ମୂଳ ଖରସ୍ରୋତା ପୁନରୁଦ୍ଧାର ପାଇଁ ମୁଁ ପ୍ରତିଶ୍ରୁତିବଦ୍ଧ: ବିଧାୟକ
ରସୁଲପୁର,୨୩ା୬(ରଞ୍ଜିତ ରାଉତ): ମୂଳ ଖରସ୍ରୋତାର ପୁନରୁଦ୍ଧାର ଦିଗରେ କୋରେଇ ବିଧାୟକ ଆକାଶ ଦାସନାୟକ ଉଦ୍ୟମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଖରସ୍ରୋତା ପୁନରୁଦ୍ଧାର ସମିତି, ମଧୁବନ ହାଟ ଏବଂ ରସୁଲପୁର ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ଗୋପାଳପୁର ଡାକବଙ୍ଗଳା ପରିସରରେ ଅନୁଷ୍ଠିତ…
ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ନିର୍ଦ୍ଦେଶ
ଯାଜପୁର ଟାଉନ,୨୩ା୬, (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ ନିଖିଲ ପବନ କଲ୍ୟାଣଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମବାୟ ବୟନ, ହସ୍ତତନ୍ତ ଏବଂ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ…
୬ ବର୍ଷ ହେଲା ପ୍ରତିଶ୍ରୁତିରେ ବସ୍ ଟର୍ମିନାଲ
ଯାଜପୁର,୨୩ା୬ (ହର୍ଷବର୍ଦ୍ଧନ ବେହେରା): ପୌରାଣିକ ଓ ଐତିହାସିକ କିମ୍ବଦନ୍ତୀ ବହନ କରୁଥିବା ଯାଜପୁର ସହରର ନବକଳେବର ହୋଇଛି। ଇତିମଧ୍ୟରେ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇ ମେଡିକାଲ କଲେଜ, ମିନି ସଚିବାଳୟ, ଜିଲା ସଦର ଡାକ୍ତରଖାନାର ଉନ୍ନତୀକରଣ, ରାସ୍ତା ପ୍ରଶସ୍ତୀକରଣ, ଜିଲା କୋର୍ଟ, କୁସୁମା…
ସ୍ବାସ୍ଥ୍ୟ, ପାନୀୟ ଜଳ ସମସ୍ୟା ନେଇ ଉଦ୍ବେଗ
ଦିଗପହଣ୍ଡି,୨୩ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରର ସ୍ବାସ୍ଥ୍ୟ ଓ ପାନୀୟ ଜଳ ସମସ୍ୟା ପ୍ରତି ଦୃଷ୍ଟି ଦିଆଯିବ ବୋଲି ଦିଗପହଣ୍ଡିର ନବନିର୍ବାଚିତ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ପ୍ରକାଶ କରିଛନ୍ତି। ଦିଗପହଣ୍ଡି ଏନଏସିର ୧୪ତମ ପରିବର୍ଦ୍ଧିତ କାଉନସିଲ ସଭା ଶୁକ୍ରବାର ଏନ୍ଏସି ସମ୍ମିଳନୀ…
୨ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍
ଚିକିଟି,୨୩ା୬ (ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅନୁପସ୍ଥିତ ୨ ଡାକ୍ତରଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବିଧାୟକଙ୍କ ଅଭିଯୋଗ ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ୨ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୩ଦିନ ଭିତରେ…
ଶିଶୁଙ୍କୁ କାମରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଅନୁଗୋଳ,୨୩ା୬: ଅନୁଗୋଳ ଜିଲା କାର୍ଯ୍ୟାଳୟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ ଶିଶୁ ଏବଂ କିଶୋର ଶ୍ରମିକ ଆଇନ ୧୯୯୮ ଅଧୀନରେ ଏକ ସମନ୍ବୟ ବୈଠକ ହୋଇଥିଲା। ଶିଶୁ୍ମାନଙ୍କୁ ଶ୍ରମିକ ଭାବରେ କାର୍ଯ୍ୟରେ ଲଗାଇଥିବା ମାଲିକମାନଙ୍କ ବିରୋଧରେ କିପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବା…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ସ୍ଥାପନ ଦାବି
ବଇଣ୍ଡା,୨୩।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ସହ ବଇଣ୍ଡା ଫାଣ୍ଡିକୁ ଥାନା କରିବା ପାଇଁ ଶୁକ୍ରବାର ବଇଣ୍ଡା ଗ୍ରାମ ଉପ ସଭାପତି ଅରବିନ୍ଦ ସାହୁ ଭୁବନେଶ୍ବରଠାରେ ମୁଖ୍ୟମନ୍ତ୍ରୀ ମୋହନ…
ଏକମାତ୍ର ପୁଅର ୨ କିଡ୍ନୀ ଖରାପ
ପାଟଣା,୨୩ା୬(ବୀର କିଶୋର ଦାଶ): ସାଙ୍ଗସାଥୀଙ୍କ ମେଳରେ ଖେଳିବା, ବୁଲିବା କଥା; କଅଁଳ ବୟସରେ ଦୁରାରୋଗ୍ୟରେ ପୀଡ଼ିତ ହୋଇ ଶଯ୍ୟାରେ ପଡ଼ି ମୃତ୍ୟୁ ସହ ସଙ୍ଘର୍ଷ କରୁଛନ୍ତି। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ପାଟଣା ବ୍ଲକ ଚୀନାମାଳିପଶି କେତାଙ୍ଗ ଗ୍ରାମରେ ଦେଖିବାକୁ ମିଳିଛି।…
ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ
କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଓ ଗୋହାଲଡିହି ରେଲୱେ ଷ୍ଟେଶନକୁ ପ୍ରବେଶ କରୁଥିବା ମୁଖ୍ୟ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି। ସ୍ଥାନୀୟ ଲୋକେ ରାସ୍ତା ମରାମତି ପାଇଁ ଅଭିଯୋଗ କରିଆସୁଥିଲେ ହେଁ କୌଣସି ପଦକ୍ଷେପ…
ଘସିପୁରାରେ ବଢୁଛିି ବାଲି ଚୋରାଚାଲାଣ
ରାମଚନ୍ଦ୍ରପୁର,୨୩।୬(ଗଣେଶ୍ୱର ସା): କେନ୍ଦୁଝର ଜିଲା ଘସିପୁରା ତହସିଲ ଅଞ୍ଚଳରେ ବାଲି ଚୋରାଚାଲାଣ ବଢ଼ୁଛି। ବିଶେଷ କରି ତହସିଲ ଅନ୍ତର୍ଗତ ସାଇଁକୁଳ ସର୍କଲ ଅଧୀନରେ ଥିବା ବୈତରଣୀ ନଦୀର ବାତୋ ଘାଟରୁ ବେଧଡ଼କ ବାଲି ଉଠାଯାଇ ଚାଲାଣ ହେଉଥିବା ଅଭିଯୋଗ ହେଉଛି। ଏ…
ଲୋକଙ୍କ ଅଭିଯୋଗ ଶୁଣିଲେ ପଞ୍ଚାୟତିରାଜ ମନ୍ତ୍ରୀ
ଛେଣ୍ଡିପଦା,୨୩।୬, (ଅଜିତ ଧଳ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଶନିବାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଦୁର୍ଗାପୁର ଓ ଛେଣ୍ଡିପଦାଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଅବସରରେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା…
ୟୁପିକୁ ହାଲୁକା ଭାବେ ନେବା ମହଙ୍ଗା ପଡ଼ିଲା
ନୂଆଦିଲ୍ଲୀ,୨୩ା୬(ପି.ଟି.): ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ଏକ୍ଜିଟ୍ ପୋଲ୍ର ପୂର୍ବାନୁମାନ ଭୁଲ୍ ହେବା ଘଟଣାରେ ଆକ୍ସିସ୍ ମାଇଁ ଇଣ୍ଡିଆକୁ ଦୋଷ ଦିଆଯାଉଥିବାବେଳେ ଏହାର ମୁଖ୍ୟ ଶେଷରେ ଭୁଲ୍ ସ୍ବୀକାର କରିଛନ୍ତି। ଉତ୍ତରପ୍ରଦେଶର ଶେଷ ତିନି ପର୍ଯ୍ୟାୟ ନିର୍ବାଚନକୁ ହାଲୁକା ଭାବେ ନେବା…
Archives


