Home

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪% ରହିଥିଲା। ତେଣୁ ଆଗାମୀ ଜିଲା ପରିଷଦ ନିର୍ବାଚନରେ ଅଧିକରୁ ଅଧିକ ଆସନ ଓ ଭୋଟ…

ଦିନକ ପରେ ବଡଦିନ: ନିରାଶ କରୁଛି ବର୍ଷା 

ଦାରିଙ୍ଗବାଡି,୨୪/୧୨( ଅରୁଣ ସାହୁ)-ବଡଦିନ ପାଇଁ ଚାରିଆଡେ ଉତ୍ସବମୁଖର। ଏହି ସମୟରେ ଦାରିଙ୍ଗବାଡି ବର୍ଷାରେ ଭିଜିଛି। ଲଘୁଚାପଜନିତ ପ୍ରଭାବରେ ସୋମବାର ବିଳମ୍ବିତ ରାତିରେ ବର୍ଷା ହୋଇଥିବା ବେଳେ ମଙ୍ଗଳବାର କୋହଲା ପବନ ବୋହିବା ସହ ଦିନରେ ଶୀତର ପ୍ରକୋପ ବୃଦ୍ଧି ପାଇଛି ରାତିରେ…

ସରକାରୀ କ୍ୱାର୍ଟର୍ସରେ ଝୁଲିପଡ଼ିଲେ ଫାର୍ମାସିଷ୍ଟ

ଗଜପତି,୨୪/୧୨(ଗିରିଧାରୀ ପରିଛା):ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରୀପଦାସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଷ୍ଟାଫ କ୍ୱାର୍ଟର୍ସରୁ ଜଣେ ୧୦୮ ଆମ୍ବୁଲାନ୍ସ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଗଣେଶ ବେହେରା ବୋଲି ଜଣାପଡିଛି।ଆଜି ସକାଳେ ସହକର୍ମୀମାନେ ଗଣେଶ…

ମାଳଦ୍ୱୀପରେ ଫସିଛନ୍ତି ଖଲ୍ଲିକୋଟର ୧୧ ଶ୍ରମିକ

ଛତ୍ରପୁର,୨୪ା୧୨ (ଦିଲୀପ ସାମଲ):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକର ୧୧ ଜଣ ଦାଦନ ଶ୍ରମିକ ପେଟ ପୋଷିବା ପାଇଁ ସୁଦୂର ମାଳଦ୍ୱୀପକୁ ଯାଇ ସେଠାରେ ଫସିି ରହିଛନ୍ତି। ସେମାନେ ସେଠାରେ ଏକ କମ୍ପାନୀରେ ପ୍ରାୟ ୮ ମାସ ହେଲା ଶ୍ରମିକ ଭାବେ କାମ…

୨୫ ବର୍ଷ ତଳୁ ସରିଥିଲା ଅନ୍ତିମ ସଂସ୍କାର: ଘରକୁ ଫେରିଲେ ମହିଳା, ଆଉ ତା’ପରେ ଘଟିଲା…

ବେଙ୍ଗାଲୁରୁ,୨୪/୧୨: ୨୫ ବର୍ଷ ତଳେ କର୍ଣ୍ଣାଟକରୁ ନିଖୋଜ ହୋଇଥିବା ଜଣେ ମହିଳାଙ୍କୁ ହିମାଚଳରୁ ଉଦ୍ଧାର କରାଯାଇଛି। ପ୍ରାୟ ଦୁଇ ଦଶନ୍ଧି ତଳେ ସେ ତାଙ୍କ ପରିବାରଠାରୁ ଅଲଗା ହୋଇଯାଇଥିଲେ ଏବଂ ପରିବାର ଲୋକ ତାଙ୍କୁ ମୃତ ଭାବି ଅନ୍ତିମ ସଂସ୍କାର କରିଥିଲେ।…

ଫଡନଭିସ ସରକାରରେ ନୂଆ ବିବାଦ: ଶିବସେନା ମନ୍ତ୍ରୀମାନେ କ୍ଷୁବ୍ଧ

ପୁନେ,୨୪/୧୨:ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନଭିସ ସରକାରଙ୍କ ନୂଆ ମନ୍ତ୍ରୀଙ୍କୁ ସରକାରୀ ଘର ଆବଣ୍ଟନ କରାଯାଇଛି । ସେପଟେ ମନ୍ତ୍ରୀମାନଙ୍କୁ ଦିଆଯାଇଥିବା ସରକାରୀ ଗୃହକୁ ନେଇ ଆରମ୍ଭ ହୋଇଛି ବିବାଦ । ମିଳିଥିବା ସୂଚନା ଅନୁଯାୟୀ, ଶିବସେନାର କିଛି ମନ୍ତ୍ରୀଙ୍କୁ ସରକାରୀ ବଙ୍ଗଳା ପରିବର୍ତ୍ତେ…

ଦାଉଦ ଇବ୍ରାହିମଙ୍କ ଭାଇଙ୍କ ଫ୍ଲାଟକୁ କବ୍ଜା କଲା ଇଡି

ଥାନେ,୨୪/୧୨:ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗ୍ୟାଙ୍ଗଷ୍ଟର ଦାଉଦ ଇବ୍ରାହିମଙ୍କ ଭାଇ ଇକବାଲ କାସ୍କର ଏବଂ ତାଙ୍କ ସହଯୋଗୀଙ୍କ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଥାନେରେ ଥିବା ଏକ ଫ୍ଲାଟକୁ ଜବତ କରିଛି। କାଭେସରର ନିଓପଲିସ ଟାୱାରରେ ଥିବା ଏହି ଫ୍ଲାଟ ୨୦୨୨…

ଇତିହାସ ରଚିଲା ପୁଷ୍ପା-୨: ବଲିଉଡର ପ୍ରଥମ ଫିଲ୍ମ ଭାବେ କଲା ଏମିତି କାରନାମା 

ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ ପୁଷ୍ପା-୨ର କ୍ରେଜ୍ ପ୍ରଶଂସକଙ୍କ ମନରେ ବଢିବାରେ ଲାଗିଛି । ଏହି ଫିଲ୍ମ କ୍ରମାଗତ ଭାବେ ନୂଆ ନୂଆ ରେକର୍ଡ ସୃଷ୍ଟି କରୁଛି । ଚଳଚ୍ଚିତ୍ରଟି ସବୁ ଭାଷାରେ ଚମତ୍କାର ପ୍ରଦର୍ଶନ କରିଛି ଏବଂ ହିନ୍ଦୀ ଭାଷାରେ ଅନେକ…

ମୁଁ ବଞ୍ଚିଛି.. ଏମିତି କାହିଁକି କହିଲେ ବିନୋଦ କାମ୍ୱଲି

ନୂଆଦିଲ୍ଲୀ,୨୪/୧୨: ପୂର୍ବତନ ଭାରତୀୟ କ୍ରିକେଟର ବିନୋଦ କାମ୍ବଲିଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଏହାପରେ ତାଙ୍କୁ ମହାରାଷ୍ଟ୍ରର ଥାନେସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯେଉଁଠାରେ ଡାକ୍ତରୀ ଦଳ ତାଙ୍କର ଯତ୍ନ ନେଉଛନ୍ତି ଏବଂ ସମସ୍ତ ଆବଶ୍ୟକ ପରୀକ୍ଷା କରାଯାଉଛି । ତାଙ୍କ ମସ୍ତିଷ୍କରେ ରକ୍ତ…

ବୃଦ୍ଧାବସ୍ଥାର ଅନୁଚିନ୍ତା

ଆମ ସମାଜରେ ଦେଖିବାକୁ ମିଳୁଛି ବୃଦ୍ଧାବସ୍ଥାର ଅସହାୟତା। ବୃଦ୍ଧାବସ୍ଥାରେ ସନ୍ତାନମାନେ ହିଁ ଏକମାତ୍ର ଭରସା। ଯେତେ ବୃଦ୍ଧାଶ୍ରମ କି ଆଶ୍ରମ ହେଉ ତାହା କେବେ ବି ନିଜ ଘରର ସୁଖ ଦେଇ ପାରିବ ନାହିଁ। ବୃଦ୍ଧାବସ୍ଥାରେ ସନ୍ତାନ ନିଜ ମାତାପିତାଙ୍କୁ ଘରୁ…

ଜଳ ଆସିଲା କେଉଁଠୁ

ପୃଥିବୀକୁ ‘ଜଳଗ୍ରହ’ ବୋଲି କୁହାଯାଏ। କାରଣ ସୌରଜଗତ ଏବଂ ଅଦ୍ୟାବଧି ଏହା ବାହାରେ ଆବିଷ୍କୃତ ଶତାଧିକ ଗ୍ରହମାନଙ୍କ ମଧ୍ୟରେ ଏକମାତ୍ର ଏଥିରେ ହିଁ ରହିଛି ପ୍ରଚୁର ପରିମାଣ (ପ୍ରାୟ ୭୧%) ତରଳ ଜଳ। ଏହାର ପୃଷ୍ଠଦେଶରେ ବାସ କରୁଥିବା ପ୍ରାୟ ପ୍ରତ୍ୟେକ…

ପତ୍ରେ ପତ୍ରେ ଠକ

ବର୍ତ୍ତମାନ ସମୟରେ ଡିଜିଟାଲ ଆରେଷ୍ଟ ଏକ ଭୟଙ୍କର ଅନ୍‌ଲାଇନ ଅପରାଧ ଭାବେ ଉଭା ହେଲାଣି। ଏଥିରେ ଠକମାନେ ନିଜକୁ ପୋଲିସ, ସିବିଆଇ, ଆର୍‌ବିଆଇ କିମ୍ବା ନାର୍କୋଟିକ୍ସ ବିଭାଗ ଅଧିକାରୀ ଭାବେ ଦର୍ଶାଇ ସହଜରେ କାବୁ କରିହେଉଥିବା ବ୍ୟକ୍ତିଙ୍କ ପାଖକୁ ଇ-ମେଲ୍‌, ଟେକ୍ସଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?