୍ଷା କମ୍ ହୋଇଛି। ସୋମବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଏହା ପ୍ରକାଶ ପାଇଛି। ଗଞ୍ଜାମ ଜିଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷଠାରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ…
ରାଜ୍ୟ ସଭାରେ ଜେପି ନଡ୍ଡାଙ୍କୁ ମିଳିଲା ଗୁରୁ ଦାୟିତ୍ୱ
ନୂଆଦିଲ୍ଲୀ,୨୪।୬: ଚଳିତ ବର୍ଷ ଲୋକ ସଭା ନିର୍ବାଚନେି ବିଜୟୀ ହୋଇଥିବା ଏମପିମାନେ ସୋମବାର ୧୮ତମ ଲୋକ ସଭାର ପ୍ରଥମ ସଂସଦ ଅଧିବେଶନରେ ଶପଥ ଗ୍ରହଣ କରିଥିଲେ। ଏଥିରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଏକ ବଡ ଦାୟିତ୍ୱ ଦିଆଯାଇଛି। ଭାଜପା ରାଷ୍ଟ୍ରୀୟ…
ଏଣିକି ମୁନାଫାଖୋର ବ୍ୟବସାୟୀଙ୍କ ବିରୋଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଭୁବନେଶ୍ୱର,୨୪ା୬: ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ଦରଦାମ୍ ବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ସମୀକ୍ଷା ବୈଠକ କରିଛନ୍ତ। ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଭି.…
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡ଼ିବ ବସ୍
ଭୁବନେଶ୍ୱର,୨୪।୬: ଲକ୍ଷ୍ମୀ ବସ୍ ପ୍ରସଙ୍ଗରେ ପରିବହନ ମନ୍ତ୍ରୀ ବିଭୁତି ଜେନା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଲକ୍ଷ୍ମୀ ବସ୍ ସେବା ନେଇ ଅଧିକ ତର୍ଜମା ଚାଲିଛି। ଯେଉଁ ସ୍ଥାନରୁ ବସ୍ ସେବା ନାହିଁ, ସେ ସ୍ଥାନର ଲୋକେ ସୁବିଧା ପାଇବେ। ଯେଉଁ…
ପାସପୋର୍ଟ ଆବେଦନ କରୁଥିବା ଲୋକଙ୍କ ପାଇଁ ଖୁସି ଖବର
ନୂଆଦିଲ୍ଲୀ,୨୪।୬: ପାସପୋର୍ଟ ପାଇଁ ଆବେଦନ କରୁଥିବା ଲୋକଙ୍କ ପାଇଁ ପ୍ରକ୍ରିୟାରେ ଉନ୍ନତି ଆଣିବାକୁ ମୋଦି ସରକାର ନିରନ୍ତର ଉଦ୍ୟମ କରୁଛନ୍ତି। ଏହି କ୍ରମରେ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସୋମବାର କହିଛନ୍ତି ଯେ ପାସପୋର୍ଟ ଆବେଦନକାରୀଙ୍କ ପୋଲିସ ଯାଞ୍ଚରେ…
ଫ୍ରାନ୍ସରେ ବଢୁଛି ହିଂସା, ପୋଲିସ ଷ୍ଟେଶନ ସମେତ ଅନେକ କୋଠାରେ ଲାଗିଲା ନିଆଁ
ପ୍ୟାରିସ,୨୪।୬: ଫ୍ରାନ୍ସର ନ୍ୟୁ କାଲେଡୋନିଆରେ ବର୍ତ୍ତମାନ ଅଶାନ୍ତିର ବାତାବରଣ ଦେଖାଦେଇଛି। ରବିବାର ରାତିରେ ନ୍ୟୁ କାଲେଡୋନିଆ ଦ୍ୱୀପରେ ପୋଲିସ ଷ୍ଟେଶନ ଏବଂ ଟାଉନ ହଲ ସମେତ ଅନେକ ଅଟ୍ଟାଳିକାରେ ନିଆଁ ଲାଗିଯାଇଥିଲା। ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। କୁହାଯାଉଛି ଯେ ବର୍ତ୍ତମାନ…
ଦୁଇ ଅଭିଯୁକ୍ତଙ୍କୁ ୧୦ ବର୍ଷ କାରାଦଣ୍ଡ
ବ୍ରହ୍ମପୁର,୨୪ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍-୧ ଡ. ଇନ୍ଦୁ ଶର୍ମା ସୋମବାର ଏକ ଗଞ୍ଜେଇ ଚୋରାଚାଲାଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ସେ ଦୁଇ ଜଣ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତ। ସେମାନେ…
କିଏ ସେହି ଏମପି ଯିଏ ହାତରେ ସମ୍ବିଧାନ ଧରି ନେଲେ ଶପଥ
ନୂଆଦିଲ୍ଲୀ,୨୪।୬: ସୋମବାର ୧୮ ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ଆସାମର ଧୁବ୍ରି ଲୋକ ସଭା ଆସନରୁ କଂଗ୍ରେସ ଏମପି ରକିବୁଲ ହୁସେନ ସମ୍ବିଧାନର ଏକ ନକଲ ସହିତ ଲୋକ ସଭା ଏମପି ଭାବରେ ଶପଥ…
ଲିଥିୟମ ବ୍ୟାଟେରୀ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୧୬ ମୃତ, ୫ ନିଖୋଜ
ସିଓଲ,୨୪।୬: ଦକ୍ଷିଣ କୋରିଆର ଲିଥିୟମ ବ୍ୟାଟେରୀ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ପାଞ୍ଚ ଜଣ ନିଖୋଜ ଅଛନ୍ତି। ସ୍ଥାନୀୟ ଅଗ୍ନିଶମ ଅଧିକାରୀ ଏହି ସୂଚନା…
Archives


