୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍ ଛାଡ଼ିଲେ ଫୁଡ୍ ବ୍ଲଗର
ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ ବେଳେବେଳେ ଅନ୍ଲାଇନ ପ୍ଲାଟ୍ଫର୍ମଗୁଡ଼ିକ ଜରିଆରେ ପରିଶ୍ରମ ଅନୁଯାୟୀ ଫଳ ମିଳି ନ ଥାଏ। ଫଳରେ…
ଏଇ ଭାରତରେ
ବୟସ ୨୫, ହେଲେ ଜାସ୍ କାଲ୍ରାଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ତଥା ପ୍ରେରଣାଦାୟକ। ଏହି ବୟସରେ ଜାସ୍ ଗୁରୁଗ୍ରାମରେ ଏକ ଆଶ୍ରୟସ୍ଥଳୀରେ ୧,୨୦୦ ଅସହାୟ ଲୋକଙ୍କୁ ରଖି ସେମାନଙ୍କ ଚିକିତ୍ସା ବ୍ୟବସ୍ଥା କରିବା ସହ ଦୈନନ୍ଦିନ ଆବଶ୍ୟକତା ମଧ୍ୟ ପୂରଣ କରୁଛନ୍ତି।…
ନାଗା ସୃଜନ ନାୟିକା
ଏବେ ସାହିତ୍ୟରେ ଗୋଟେ ନୂଆ ଫର୍ମାଟ୍ ବିକଶିତ ହୋଇଛି। ପୁରୁଣା କଥାବସ୍ତୁ, ପୌରାଣିକ ଆଖ୍ୟାୟିକା, ଐତିହାସିକ ଘଟଣାବଳୀକୁ ଲେଖକମାନେ ନୂତନ ଢଙ୍ଗରେ ବ୍ୟାଖ୍ୟାନ କରି ବଡ଼ ପାଠକ ଗୋଷ୍ଠୀଙ୍କ ନିକଟରେ ପହଞ୍ଚତ୍ବାର ଉଦ୍ୟମ କରୁଛନ୍ତି। ଏହା ସମ୍ପୂର୍ଣ୍ଣ ମୌଳିକ ସର୍ଜନା ହୋଇ…
ଗଣତନ୍ତ୍ରରେ ଦଳ ଓ ସରକାର
ଆମ ଦେଶ ଯେ ବିଶ୍ୱରେ ଏକ ସର୍ବବୃହତ୍ ଗଣତାନ୍ତ୍ରିକ ରାଷ୍ଟ୍ର ଭାବରେ ପରିଚିତ ଏଥିରେ ତିଳେମାତ୍ର ସନ୍ଦେହ ନାହିଁ। ୭୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ଆମେ ଗଣତାନ୍ତ୍ରିକ ରାସ୍ତାରେ ଚାଲିଛୁ। ଗୋଟିଏ ବିରାଟ ଭୂଖଣ୍ଡ। ଜନସଂଖ୍ୟା ଦୃଷ୍ଟିରୁ ବିଶ୍ୱରେ ପ୍ରଥମ…
କେଜ୍ରିଓ୍ବାଲଙ୍କ ବିରୋଧରେ ଚାଲିବ ଆଇନଗତ ମକଦ୍ଦମା
ନୂଆଦିଲ୍ଲୀ, ୨୨।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍ ଆଦ୍ମୀ ପାର୍ଟି(ଆପ୍)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଝଟକା ଲାଗିଛି। ତଥାକଥିତ ଅବକାରୀ ଦୁର୍ନୀତି ମାମଲାରେ କେଜ୍ରିଓ୍ବାଲଙ୍କ ବିରୋଧରେ ଆଇନଗତ ମକଦ୍ଦମା ଚଳାଇବାକୁ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସକ୍ସେନା ଶନିବାର ପ୍ରବର୍ତ୍ତନ…
ଆଗକୁ କ’ଣ ଘଟିବ
୨୦୨୫ ବର୍ଷଟି ବିଭିନ୍ନ ଉପାୟରେ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ। ଡୋନାଲ୍ଡ ଟ୍ରମ୍ପ ଆସନ୍ତା ମାସରେ ପୁନର୍ବାର ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଗୁରୁତ୍ୱପୂର୍ଣ୍ଣ ଘଟଣାଗୁଡ଼ିକ ସାମ୍ନାକୁ ଆସିବ। ଆମେରିକା ରାଜନୀତିରେ ଯାହା ଘଟୁଛି ତାହା ଗତ…
ଟ୍ରକ୍କୁ ପିଟି ଜଳିଗଲା ବସ୍: ୩୮ ଜଣଙ୍କ ଜୀବନ ଗଲା, ୯ ଗୁରୁତର
ବ୍ରାସିଲିଆ,୨୨ା୧୨: ଏକ ଯାତ୍ରୀବାହୀ ବସ୍ ଟ୍ରକ୍କୁ ଧକ୍କା ଦେବା ପରେ ହୁତୁହୁତ ହୋଇ ରାସ୍ତାରେ ଜଳିଯାଇଛି। ଫଳରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ ଗୁରୁତର ହୋଇଛନ୍ତି। ବ୍ରାଜିଲର ମିନାସ ଜେରାଇସ ରାଜ୍ୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଅଧିକାରୀଙ୍କ…
ଦାଉ ସାଧୁଛି ବର୍ଷା, ଚିନ୍ତାରେ ଚାଷୀ
ଜଗତସିଂହପୁର ଅଫିସ, ୨୨ା୧୨ (ପ୍ରମୋଦ କୁମାର ନାୟକ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ମାତ୍ରାଧିକ ବର୍ଷା ଲାଗି ରହିଛି। ଏହାଦ୍ୱାରା ବ୍ୟାପକ ଫସଲ ପ୍ରଭାବିତ ହେବା ଆଶଙ୍କା ରହିଛି। ଜଗତ୍ସିଂହପୁର ଜିଲାରେ…
ଆଜି ଶିମିଳିପାଳ ବନ୍ଦ
ବାରିପଦା,୨୨।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଲଗାଣ ବର୍ଷା ଯୋଗୁ ରବିବାର ଶିମିଳିପାଳ ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶିମିଳିପାଳର ପିଠାବଟା ଓ କାଳିକାପ୍ରସାଦ ଦୁଇଟି ଗେଟ୍ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର ଉପନିର୍ଦ୍ଦେଶକ ସାଇ…
ଓ୍ବାନ୍ ନେଶନ ଓ୍ବାନ୍ ଇଲେକ୍ସନ: ବିଜେଡିରେ ଦ୍ୱନ୍ଦ୍ୱ
ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଏକ ଦେଶ ଏକ ନିର୍ବାଚନ(ୱାନ୍ ନେଶନ ୱାନ୍ ଇଲେକ୍ସନ) ପ୍ରସଙ୍ଗରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ ରହିଛି। ରାଜ୍ୟ ସଭାରେ ଏହି ବିଲ୍କୁ ଦଳ ସମର୍ଥନ କରିବ କି ବିରୋଧ କରିବ ସେ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ…
ଓଡ଼ିଶାରେ ୫୫୯ ବର୍ଗ କି.ମି. ଜଙ୍ଗଲ ବଢ଼ିଛି
ନୂଆଦିଲ୍ଲୀ,୨୨ା୧୨(ପି.ଟି.): ୨୦୨୧ରୁ ୨୦୨୩ ମଧ୍ୟରେ ସାରା ଭାରତର ୧,୪୪୫ ବର୍ଗ କି.ମି. ଅଞ୍ଚଳରେ ଜଙ୍ଗଲ ବଢ଼ିଛି, ଯାହାକି ଦେଶର ମୋଟ ଭୌଗୋଳିକ କ୍ଷେତ୍ରର ୨୫.୧୭%। ଏଥିରୁ ୫୫୯ ବର୍ଗ କି.ମି. ବିସ୍ତୃତ ଅଞ୍ଚଳରେ ଓଡ଼ିଶାର ଜଙ୍ଗଲ ବୃଦ୍ଧି ପାଇଛି। ଛତିଶଗଡ଼ ଓ…
ବର୍ଷା ଧୋଇନେଲା ବର୍ଷକର ଦାନା
ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ ଶନିବାର ଅପରାହ୍ନରୁ ବର୍ଷା ହ୍ରାସ ପାଇଛି ତେବେ ବିଲରେ ପାଣି ଛିଡ଼ା ହୋଇଛି। ପାଣି…

