Home

ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା

ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସାକ୍ଷୀ ଦେଇପାରନ୍ତି। ବୋଥ୍ରା ଉକ୍ତ ଘଟଣାର ସମସ୍ତ ଭିଡିଓ ଡିସ୍‌ପ୍ଲେ କରିପାରନ୍ତି…

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାର ବିଜୁ ଜନତା ଦଳ ପକ୍ଷରୁ କ୍ଷତିପୂରଣ ଓ ବିଭିନ୍ନ…

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି, ଯାହାର କାର୍ଯ୍ୟ ଭାରତର କିମ୍ବଦନ୍ତୀ ବୋଲର ଜହିର ଖାନଙ୍କ ସହିତ ସମାନ। ଏହି ଝିଅଟିର…

ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍‌ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…

ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍‌କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ, ଅବକାରୀ ଟିମ୍‌ ଚଢ଼ାଉ କରିଥିଲା। ବ୍ରାଉନସୁଗାର ଜବତ କରିଥିବା ଅବକାରୀ ଟିମ୍‌ କହୁଥିବା ବେଳେ…

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ ଯୋଗ ଦେଇନଥିଲେ। ଯଦିଓ ଇଭାଙ୍କା ଏହା ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ବହୁତ କାମ…

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା। ପିଙ୍କ୍‌ ଡେ’ରେ ଖେଳାଯାଇଥିବା ଏହି ମ୍ୟାଚରେ ପାକିସ୍ତାନ ପ୍ରଥମ ଥର ପାଇଁ ନିଜ ମାଟିରେ…

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା। ପର୍ଥରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ବିରାଟ ଶତକ ହାସଲ କରିଥିଲେ କିନ୍ତୁ ଆଡିଲେଡରେ…

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର କରିଥିବା ଅଭିଯୋଗରେ ୨୫ ବର୍ଷ ଜେଲ ଦଣ୍ଡାଦେଶ ଶୁଣା ଯାଇଛି। ନ୍ୟୁୟର୍କ ପୋଷ୍ଟରେ ପ୍ରକାଶିତ…

ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି

କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ। ଏପରିକି କୋରାପୁଟ…

ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା,୨୩ା୧୨: କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢ଼ାଡଙ୍ଗର ଲୋକ ମହୋତ୍ସବ ପ୍ରଥମ ଦିବସରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ରବିବାର ଅନୁଷ୍ଠିତ ବୁଢ଼ାଡଙ୍ଗର ଲୋକ ମହୋତ୍ସବରେ ଢୋଲ ନିଶାନରେ ମଞ୍ଚ ଦୁଲୁକିଥିଲା। ସକାଳୁ ଅନୁଷ୍ଠାନ ପରିସରରେ ପତାକା…

ବାର୍‌ହା ମାଂସ ଜବତ କଲା ବନ ବିଭାଗ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍‌ହା ମାଂସକୁ ବନକର୍ମଚାରୀବୃନ୍ଦ ଜବତ କରିଛନ୍ତି। ନୂଆପଡ଼ା ବନପାଳ ଇ.ଗଣେଶ, ବନରକ୍ଷୀ ବିରଞ୍ଚି କୁମାର ବିଶି, ପାରା…

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ ୩୬ ରନ ଜିତିଥିଲା। ଏହି ବିଜୟ ସହିତ ପାକିସ୍ତାନ ବିଶ୍ୱ ରେକର୍ଡ ହାସଲ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?