ମୁଖ୍ୟମନ୍ତ୍ରୀଙ୍କ ଆସନରେ ପ୍ରଚାର କଲେ ସବ୍ୟ-ଅର୍ଚ୍ଚିତା
ହିଞ୍ଜିଳିକାଟୁ,୧୪।୫(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଓଡ଼ିଆ ସିନେ ତାରକା ସବ୍ୟସାଚୀ ଓ ଅର୍ଚ୍ଚିତା ମଙ୍ଗଳବାର ବିଜେଡ଼ି ପାଇଁ ପ୍ରଚାର କରିଛନ୍ତି। ସିନେ ତାରକା ଦମ୍ପତିଙ୍କ ସହ ଆସିକା ଏମପି ପ୍ରାର୍ଥୀନୀ ରଞ୍ଜିତା ସାହୁ…
‘ଉଚ୍ଚତା କମ୍ ବୋଲି କ’ଣ ବିବାହ କରିବା ମନା’; ଟ୍ରୋଲରଙ୍କୁ ରାଗରେ ଏଭଳି କହିଲେ ଅବ୍ଦୁ…
ବମ୍ବେ: ନିର୍ବନ୍ଧ ଫଟୋ ଶେୟାର କରିବା ପରଠାରୁ ଟ୍ରୋଲ ହେଉଛନ୍ତି ବିଗ୍ ବସ୍ ଫେମ୍ ଅବ୍ଦୁ ରୋଜିକ୍। ଅନେକେ ତାଙ୍କ ଖୁସିରେ ଖୁସି ହୋଇ ଶୁଭେଚ୍ଛା ଜଣାଉଥିବା ବେଳେ କିଛି ତାଙ୍କ ଉଚ୍ଚତାକୁ ନେଇ କମେଣ୍ଟ କରୁଛନ୍ତି। ଏହାକୁ ନେଇ ଏବେ…
ଓଡ଼ିଶା ହାଇକୋର୍ଟର ୧୪୭ ଏଏସ୍ଓ ପଦବୀ ନିମନ୍ତେ ବିଜ୍ଞପ୍ତି, ମେ ୨୦ରୁ ଆବେଦନ
କଟକ,୧୪ା୫ (କାର୍ତ୍ତିକ ସାହୁ) ଓଡ଼ିଶା ହାଇକୋର୍ଟରେ ୧୪୭ଟି ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍ଓ) ପଦବୀ ନିମନ୍ତେ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତନ୍ମଧ୍ୟରୁ ୪୯ଟି ପଦବୀ ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଏହି ପଦବୀରେ ନିଯୁକ୍ତି ନିମନ୍ତେ ଯୋଗ୍ୟ ପ୍ରାର୍ଥୀମାନେ ମେ…
‘କୌଣସି ଦଳକୁ ସମର୍ଥନ ଦେବୁ ନାହିଁ’; ଘୋଷଣା କରି ଭାଜପାକୁ ବଡ଼ ଝଟ୍କା ଦେଲେ…
ଲକ୍ଷ୍ନୌ,୧୪।୫: ଉତ୍ତରପ୍ରଦେଶ ଜନସତ୍ତା ଦଳ(ଗଣତାନ୍ତ୍ରିକ) ମୁଖ୍ୟ ରାଜା ଭୈୟା ଲୋକ ସଭା ନିର୍ବାଚନରେ କୌଣସି ଦଳକୁ ସମର୍ଥନ ଦେବେ ନାହିଁ ବୋଲି ଘୋଷଣା କରିଛନ୍ତି। ନିଜର ବିବେକ ଏବଂ ପସନ୍ଦ ଅନୁଯାୟୀ ଭୋଟ୍ ଦେବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ତେବେ…
ନିର୍ବାଚନ ପରେ ଗ୍ରାହକଙ୍କୁ ବଡ଼ ଝଟ୍କା, ୫୦ରୁ ୨୫୦ ଯାଏଁ ମହଙ୍ଗା ହେବ ମୋବାଇଲ ରିଚାର୍ଜ!
ନୂଆଦିଲ୍ଲୀ,୧୪।୫: ଲୋକ ସଭା ନିର୍ବାଚନ ପରେ କୋଟି କୋଟି ମୋବାଇଲ ୟୁଜର୍ସଙ୍କୁ ଏକ ବଡ଼ ଝଟକା ଳାଗିବାକୁ ଯାଉଛି। ସୂଚନା ଅନୁଯାୟୀ, ଟେଲିକମ କମ୍ପାନୀଗୁଡିକ ମୋବାଇଲ ତାରିଫ୍ ବୃଦ୍ଧି କରିବାକୁ ଯାଉଛନ୍ତି। ଏହା ୨୫ ପ୍ରତିଶତ ବୃଦ୍ଧି ପାଇବାର ସମ୍ଭାବନା ରହିଛି।…
୫୨ ସଂସ୍ଥା ବ୍ଲାକଲିଷ୍ଟ, ୧.୮୬ ଲକ୍ଷ ମୋବାଇଲ ବ୍ଲକ; ଟେଲିକମ୍ ବିଭାଗ ନେଲା ବଡ଼ ପଦକ୍ଷେପ…
ନୂଆଦିଲ୍ଲୀ,୧୪।୫: ସାଇବର ଅପରାଧକୁ ରୋକିବା ଲାଗି ଟେଲିକମ୍ ବିଭାଗ ଅନେକ ପଦକ୍ଷେପ ନେଇଛି। ଲୋକଙ୍କୁ ଠକିବା ଲାଗି ଏସ୍ଏମ୍ଏସ୍ ପଠାଇବା ସହ ଜଡ଼ିତ ୫୨ ପ୍ରମୁଖ ସଂଗଠନକୁ ବ୍ଲାକଲିଷ୍ଟ(କଳା ତାଲିକାଭୁକ୍ତ) କରାଯାଇଛି। ୭୦୦ ଏସ୍ଏମ୍ଏସ୍ ବିଷୟବସ୍ତୁ ଟେମ୍ପଲେଟ୍ଗୁଡ଼ିକ ବନ୍ଦ କରାଯାଇଛି। ୩୪୮…
୮ ମାମଲା, ୧୭ କୋଟିର ଋଣ, ୬ କିଲୋ ସୁନା, ୫୦ ଏଲ୍ଆଇସି ପଲିସି…ଜାଣନ୍ତୁ ଭାଜପାରୁ ପ୍ରାର୍ଥୀ ସାଜିଥିବା କଙ୍ଗନାଙ୍କ ସମ୍ପତ୍ତିରେ ଅଛି କ’ଣ କ’ଣ?
ନୂଆଦିଲ୍ଲୀ,୧୪।୫: ଚଳିତ ନିର୍ବାଚନରେ ପ୍ରାର୍ଥୀ ସାଜିଥିବା ବଲିଉଡ୍ ଅଭିନେତାଙ୍କ ବିରୋଧରେ ଚାଲିଛି ୮ ମାମଲା। ତାଙ୍କ ପାଖରେ ଏକାଧିକ ଫ୍ଲାଟ, ମୁମ୍ବାଇରେ ଘର ଏବଂ ମନାଲିରେ ବଡ଼ ବଙ୍ଗଳା ରହିଛି। କୋଟି କୋଟି ଟଙ୍କାର ଅଚଳାଚଳ ସମ୍ପତ୍ତିର ମାଲିକାଣୀ ସେ। ହେଲେ…
ବଢୁଛି ମୋଦିଙ୍କ ସମ୍ପତ୍ତି,ଏବେ ଏତେ କୋଟି ଟଙ୍କାର ମାଲିକ
ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବାରାଣସୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ସେ ତାଙ୍କ ସମ୍ପତ୍ତି ବିବରଣୀ ମଧ୍ୟ ସାର୍ବଜନୀନ କରିଛନ୍ତି। ସତ୍ୟପାଠ ଅନୁସାରେ ପ୍ରଧାନମନ୍ତ୍ରୀ ମୋଦି ୩.୦୨ କୋଟି ଟଙ୍କାର ମାଲିକ। ୨୦୧୪…
ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ସୁଯୋଗ, ୮୧ ହଜାର ଯାଏଁ ଅଛି ଦରମା
ଭୁବନେଶ୍ୱର,୧୪।୫: ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆବେଦନକାରୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ ଏଥିପାଇଁ ଅନଲାଇନରେ ଆପ୍ଲାଏ କରିପାରିବେ। ଆବେଦନର ଶେଷ ତାରିଖ ଜୁନ ୧୮ ଯାଏଁ ରହିଛି।…
ରାଜ୍ୟପାଳଙ୍କ ଅଡ଼ୁଆ ବଢ଼ିଲା, ଏବେ ନୃତ୍ୟଶିଳ୍ପୀ ଆଣିଲେ ଦିଲ୍ଲୀ ନେଇ ଅସଦାଚରଣ କରିଥିବା ଅଭିଯୋଗ
କୋଲକାତା,୧୪।୫: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି। ଏବେ ତାଙ୍କ ଉପରେ ଜଣେ ନୃତ୍ୟଶିଳ୍ପୀ ଅସଦାଚରଣ ଭଳି ବଡ଼ ଅଭିଯୋଗ ଆଣିଛନ୍ତି। ନୃତ୍ୟଶିଳ୍ପୀଙ୍କ ଅଭିଯୋଗ ମୁତାବକ କିଛି ମାସ ପୂର୍ବେ ଜଣେ ପ୍ରସିଦ୍ଧ ଗାୟକଙ୍କ ଜରିଆରେ ସେ କୋଲକାତା…
ଗାଳି ପରେ ଏବେ କେ ଏଲ୍ ରାହୁଲଙ୍କୁ ଡିନର୍ ପାର୍ଟୀ ଦେଲେ ମାଲିକ, ଆଲିଙ୍ଗନ କରି ସ୍ବାଗତ
ନୂଆଦିଲ୍ଲୀ,୧୪।୫: ବିବାଦର ଅନ୍ତ। କେ ଏଲ୍ ରାହୁଲ ଏବଂ ସଞ୍ଜୀବ ଗୋଏଙ୍କାଙ୍କ ମଧ୍ୟରେ ସବୁକିଛି ଠିକ୍ ଅଛି। ସାମ୍ନାକୁ ଆସିଥିବା ଉଭୟଙ୍କ ଫଟୋରୁ ଏହା ସ୍ପଷ୍ଟ ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଉକ୍ତ ଫଟୋରେ ଦୁହେଁ ପରସ୍ପରକୁ ଆଲିଙ୍ଗନ କରିଥିବା…
ଦୁର୍ଘଟଣାରେ ମୃତ ପ୍ରିିଜାଇଡିଂ ଅଫିସରଙ୍କ ପରିବାରକୁ ମିଳିବ ସହାୟତା, ଇସି କଲେ ଘୋଷଣା
ନୂଆପଡ଼ା/କୋରୁକୋଣ୍ଡା,୧୪।୫: ନିର୍ବାଚନ କାର୍ଯ୍ୟ ସାରି ଘରକୁ ଫେରୁଥିବାବେଳେ ଦୁର୍ଘଟଣାର ଶିକାର ହୋଇ ପ୍ରିିଜାଇଡିଂ ଅଫିସର ପ୍ରସନ୍ନ ନାୟକଙ୍କ ମୃତ୍ୟୁ ଘଟିଛି। ତାଙ୍କ ପରିବାରଙ୍କୁ ସହାୟତା ପାଇଁ ଘୋଷଣା କରିଛନ୍ତି ନିର୍ବାଚନ କମିଶନର। ଇସି ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅତିରିକ୍ତ…
Archives


