Home

ପରୀକ୍ଷା ପରିବର୍ତ୍ତେ, ଭାଜପା ସରକାରକୁ ରଦ୍ଦ କରିଦେବା ଭଲ:ଅଖିଳେଶ

ଲକ୍ଷ୍ନୌ,୨୩।୬: କାଗଜ ଲିକ ସମସ୍ୟା ହେତୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ୟୁଜିସି ନେଟ୍‌ ପରୀକ୍ଷା ବାତିଲ ହୋଇଛି। ଏଥି ସହିତ ଛାତ୍ରଛାତ୍ରୀମାନେ ପରୀକ୍ଷା ବାତିଲକୁ ନେଇ ବିରୋଧ ପ୍ରଦର୍ଶନ କରୁଛନ୍ତି ଏବଂ ବିରୋଧୀ ମଧ୍ୟ ଭାଜପା ସରକାର ଉପରେ ଆକ୍ରମଣ କରୁଛନ୍ତି।…

ଖାର୍ଗେଙ୍କୁ ଭେଟିଲେ ଓଡ଼ିଶାର ୬ ବିଧାୟକ, ଦଳୀୟ ନେତା ହେବେ…

ନୂଆଦିଲ୍ଲୀ,୨୩ା୬: ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖାର୍ଗେଙ୍କୁ ଶନିବାର ଭେଟିଛନ୍ତି ଓଡ଼ିଶାର ୬ କଂଗ୍ରେସ ବିଧାୟକ। କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ନେତୃତ୍ୱରେ ଏହି ବିଧାୟକମାନେ ଖାର୍ଗେଙ୍କୁ ଭେଟିଛନ୍ତି। କଂଗ୍ରେସ ବିଧାୟକ ଦଳ ନେତା କିଏ ହେବ ଚର୍ଚ୍ଚା ଚାଲିଥିବା ବେଳେ ବିଧାୟକଙ୍କ…

କାନାଡା ଉପରେ ରାଗିକି ନିଆଁବାଣ ହେଲେ ଏସ୍‌.ଜୟଶଙ୍କର: ଦେଲେ ଚେତାବନୀ

ନୂଆଦିଲ୍ଲୀ,୨୩।୬:କାନାଡା ସଂସଦରେ ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଏବେ ଭାରତରୁ ଏକ ପ୍ରତିକ୍ରିୟା ଆସିଛି। ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର କନିଷ୍କା ବିମାନ ଦୁର୍ଘଟଣା ବିଷୟରେ ଉଲ୍ଲେଖ କରି ଆତଙ୍କବାଦ ପ୍ରସଙ୍ଗରେ କାନାଡାକୁ ଆଇନା…

ସିଜେଆଇଙ୍କ ମାନବିକତା, ସହ କର୍ମୀଙ୍କ ପାଇଁ ଖୋଲିଦେଲେ ଗେଷ୍ଟ ରୁମ

ନୂଆଦିଲ୍ଲୀ,୨୩।୬: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (ସିଜେଆଇ) ଡି ଓ୍ବାଇ ଚନ୍ଦ୍ରଚୁଡ ତାଙ୍କର ସରଳତା ଏବଂ ସାଧାରଣ ଜୀବନ ପାଇଁ ସାରା ଦେଶରେ ପ୍ରସିଦ୍ଧ। ସିଜେଆଇ ଚନ୍ଦ୍ରଚୁଡଙ୍କ ସହକର୍ମୀ ଆଡଭୋକେଟ ମାନସୀ ଚୌଧରୀ ତାଙ୍କର ଏକ ବ୍ଲଗରେ ଉଲ୍ଲେଖ କରିଥିଲେ ଯେ ତାଙ୍କ…

ଯାହା ଯୁବରାଜ କରିପାରି ନ ଥିଲେ, ତାହା କରିଦେଖାଇଲେ ହାର୍ଦ୍ଦିକ ପାଣ୍ଡ୍ୟା

ଆଣ୍ଟିଗୁଆ,୨୩।୬: ଟି-୨୦ ବିଶ୍ୱକପ ୨୦୨୪ରେ ଭାରତ ସୁପର-୮ ମ୍ୟାଚରେ ବାଂଲାଦେଶକୁ ୫୦ ରନରେ ପରାସ୍ତ କରିଛି। ଏହି ବିଜୟରେ ଭାରତର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ୨୭ ବଲରେ ଅପରାଜିତ ୫୦ ରନ ସ୍କୋର…

ଅସ୍ତ୍ରଶସ୍ତ୍ର ବଦଳରେ ନକଲି ନୋଟ୍‌ ଛାପୁଛନ୍ତି ମାଓବାଦୀ, ଜାଲ୍‌ ନୋଟ୍‌ ସହ ମେଶିନ ଜବତ

ମାଲକାନଗିରି,୨୩ା୬(ଦୁର୍ଯ୍ୟୋଧନ ପାତ୍ର): ଅସ୍ତ୍ରଶସ୍ତ୍ର ବଦଳରେ ଲାଲ୍‌ବାହିନୀ ଏବେ ତିଆରି କରୁଛନ୍ତି ନକଲି ଟଙ୍କା। ମାଓବାଦୀ ଶିବିରରେ ଛପା ହେଉଛି ଏହି ନକଲି ନୋଟ୍‌। ଛତିଶଗଡ଼ରେ ଲଗାତର ଭାବେ ଚାଲିଥିବା ନକ୍ସଲ ବିରୋଧୀ ଅପରେଶନ ପରେ ଦୁର୍ବଳ ହୋଇପଡିଛି ମାଓବାଦୀ ସଂଗଠନ। କୁହାଯାଉଛି…

ଆସନ୍ତା କାଲିଠାରୁ ଆରମ୍ଭ ହେବ ୧୮ ତମ ଲୋକ ସଭାର ପ୍ରଥମ ଅଧିବେଶନ

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରରେ ନୂଆ ସରକାର ଗଠନ ପରେ ସୋମବାର ଠାରୁ ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ନବ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏହା ପରେ ବାଚସ୍ପତି…

କର୍ମଚାରୀଙ୍କ ତୁଳନାରେ କମ ଦରମା ନିଅନ୍ତି ଗୌତମ ଆଦାନୀ: ଦରମା ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୨୩।୬: ଆଦାନୀ ଗ୍ରୁପ୍‌ର ଚେୟାରମ୍ୟାନ ତଥା ଦେଶର ଦ୍ୱିତୀୟ ଧନୀ ବ୍ୟକ୍ତି ଗୌତମ ଆଦାନୀଙ୍କ ଦରମା ସମ୍ପର୍କରେ ଏକ ମଜାଦାର ସୂଚନା ସାମ୍ନାକୁ ଆସିଛି। ୨୦୨୪ ଆର୍ଥିକ ବର୍ଷ ପାଇଁ ଗୌତମ ଆଦାନୀ ୯.୨୬ କୋଟି ଟଙ୍କା ପ୍ୟାକେଜ ପାଇଛନ୍ତି। ସେମାନେ…

ଉତ୍ତରାଧିକାରୀ ଘୋଷଣା କଲେ ମାୟାବତୀ

ଲକ୍ଷ୍ନୌ,୨୩ା୬। ଲୋକ ସଭା ନିର୍ବାଚନରେ ପରାଜୟ ପରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ର ସୁପ୍ରିମୋ ମାୟାବତୀ  ଏକ ବଡ଼ ଘୋଷଣା କରିଛନ୍ତି। ସେ ପୁଣି ଥରେ ତାଙ୍କ ପୁତୁରା ଆକାଶ ଆନନ୍ଦଙ୍କୁ ଉତ୍ତରାଧିକାରୀ ଭାବେ ଶନିବାର ଘୋଷଣା କରିଛନ୍ତି। ଆଜି ବିଏସ୍‌ପିର ଏକ…

‘ସୁଭଦ୍ରା ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଭାଗ ପ୍ରସ୍ତୁତ, ଆଗାମୀ ୧୦୦ ଦିନରେ…

ଭୁବନେଶ୍ୱର,୨୩।୬: ‘ସୁଭଦ୍ରା ଯୋଜନା’କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌। ରାଜ୍ୟର ସମସ୍ତ ମହିଳାଙ୍କୁ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ତେବେ ଯୋଜନା ଉପରେ କ୍ୟାବିନେଟ୍‌ ମୋହର ବାଜିଥିବା ବେଳେ ଏବେ ଡ୍ରାଫ୍ଟିଂ…

ଘଟଗାଁରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା’ ତାରିଣୀଙ୍କ ପୀଠ ହେବ…

କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖମନ୍ତ୍ରୀ ମୋହନ ଚରଣ ମାଝି ରବିବାର କେନ୍ଦୁଝର ଗସ୍ତରେ ଆସିଥିବା ବେଳେ ମା’ ତାରିଣୀଙ୍କ ପୀଠରେ ପୂଜାର୍ଚ୍ଚନା କରିବା ସହ ଏହାର ଚତୁଃପାର୍ଶ୍ୱ ବୁଲି ଦେଖିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହିଦିନଠାରୁ ୧୦ଟାରୁ ଖୋଲିବ ସ୍କୁଲ, ସ୍ବାଭାବିକ ଭାବେ ଚାଲିବ ପାଠପଢ଼ା

ଭୁବନେଶ୍ୱର,୨୩।୬: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri