Home

ବ୍ୟାଙ୍କିଙ୍ଗ୍‌ରେ ସାଇବର ସୁରକ୍ଷା

ବର୍ତ୍ତମାନ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ସାଇବର ସୁରକ୍ଷାର ଆବଶ୍ୟକତା ବହୁତ ବେଶି। କାରଣ ଲୋକମାନେ ସମୟ ଅଭାବରୁ ଅନ୍‌ଲାଇନ ମାଧ୍ୟମରେ ବ୍ୟାଙ୍କ କାରବାର କରୁଛନ୍ତି। ଆଉ ସାଇବର ଠକେଇ ବଢ଼ିଯାଇଛି। ଏଥିପାଇଁ ସାଇବର ସିକ୍ୟୁରିଟି ବିଷୟରେ ଜାଣିବା ଜଣେ ଖାତାଧାରକ ଲାଗି ଜରୁରୀ…

ନିଜର ଦୂରଦୃଷ୍ଟି ଓ ସଂକଳ୍ପ ବଳରେ ଭାରତକୁ ଗଢ଼ିଥିବା ରାଷ୍ଟ୍ରନେତା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି

ଆଜି ୨୫ ଡିସେମ୍ବର, ଆମ ସମସ୍ତଙ୍କ ପାଇଁ ଏକ ବିଶେଷ ଦିନ। ଆମ ଦେଶ ଆମର ପ୍ରିୟ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ କରୁଛି। ସେ ଜଣେ ରାଷ୍ଟ୍ରନେତା ଭାବରେ ଅଗଣିତ ଲୋକଙ୍କୁ ପ୍ରେରଣା…

ସ୍ପଟ୍‌ ବଏରୁ ସଫଳ ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନିଲ କପୁର ମଙ୍ଗଳବାର ତାଙ୍କର ୬୮ତମ ଜନ୍ମଦିନ ପାଳନ କରିଛନ୍ତି। ଦୀର୍ଘ ୫ ଦଶନ୍ଧି ଧରି ବଲିଉଡ୍‌କୁ ଅନେକ ହିଟ୍‌ ଚଳଚ୍ଚିତ୍ର ଦେଇଥିବା ଅନିଲ ଜନ୍ମଦିନ ଅବସରରେ ଏକ ସାକ୍ଷାତ୍‌କାର ଦେଇ ଯୁବାବସ୍ତାରେ କରିଥିବା ସଂଘର୍ଷ ବିଷୟରେ…

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ ଲୋଟିଛି। ଧାନର ମାନ ଖରାପ ହେଲେ ବିକ୍ରିଯୋଗ୍ୟ ହେବ ନାହିଁ। ଧାନ ଗଜା ହୋଇଯିବାର…

ଆଖିରେ କପଡ଼ା ବାନ୍ଧି ସ୍ପିଡ୍‌ ଟାଇପିଂ

ଭୋପାଳ: ଭାରତରେ ପିଲା ହୁଅନ୍ତୁ ଅବା ଯୁବକ, ସମସ୍ତଙ୍କଠାରେ କିଛି ନା କିଛି ପ୍ରତିଭା ରହିଥାଏ। ମଧ୍ୟପ୍ରଦେଶର ରେୱା ଜିଲା ନିବାସୀ ବିକାଶ ତ୍ରିପାଠୀ(୩୦)ଙ୍କର ଏପରି ଏକ ପ୍ରତିଭା ରହିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଦ୍ରୁତ ଟାଇପିଷ୍ଟ ଭାବେ ସେ…

ହିମାଚଳରେ ତୁଷାରପାତ: ୨୨୩ ରାସ୍ତା ଅବରୋଧ

ଶିମ୍‌ଲା,୨୫ା୧୨(ପି.ଟି.): ହିମାଚଳପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ତୁଷାରପାତ ଯୋଗୁ ୩ଟି ଜାତୀୟ ରାଜପଥ ସମେତ ୨୨୩ଟି ସଡ଼କ ଅବରୋଧ ହୋଇଯାଇଛି। କିନ୍ନୌର, ଲହାଉଲ, ସ୍ପିଟି ସମେତ ଶିମ୍‌ଲା, କୁଲ୍ଲୁ, ମଣ୍ଡି, ଚାମ୍ବା ଏବଂ ସିର୍ମଉର ଜିଲାର ଉଚ୍ଚ ସ୍ଥାନଗୁଡ଼ିକରେ ତୁଷାରପାତ ହୋଇଛି।…

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂ ଓ ବିଚାରପତି ସାବିତ୍ରୀ ରଥଙ୍କୁ ନେଇ…

ନିର୍ବାଚନ ନିୟମ ସଂଶୋଧନକୁ ବିରୋଧ କରି ସୁପ୍ରିମକୋର୍ଟ ଗଲା କଂଗ୍ରେସ

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ନିକଟରେ ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ରେ କରିଥିବା ସଂଶୋଧନକୁ ବିରୋଧ କରି ମଙ୍ଗଳବାର କଂଗ୍ରେସ ସୁପ୍ରିମକୋର୍ଟରେ ରିଟ୍‌ ପିଟିଶନ ଦାଏର କରିଛି। ନିର୍ବାଚନ ନିୟମ ସଂଶୋଧନକୁ ଆମେ ସର୍ବୋଚ୍ଚ ଅଦାଲତରେ ଚ୍ୟାଲେଞ୍ଜ କରିଛୁ ବୋଲି କଂଗ୍ରେସ ନେତା…

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବେ। ମୋଦି ୯ରେ ଏହାର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ ତାରିଖ…

ଦଳାଚକଟା ମାମଲାରେ ଅଲ୍ଲୁ ଅର୍ଜୁନଙ୍କୁ ପୋଲିସ୍‌ର ୩ ଘଣ୍ଟା ଜେରା

ହାଇଦ୍ରାବାଦ,୨୫ା୧୨(ପି.ଟି.): ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଗତ ୪ ତାରିଖରେ ‘ପୁଷ୍ପା-୨’ ସିନେମାର ପ୍ରିମିୟର ବେଳେ ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ତାଙ୍କର ୮ ବର୍ଷର ପୁଅ ଗୁରୁତର ହୋଇଥିଲେ। ଏହି ମାମଲାରେ ହାଇଦ୍ରାବାଦ ପୋଲିସ ମଙ୍ଗଳବାର ଅଲ୍ଲୁଙ୍କୁ ୩…

ଆମ୍ବେଡ୍‌କରଙ୍କୁ ନେଇ ଚଣ୍ଡିଗଡ଼ ପୌରସଭା ରଣକ୍ଷେତ୍ର

ଚଣ୍ଡିଗଡ଼,୨୫ା୧୨: ଡ. ଭୀମରାଓ ଆମ୍ବେଡ୍‌କରଙ୍କ ଲିଗାସୀକୁ ନେଇ ମଙ୍ଗଳବାର ଚଣ୍ଡିଗଡ଼ ମ୍ୟୁନିସିପାଲିଟି ବୈଠକରେ ଉତ୍ତେଜନା ସୃଷ୍ଟି ହେବା ସହ ଭାଜପା ଏବଂ କଂଗ୍ରେସ କାଉନ୍‌ସିଲରଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଚଣ୍ଡିଗଡ଼ ମେୟର ନିର୍ବାଚନରେ ବାଲଟ୍‌ ପେପରରେ ଜାଲିଆତି କରିଥିବା ପୋଲିଂ ଅଫିସର…

ବର୍ଷ ୨୦୨୫ରେ କେଉଁ ରାଶି ପାଇଁ କେଉଁ ରଙ୍ଗ ଏବଂ ନମ୍ବର ହେବ ଭାଗ୍ୟଶାଳୀ? ଜାଣନ୍ତୁ…

ଆସୁଛି ନବବର୍ଷ ୨୦୨୫। ଏହା ସୌଭାଗ୍ୟ, ସମୃଦ୍ଧି ଏବଂ ଖୁସି ପାଇଁ ଉଲ୍ଲେଖନୀୟ ବର୍ଷ ହେବ। ଏହି ବର୍ଷରେ କେଉଁ ରାଶି ଲାଗି କେଉଁ ରଙ୍ଗ ଏବଂ ନମ୍ବର ଶୁଭ ରହିବ, ଆସନ୍ତୁ ସେ ବିଷୟରେ ଜାଣିବା: ମେଷ ରାଶି: ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?