Home

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି। କେନାଲ ଖୋଲାଯିବା ପରେ ଏହା ଉପରେ ନିର୍ଭରଶୀଳ ଅଞ୍ଚଳର ଚାଷୀମାନଙ୍କ ମଧ୍ୟରେ ଖୁସିର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ ଥିବା ଜଣେ ଏବଂ ମୋଟରସାଇକେଲର ଦୁଇ ଜଣ ଆହତ ହୋଇଛନ୍ତି। ୨ ଗୁରୁତରଙ୍କ…

କାମ କରୁନି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳବାସୀଙ୍କ ଦାବି

କେସିଙ୍ଗା ତା ୧୦।୮,( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଶିରୋଲ ଗ୍ରାମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପଛ ପଟେ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର(ଉପ…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ ଜଣେ ୯୦ ବର୍ଷୀୟ ବୃଦ୍ଧଙ୍କୁ ବିବାହ କରିବା ବାହାନାରେ ଫସାଇଥିଲେ ଏବଂ ପରେ…

ଝାଡ଼ଖଣ୍ଡ ବିଧାନସଭା ଘେରାଓ ପୂର୍ବରୁ ରାଞ୍ଚିରେ କଡ଼ା ହେଲା ସୁରକ୍ଷା ବ୍ୟବସ୍ଥା

ରାଞ୍ଚି,୧୦।୮: ଛାତ୍ରଙ୍କ ପ୍ରତିବାଦ ଏବଂ ବିଧାନସଭା ଘେରାଉ ଡାକରା ପରେ, ବିଧାନସଭାକୁ ଯାଉଥିବା ରାସ୍ତାରେ ସୁରକ୍ଷା ବଳୟ ସ୍ଥାପନ କରାଯାଇଛି, ଯାହା ଫଳରେ ବିକ୍ଷୋଭକାରୀମାନେ ସେହି ସ୍ଥାନରେ ପହଞ୍ଚିବା କଷ୍ଟକର ହୋଇପଡ଼ିଛି। ବିଧାନସଭାରେ ପହଞ୍ଚିବା ପୂର୍ବରୁ ଛାତ୍ରମାନଙ୍କୁ ଛଅଟି ସ୍ଥାନରେ ବ୍ୟାରିକେଡର…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର ଜଗତର ପ୍ରଖ୍ୟାତ ଅଭିନେତା ଅନୁପମ ଖେର୍‌ ମୁଖ୍ୟ ଅତିଥି ତଥା ସାଧାରଣ ଜନତାଙ୍କ…

JPSC ପରୀକ୍ଷା ହେରଫେର ମାମଲାରେ EDର ଏଣ୍ଟ୍ରି; ଆସୁ ଆସୁ ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ JPSCର 14ତମ ପ୍ରିଲିମିନାରୀ ଟେଷ୍ଟ (PT) ଏବଂ ଅନ୍ୟାନ୍ୟ ସମ୍ବନ୍ଧିତ ପରୀକ୍ଷାରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପଦକ୍ଷେପ ନେଇଛି। CID ପାଖରେ ପୂର୍ବରୁ ଦାଖଲ ହୋଇଥିବା FIR ନମ୍ବର 16/26 ଆଧାରରେ ଏଜେନ୍ସି…

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ କରାଯାଉଛି। ତେବେ ପଞ୍ଜୀକରଣ ସମୟରେ ଯେଉଁ କଟକଣା ରହୁଛି, ତାକୁ ନେଇ ଚାଷୀ…

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ କରୁଥିଲେ। ଉପନୟନ ସଂସ୍କାରରେ ଦୀକ୍ଷିତ ହେବା ପରେ କଠୋର ବ୍ରହ୍ମଚର୍ଯ୍ୟ ଅବଲମ୍ବନ ପୂର୍ବକ…

ଏଇ ଭାରତରେ

ଅନେକ ସମୟରେ ଜଣେ ମହିଳା ପରିବାର ପ୍ରତିପୋଷଣର ଦାୟିତ୍ୱ ବହନ କରିବା ଲାଗି ଏକ ପୁରୁଷକୈନ୍ଦ୍ରିକ ପେସାକୁ ଆଦରିନେବାକୁ ବାଧ୍ୟ ହୋଇଥାନ୍ତି, ଯାହା ଘଟିଛି ଜାନ୍‌ସୀ ବି.ଭି.ଙ୍କ ଜୀବନରେ। ସେ ଅଟୋ ଚଳାଉଛନ୍ତି। ଉଲ୍ଲେଖନୀୟ ବିଷୟ ହେଉଛି, ସେ ଅଟୋ ଚଳାଇବା…

Mettle Meet 2026: ସିନିୟର ବର୍ଗରେ ଚାମ୍ପିୟନ୍ ହେଲା ଆଇଆଇଟି ଖଡ଼ଗପୁର

ଭୁବନେଶ୍ୱର,୯।୮: ସଫଳତାର ସହ ରବିବାର ସମାପ୍ତ ହୋଇଛି ‘ମେଟଲ ମିଟ୍ ୨୦୨୬’ର ସିନିୟର ବର୍ଗ ପ୍ରତିଯୋଗିତା। ଏହି ରୋମାଞ୍ଚକର ଜ୍ଞାନର ଲଢ଼େଇରେ ଆଇଆଇଟି ଖଡ଼ଗପୁର ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଏହି କଡ଼ା ମୁକାବିଲାରେ ଆଇଆଇଟି ଗୁଆହାଟୀ ପ୍ରଥମ ରନର୍ସ-ଅପ୍…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ ଏହାଦ୍ୱାରା ଜଣଙ୍କର ଜୀବନଶୈଳୀ ମଧ୍ୟ ପ୍ରଭାବିତ ହୋଇଥାଏ। କେବଳ ସେତିକି ନୁହେଁ, ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?