Home

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା ଲାଗି ମଧ୍ୟ ବହୁତ ସହାୟକ ହୋଇଥାଏ। ଚାଣକ୍ୟ ନୀତିରେ ଗୃହସ୍ଥ ଜୀବନର ଛୋଟରୁ ବଡ଼…

ଖାଲି ପ୍ରେମ ନୁହେଁ, ପୁରୁଷସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି: ନମ୍ରତା: ମହିଳାମାନେ ସାଥୀଙ୍କ ଭିତରେ ନମ୍ରତା…

ନାତି ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅତୁଲ ସୁଭାଷଙ୍କ ମା’, ୩ ରାଜ୍ୟ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୨୦।୧୨: ବହୁଚର୍ଚ୍ଚିତ ଇଞ୍ଜିନିୟର ଅତୁଲ ସୁଭାଷ ମୋଦିଙ୍କ ଆତ୍ମହତ୍ୟା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ଅତୁଲଙ୍କ ମା’ ନିଜର ୪ ବର୍ଷର ନାତିଙ୍କ କଷ୍ଟଡି ଦାବି କରିଛନ୍ତି। ଏହାକୁ ନେଇ ଦାଖଲ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ, ହରିୟାଣା ଏବଂ କର୍ନାଟକ…

ପ୍ରିୟଙ୍କାଙ୍କ ଚାଲିଯିବ ଏମପି ପଦ! ବଡ଼ ଅଡୁଆରେ ଫସିଲେ…

ନୂଆଦିଲ୍ଲୀ,୨୦।୧୨: ଅଡୁଆରେ କଂଗ୍ରେସ ଏମପି ପ୍ରିୟଙ୍କା ଭଦ୍ରା। ନବ ନିର୍ବାଚିତା ପ୍ରିୟଙ୍କାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭାରତୀୟ ଜନତା ପାର୍ଟି ନେତା ନବ୍ୟା ହରିଦାସ ପ୍ରିୟଙ୍କାଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରିଛନ୍ତି। ଶୁକ୍ରବାର କେରଳ ହାଇକୋର୍ଟରେ ଦାଖଲ ହୋଇଥିବା ଆବେଦନରେ ହରିଦାସ…

‘ଅଲ୍‌ ଇଜ୍‌ ଓ୍ବେଲ୍‌’

ମୁମ୍ବାଇ: କଥାରେ ଅଛି ‘ବଡ଼ ଘର ବଡ଼ ଗୁମର କଥା’। ତାକୁ ଭେଦିବା କାଠିକର ପାଠ। ଆମେ କହୁଛୁ ବଲିଉଡ୍‌ର ବିଗ୍‌ ବି ଅମିତାଭ ବଚ୍ଚନଙ୍କ କଥା। କିଛି ମାସ ହେଲାଣି ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ଏବଂ ବୋହୂ…

ଜଣାପଡ଼ିଲା କାରଣ, ୧୨ ବର୍ଷ ପୁରୁଣା ପ୍ରତିଶ୍ରୁତି ଭାଙ୍ଗିବା ଯୋଗୁ ଅବସର ନିଷ୍ପତ୍ତି ନେଲେ ଅଶ୍ୱିନ!

ନୂଆଦିଲ୍ଲୀ,୨୦।୧୨: ୧୮ ଡିସେମ୍ବର ୨୦୨୪ ଦିନ ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ଲାଗି ଅଭୂଲା। କାରଣ ଏହି ଦିନ ଟିମ୍‌ ଇଣ୍ଡିଆ ବ୍ରିସବେନ୍‌ ଟେଷ୍ଟକୁ ଡ୍ର’ କରିବାରେ ସଫଳ ହୋଇଥିବା ବେଳେ ରବିଚନ୍ଦ୍ରନ ଅଶ୍ୱିନ ସନ୍ନ୍ୟାସ ଘୋଷଣା କରି ପୁରା ଦେଶକୁ ଚମକାଇଥିଲେ।…

୧୫  ଯାଏ ନାମାଙ୍କନ, ୨୦ ସୁଦ୍ଧା ଘୋଷଣା…ଜାନୁଆରୀରେ ଭାଜପାକୁ ମିଳିପାରେ ନୂଆ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୦।୧୨: ଶାସକ ଭାଜପାକୁ ନୂଆ ବର୍ଷରେ ମିଳିବ ନୂଆ ଅଧ୍ୟକ୍ଷ। ଜାନୁଆରୀ ୧୫ରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଲାଗି ନାମାଙ୍କନପତ୍ର ଶେଷ ହେବ। ଏହାପରେ ଜାନୁଆରୀ ୨୦ ସୁଦ୍ଧା ଭାଜପାର ନୂତନ ସଭାପତି ମଧ୍ୟ ଘୋଷଣା କରାଯାଇପାରେ। ତେବେ ଜାନୁଆରୀ…

IPL 2025 ପୂର୍ବରୁ ଅଧିନାୟକ ହେଲେ ରିଙ୍କୁ ସିଂ, କ୍ୟାରିୟରରେ ପ୍ରଥମଥର ପାଇଁ…

ନୂଆଦିଲ୍ଲୀ,୨୦।୧୨: ଟିମ୍‌ ଇଣ୍ଡିଆର ଯୁବ କ୍ରିକେଟର ରିଙ୍କୁ ସିଂଙ୍କୁ ମିଳିଛି ନୂଆ ଦାୟିତ୍ୱ। ଆଇପିଏଲ୍‌ରେ ଜବରଦସ୍ତ ପ୍ରଦର୍ଶନ ପରେ ତାଙ୍କୁ ଅନ୍ତର୍ଜାତୀୟ କ୍ରିକେଟ ଖେଳିବାକୁ ସୁଯୋଗ ମିଳିଥିଲା। ସେ ଭାରତର ଟି୨୦ ଟିମ୍‌ରେ ନିଜ ସ୍ଥାନ ପକ୍କା କରିଛନ୍ତି। ଏବେ ତାଙ୍କୁ…

ନିଜଠାରୁ ୪୦ ବର୍ଷ ସାନ ଅଭିନେତ୍ରୀଙ୍କୁ ଡେଟ୍‌ କରୁଛନ୍ତି ଅଜୟ ଦେବଗନଙ୍କ ଅନସ୍କ୍ରିନ୍‌ ବାପା!

ମୁମ୍ବାଇ: ବଲିଉଡ୍‌ ଫିଲ୍ମଜଗତର ଜଣେ ଜଣାଶୁଣା ନାମ ହେଲେ ଗୋବିନ୍ଦ ନାମଦେବ। ଏହି ଭେଟେରାନ ଅଭିନେତା ‘ଓଏମ୍‌ଜି’, ‘ସିଙ୍ଘମ’,‘ଓ୍ବାଣ୍ଟେଡ’ ଭଳି ଚଳଚ୍ଚିତ୍ରରେ ନଜର ଆସିଛନ୍ତି। ହେଲେ ଏବେ ସେ ଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ। ତାଙ୍କର ଏକ ଫଟୋ ସୋସିଆଲ ମିଡିଆରେ…

ଚନ୍ଦ୍ରଚୂଡଙ୍କୁ ରାହୁଲଙ୍କ ବିରୋଧ! ମୋଦି ଚାହୁଁଛନ୍ତି…

ନୂଆଦିଲ୍ଲୀ,୨୦।୧୨: ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ଼ଙ୍କୁ ନେଇ ଆସିଛି ବଡ଼ ଖବର। ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇ ସେ ଶୁକ୍ରବାର ଘୋଷଣା କରିଛନ୍ତି ଯେ, ଜାତୀୟ ମାନବଧିକାର ଆୟୋଗର ଆଗାମୀ ଅଧ୍ୟକ୍ଷକୁ ନେଇ କରାଯାଉଥିବା ଚର୍ଚ୍ଚା ସମୂର୍ଣ୍ଣ ଗୁଜବ…

ପ୍ରିୟଙ୍କା ଗାନ୍ଧୀଙ୍କୁ ‘୧୯୮୪’ ଲେଖାଥିବା ବ୍ୟାଗ୍‌ ଭେଟି ଦେଲେ MP ଅପରାଜିତା ଷଡ଼ଙ୍ଗୀ, ଜାଣନ୍ତୁ ପୁରା ମାମଲା…

ନୂଆଦିଲ୍ଲୀ,୨୦।୧୨: ଚଳିତ ଥର ସଂସଦର ଶୀତକାଳୀନ ଅଧିବେଶନ ବେଶ ଚର୍ଚ୍ଚାରେ ରହି ଆସୁଛି। କେବେ ମାରପିଟ୍‌ ତ କେବେ ବ୍ୟାଗ୍‌ ପଲିଟିକ୍ସ ଯାଏ ସବୁକିଛି ଦେଖିବାକୁ ମିଳିଛି। ପ୍ରତ୍ୟେହ ନୂଆ ବ୍ୟାଗ୍‌ ସହ ସଂସଦରେ ପହଞ୍ଚି ପ୍ରିୟଙ୍କା ଖବରରେ ରହୁଛନ୍ତି। ତାଙ୍କ…

ଗଞ୍ଜାମରେ ଲଘୁଚାପ ବର୍ଷା: ବିଲରେ ପଡ଼ିଛି କଟା ଧାନ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୦ା୧୨(ବିଦ୍ୟାଧର ସାହୁ): ଦୁଇଦିନ ଧରି ମେଘୁଆ ପାଗ ଥିବା ବେଳେ ଶୁକ୍ରବାର ସକାଳୁ ଝିପିଝିପି ବର୍ଷା ଲାଗିରହିଛି। ଏହି ଅଦିନିଆ ବର୍ଷାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ସ୍ଥାନୀୟ ଅଞ୍ଚଳ ଚାଷୀ। ପ୍ରାୟ ଜମିରେ ଧାନ ସବୁ ପାଚି ଯାଇଥିବା ବେଳେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?