Home

ଖୋଲିବ ସ୍କୁଲ, ମିଳିବ ଇଣ୍ଟରନେଟ ସେବା, ବାଲେଶ୍ୱରରେ କର୍ଫ୍ୟୁ କୋହଳ

ବାଲେଶ୍ୱର,୨୩ ।୬(ମାନସ ବିଶ୍ୱାଳ): ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ସହରରେ କର୍ଫ୍ୟୁ ଜାରି ହୋଇଥିଲା । ଗତ ରବିବାର ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ କର୍ଫ୍ୟୁ ଉଠାଇ ଦିଆଯାଇଥିବା ବେଳେ ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ ଟାରୁ ରାତି ୯ଟା ପର୍ଯ୍ୟନ୍ତ…

ନିଜ ଜନ୍ମ ମାଟିରେ ରୋଡ଼ ଶୋ’ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ରାଜେନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ଘଟଗାଁ ହାଇସ୍କୁଲ ପଡ଼ିଆରେ ଓହ୍ଲାଇ ଥିଲେ। ସେଠାରୁ ମା’ ତାରିଣୀ ମନ୍ଦିର ପର୍ଯ୍ୟନ୍ତ ପ୍ରାୟ ୪ କି.ମି.…

ଗୋସମ୍ପଦ ମାଲିକଙ୍କ ପାଇଁ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬(ଅସମାପିକା ସାହୁ): କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତହସିଲ ତୁଳସୀଡ଼ିଆ ଗାଁରେ ବିଦ୍ୟୁତ ଆଘାତରେ ୬ଟି ଗୃହ ପାଳିତ ଗାଈ, ବଳଦ ଓ ବାଛୁରୀଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ଗୋସମ୍ପଦର ମାଲିକମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳଙ୍କୁ…

ଶ୍ରୀମନ୍ଦିରକୁ ନେଇ ଆଇନ୍‌ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୩।୬: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ସ୍ଥାୟୀ ପ୍ରଶାସକ ନିଯୁକ୍ତ ହେବେ। ଏନେଇ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି ବୋଲି ସେ କହିଛନ୍ତି। ଆସନ୍ତା ୩ ମାସରେ…

ସୁନା ଗହଣା ଲୁଟେରା ଗ୍ୟାଙ୍ଗକୁ କାବୁ କଲା ପୋଲିସ

ରାୟଗଡା,୨୩।୬(ପ୍ରଫୁଲ୍ଲ କୁମାର ବେହେରା): କାଶିପୁର ବ୍ଲକ ଟିକିରି ପୋଲିସକୁ ମିଳିଛି ବଡ ଧରଣର ସଫଳତା। ଟିକିରି ଥାନା ଭାରପ୍ରାପ୍ତ ଅଧିକାରୀ ବିଶ୍ବ ବନ୍ଦିନୀ ବାଘଙ୍କ ନେତୃତ୍ୱରେ ଏହି ସଫଳତା ପୋଲିସ ବିଭାଗକୁ ମିଳିଛି। ସୂଚନା ମୁତାବକ, ଟିକିରି ଅଞ୍ଚଳରେ କିଛି ଦିନ…

ଜାମିନ୍‌ ପାଇଁ ସୁପ୍ରିମକୋର୍ଟ ଗଲେ କେଜ୍‌ରିଓ୍ବାଲ୍‌: ଏହି ଦିନ ହେବ ଶୁଣାଣି

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀର ଅବକାରୀ ନୀତି ମାମଲାରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ରବିବାର ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଦିଲ୍ଲୀ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ହେବାରୁ କେଜ୍‌ରିୱାଲ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। କେଜ୍‌ରିୱାଲଙ୍କ ଓକିଲମାନେ ଆସନ୍ତାକାଲି ଅର୍ଥାତ୍‌ ସୋମବାର ସକାଳେ ଶୁଣାଣି…

ଏହି କାରଣରୁ ରାତିସାରା ଶୋଇପାରିବେନି ଆଫଗାନିସ୍ତାନ ଅଧିନାୟକ: ନିଜେ କଲେ ଖୁଲାସା

ଆଣ୍ଟିଗୁଆ,୨୩।୬: ଆଜି ଆଫଗାନିସ୍ତାନ ପାଇଁ ଏକ ଖାସ୍‌ ଦିନ। ୨୦୨୪ ଟି -୨୦ ବିଶ୍ୱକପରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଆଫଗାନିସ୍ତାନ ଏକ ବଡ ଓଲଟପାଲଟ କରିଥିଲା। କୌଣସି ଫର୍ମାଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଆଫଗାନିସ୍ତାନର ଏହା ପ୍ରଥମ ବିଜୟ। ୨୦୨୩ ଦିନିକିଆ ବିଶ୍ୱକପରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପିଏମ ସୂର୍ଯ୍ୟ ଘର ଯୋଜନାରେ ଏମିତି ପାଇବେ ଲାଭ

ନୂଆଦିଲ୍ଲୀ,୨୩।୬: ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମାଗଣା ବିଦ୍ୟୁତ ଯୋଜନା ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଗ୍ରହଣ କରୁଥିବା ସବସିଡି ଉପରେ ଅତିରିକ୍ତ ସବସିଡି ପ୍ରଦାନ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ଅତିରିକ୍ତ…

ଏସ୍‌ଡିଏମ୍‌ଙ୍କୁ ଶକ୍ତ ଚାପୁଡା ମାରିଲେ ଚାଷୀ, ତଳେ ପଡିଯିବା ପରେ…ଦେଖନ୍ତୁ ଭିଡିଓ

ଲକ୍ଷ୍ନୌ,୨୩।୬: ଉତ୍ତରପ୍ରଦେଶର ଫିରୋଜାବାଦ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଏକ ଗାଁରେ ପ୍ରଶାସନ ଟିମ୍‌ ଏବଂ ଗ୍ରାମବାସୀଙ୍କ ମଧ୍ୟରେ କିଛି ବାଦବିବାଦ ଚାଲଥିଲାି। ଏହି ସମୟରେ ଜଣେ କୃଷକ ଏସଡିଏମ ସାହେବଙ୍କୁ ଜୋରରେ ଚାପୁଡ଼ା ମାରିଥିଲେ। ତାଙ୍କୁ ଚାପୁଡ଼ା ମାରିବା…

ସୋନାକ୍ଷୀଙ୍କ ବିବାହ ଭୋଜିରେ ଯୋଗ ଦେବେ ୧୦୦୦ ଅତିଥି, ରାତିସାରା ଚାଲିବ ପାର୍ଟି

ମୁମ୍ବାଇ: ସୋନାକ୍ଷୀ ସିହ୍ନା ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ୭ ବର୍ଷର ବନ୍ଧୁତା ପ୍ରେମରେ ପରିଣତ ହୋଇ ବିବାହରେ ପହଞ୍ଚିଛି। ସୋନାକ୍ଷୀ ଜାହିର ଇକ୍‌ଓ୍ବାଲଙ୍କୁ ବିବାହ କରିବେ। ସୋନାକ୍ଷୀ ଏବଂ ଜାହିର ଶନିବାର ସେମାନଙ୍କର ଘନିଷ୍ଠ ବନ୍ଧୁ ଏବଂ ସମ୍ପର୍କୀୟଙ୍କ…

ଫଡ଼ିଘର ମରାମତିରେ ଅନିୟମିତତା, ଶ୍ରମିକଙ୍କୁ ମିଳୁନି ଡିଏସ୍‌ ଟଙ୍କା

ଲୋଇସିଂହା,୨୩ା୬(ସୁଶାନ୍ତ ବାରିକ): କେନ୍ଦୁପତ୍ର ସଂଗ୍ରହ କରିବା ଇତିମଧ୍ୟରେ ଦେଢ଼ମାସ ବିତି ଗଲାଣି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା କେନ୍ଦୁପତ୍ର ରେଞ୍ଜ ଅଧୀନରେ କାର୍ଯ୍ୟରତ ଶ୍ରମିକଙ୍କୁ ପାଉଣା ମିଳିପାରିନାହିଁ। ପାଉଣା ପାଇଁ ଶ୍ରମିକମାନେ ରେଞ୍ଜ ଅଫିସକୁ ବାରମ୍ବାର ଦଉଡ଼ି ନୟାନ୍ତ ହେଉଥିଲେ ସୁଦ୍ଧା…

ଅଲିମ୍ପିକ୍ସରେ ଚମକ ଦେଖାଇବେ ଭାଜପା ବିଧାୟିକା

ପାଟନା,୨୩।୬: ବିହାରର ଭାଜପା ବିଧାୟିକା ତଥା ଶୁଟର୍‌ ଶ୍ରେୟାସୀ ସିଂ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ପାଇଁ ସେ ଶଟ୍‌ଗନ ଟ୍ରାପ ମହିଳା ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି। ଅଲିମ୍ପିକ୍ସ ପାଇଁ ମନୋନୀତ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri