Home

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି ନେଇ ସୋମବାର ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗ୍ରାମ ପଂଚାୟତର ବହୁ ଚାଷୀ ଏବଂ…

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି। ବହିରେ ଥିବା ତଥ୍ୟ ନେଇ ବିଜେଡି ବିଧାୟକ ଅରୁଣ ସାହୁଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ…

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା ସମବାୟସମିତି ପାଟଣା ଓ ରାଜନଗରରେ ସୋମବାର ଧାନ ମଣ୍ଡି ଖୋଲିଛି। ସୋମବାର ପାଟଣା ମୁଖ୍ୟାଳୟ…

ବଡ଼ ରେକର୍ଡ କଲେ ପାଣ୍ଡ୍ୟା: ବିସ୍ଫୋରକ ଇନିଂସ ଖେଳି…

ନୂଆଦିଲ୍ଲୀ,୨୩।୧୨: ବିଜୟ ହଜାରେ ଟ୍ରଫି ୨୦୨୪ରେ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପ୍ରଥମେ ବ୍ୟାଟିଂ କରି ବରୋଦା ୪୦୦ ରନ ମାର୍କ ଅତିକ୍ରମ କରିଛନ୍ତି। ଏହି ସମୟରେ ଅଧିନାୟକ କ୍ରୁନାଲ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରିଥିଲେ। ସେ ଅପରାଜିତ ୮୦ ରନ ସ୍କୋର…

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ ତଥା ଜାତୀୟ ରାଇଫଲ ସଂଘର ସଭାପତି କଳିକେଶ ନାରାୟଣ ସିଂହଦେଓ ଯୋଗଦେଇ ଚୟନ ହୋଇଥିବା…

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ ଭୁଜବଲ ସୋମବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିଛନ୍ତି। ବୈଠକ ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ…

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତ ଆହତ ହୋଇଥିଲେ। ଡିସେମ୍ବର ୧୯ରେ ମୁଣ୍ଡରେ ଆଘାତ ଲାଗିଥିବାରୁ ଉଭୟଙ୍କୁ ସଂସଦରୁ…

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ ଏଭଳି ପ୍ରସଙ୍ଗ ଉଠାଇ ହିନ୍ଦୁମାନଙ୍କର ନେତା ହୋଇପାରିବେ। ବର୍ତ୍ତମାନ ଜଗତ ଗୁରୁ ସ୍ବାମୀ ରାମଭଦ୍ରାଚାର୍ଯ୍ୟ…

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର ଭୂମିକା ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ଏହି କମିଶନ ବାଂଲାଦେଶର ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ…

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି ଏକପ୍ରକାର ଅଣନିଃଶ୍ୱାସୀ ହେଉଛନ୍ତି। ବଡ଼ କଥା ହେଲା, ଟ୍ରାଫିକ୍‌ ଛକ ନିକଟରେ ଲେଫ୍ଟ ଫ୍ରି’…

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ପରଜଙ୍ଗ ଥାନା ଡିହଡୋଳ…

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏଥିପାଇଁ ଦେଶର ୪୫ ଟି ସ୍ଥାନରେ ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା। ଏହି ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?