Home

୯ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୨୨।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଜନତା ମଇଦାନଠାରେ ୯ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶାର କ୍ରୀଡ଼ା ଯୁବ ବିକାଶ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମୁଖ୍ୟ ଅତିଥି ଭାବେ…

କୋଇଲା ଖଣି ନିଲାମର ୧୦ମ ରାଉଣ୍ଡ ଶୁଭାରମ୍ଭ

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା): କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଶନିବାର ବାଣିଜି୍ୟକ କୋଇଲା ଖଣି ନିଲାମର ଦଶମ ରାଉଣ୍ଡ ଆରମ୍ଭ କରାଯାଇଛି। ଏଥିରେ ମୋଟ ୬୭ଟି କୋଇଲା ଖଣି ନିଲାମରେ ସାମିଲ ହୋଇଥିଲା। କେନ୍ଦ୍ର କୋଇଲା ଏବଂ ଖଣିମନ୍ତ୍ରୀ ଜି. କିଶନ ରେଡ୍ଡୀ ହାଇଦ୍ରାବାଦରେ…

ଓଏଚ୍‌ପିସି ପାଳିଲା ଯୋଗ ଦିବସ

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା): ଓଡ଼ିଶା ହାଇଡ଼୍ରୋ ପାଓ୍ବାର କର୍ପୋରେଶନ(ଓଏଚପିସି) ପକ୍ଷରୁ ଆର୍ନ୍ତଜାତୀୟ ଯୋଗ ଦିବସ ଅବସରରେ ଏକ ଯୋଗ ପ୍ରଶିକ୍ଷଣ ତଥା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସତ୍ୟାନନ୍ଦ ଯୋଗ ବିଦ୍ୟାଳୟ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ପ୍ରଶିକ୍ଷକ ପ୍ରକାଶ ଚନ୍ଦ୍ର ଗଜେନ୍ଦ୍ର,…

ନୀରୋଗ ରହିବା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା): ଶିକ୍ଷା ଓ ଅନୁସନ୍ଧାନ ଡିମଡ୍‌ ଟୁ ବି ୟୁନିଭରସିଟି ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏ ଅବସରରେ ଉଭୟ ଶାରିରୀକ ଓ ମାନସିକ ସୁସ୍ଥତା କ୍ଷେତ୍ରରେ ଯୋଗର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ପ୍ରକାଶ ପାଇଥିଲା।…

ଉତ୍ତମ ସ୍ବାସ୍ଥ୍ୟ ପାଇଁ ଯୋଗାଭ୍ୟାସ ଜରୁରୀ

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା): ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ଏବଂ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ବିଦ୍ୟାଳୟ ପରିସରରେ ଆନ୍ତର୍ଜାତୀୟ ଯୋଗ ଦିବସ ଶୁକ୍ରବାର ଦିନ ପାଳିତ ହୋଇଯାଇଛି ା ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ.ସତ୍ୟବ୍ରତ ମୀନକେତନଙ୍କ…

ଏପିକ୍‌ ନ୍ୟୁ ସ୍ବିଫ୍ଟିର ମାସ୍‌ ଡେଲିଭରି

ଭୁବନେଶ୍ୱର,୨୨।୬ (ଅଭୟ ଦାଶ): ମାରୁତି ସୁଜୁକିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଏପିକ୍‌ ନ୍ୟୁ ସ୍ବିଫ୍ଟି’ର ସର୍ବଭାରତୀୟ ଉନ୍ମୋଚନ ଓ ବଜାର ପ୍ରବେଶ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ସ୍ବୀକୃତିପ୍ରାପ୍ତ ତଥା ଭୁବନେଶ୍ୱର ଓ କଟକର ମାରୁତି ସୁଜୁକି…

ଜୟଆଲୁକ୍କାସ୍‌ର ବିଗେଷ୍ଟ ଜୁଏଲେରି ଫେଷ୍ଟିଭାଲ

ଭୁବନେଶ୍ୱର,୨୨।୬: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ର ବହୁ ପ୍ରତୀକ୍ଷିତ ତଥା ବିଗେଷ୍ଟ ଜୁଏଲେରି ଫେଷ୍ଟିଭାଲ (ଅତୁଳନୀୟ ଅଳଙ୍କାର ବିକ୍ରୟ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଫେଷ୍ଟଭାଲ ଅବସରରେ ଗ୍ରାହକମାନେ ବ୍ରାଣ୍ଡ୍‌ର ସମସ୍ତ ଅଳଙ୍କାରର…

ବଜାରରେ ମହିନ୍ଦ୍ରା ପାୱାରୋଲର ନୂତନ ଡିଜି ସେଟ୍‌

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା) : ମହିନ୍ଦ୍ରା ପାୱାରୋଲର ଅନୁମୋଦିତ ଜିଓଇଏମ୍‌, ଜିଏସ୍‌ପି ପାୱାର ପ୍ରୋଜେକ୍ଟସ ଦ୍ବାରା ସିପିସିବିଆଇଭି+ଏମିଶନ ଷ୍ଟାଣ୍ଡାର୍ଡ କମ୍ଲିଆଣ୍ଟ ରେଞ୍ଜର ଡିଜେଲ ଜେନେରେଟର ସେଟ୍‌ ଉନ୍ମୋଚିତ ହୋଇଯାଇଛି। ସିପିସିବିଆଇଭି ପ୍ଲସ୍‌ ଜେନ୍‌ସେଟ୍‌ ରିଟେଲ ସେଲ୍‌ସର ଜେନେରାଲ ମ୍ୟାନେଜର ସୁମିତ ଗୁପ୍ତା, ମହିନ୍ଦ୍ରା…

ଜିଡିପି ଅଭିବୃଦ୍ଧି ୭.୨% ଆକଳନ

ଭୁବନେଶ୍ୱର,୨୨।୬(ଅନୁରାଧା ମହାରଣା): ଅର୍ଥନୈତିକ କ୍ଷେତ୍ରରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଫିଚ୍‌ ରେଟିଂ ୨୦୨୪-୨୫ ଅନୁସାରେ ଭାରତର ଜିଡିପି ଅଭିବୃଦ୍ଧି ହାର ୦.୨% ବୃଦ୍ଧି ସହ ୭.୨% ରେ ପହଞ୍ଚତ୍ବା ନେଇ ପୂର୍ବାନୁମାନ କରାଯାଇଛି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ…

ବିଗ୍‌ବସ୍‌ ପାଇଁ ସନା ପ୍ରସ୍ତୁତ

ମୁମ୍ବାଇ: ପ୍ରସିଦ୍ଧ ଟିଭି ଇଣ୍ଡଷ୍ଟ୍ରି ଅଭିନେତ୍ରୀ ସନା ମକ୍‌ବୁଲ୍‌ ଖାନ୍‌ ଏବେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାରଠାରୁ ଆରମ୍ଭ ହେଉଥିବା ‘ବିଗ୍‌ବସ୍‌ ଓଟିଟି ସିଜନ ୩’ରେ ତାଙ୍କୁ ଦେଖିବାକୁ ମିଳିବ। ବିଗ୍‌ବସ୍‌ର ଏହି ସିଜନରେ ସନାଙ୍କୁ ଦେଖିବାକୁ ତାଙ୍କ ପ୍ରଶଂସକମାନେ ଉତ୍ସାହର ସହ…

ମୃତ୍ୟୁ ପରେ ବିବାହ

କୁଆଲାଲ୍‌ମ୍ପୁର: ବିବାହର ଠିକ୍‌ ପୂର୍ବରୁ ମାଲେସିଆର ୟାଙ୍ଗ୍‌ ଜିଙ୍ଗ୍‌ଶାନ(୩୧) ଏବଂ ଲି ଜୁଇଙ୍ଗ୍‌(୩୨) ନାମକ ଏକ ପ୍ରେମୀ ଯୁଗଳଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଉଭୟେ ପ୍ରାୟ ୩ ବର୍ଷ ଧରି ଲିଭ୍‌-ଇନ୍‌-ରିଲେଶନ୍‌ଶିପ୍‌ରେ ଏକାଠି ରହିଥିଲେ। ଖୁବ୍‌ଶୀଘ୍ର ଉଭୟଙ୍କର ବିବାହ କରିବାକୁ ସେମାନଙ୍କ ପରିବାରବର୍ଗ…

ରତ୍ନବେଦି ଛାଡ଼ି ସ୍ନାନ ବେଦିରେ ମହାପ୍ରଭୁ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଯାତ୍ରା। ନୀତିକାନ୍ତି ପରେ ଭୋର୍‌ ୫ଟାରୁ ଆରମ୍ଭ ହୋଇଥିଲା ଧାଡି ପହଣ୍ଡି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚିଛନ୍ତି। ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri