Home

ବନ୍ଧନ ବ୍ୟାଙ୍କର ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୯।୧୦: ବନ୍ଧନ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ସାଙ୍ଗକୁ ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ବ୍ୟାଙ୍କର ମୋଟ ବ୍ୟବସାୟ ଏହି ସମୟ ମଧ୍ୟରେ…

ରିଲାଏନ୍ସ ଫାଉଣ୍ଡେଶନର ନୂତନ ଅଭିଯାନ

ମୁମ୍ବାଇ,୨୯।୧୦: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ନୂତନ ଅଭିଯାନ ‘ନ୍ୟୁ ହେଲ୍‌ଥ ସେବା ପ୍ଲାନ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରି କି ଏହି ନୂତନ ଅଭିଯାନ ବା ଯୋଜନା ଜରିଆରେ ୫୦,୦୦୦ ପିଲାଙ୍କ ପାଇଁ ଜନ୍ମଗତ…

‘ଏସ୍‌ବିଆଇଜି ହେଲ୍‌ଥ ସୁପର ଟପ୍‌ ଅପ୍‌’

ନୂଆଦିଲ୍ଲୀ,୨୯।୧୦: ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍‌ସ ପକ୍ଷରୁ ମୌଳିକ ସ୍ବାସ୍ଥ୍ୟ ବୀମା ପଲିସି ଉପରେ ଏକ ସୁଲଭ ବିକଳ୍ପ ଭାବେ ପ୍ରସ୍ତୁତ କରାଯାଇଥିବା ସ୍ବାସ୍ଥ୍ୟ ବୀମା ଟପ-ଅପ ଯୋଜନା ‘ଏସ୍‌ବିଆଇଜି ହେଲ୍‌ଥ ସୁପର ଟପ-ଅପ’ର ଶୁଭାରମ୍ଭ କରାଯାଇଛି। ଏପରି କି କର୍ପୋରେଟ୍‌ ହେଉ…

ଆଲାଏନ୍ସ ନେଟ୍‌ୱର୍କ ସହ ଆକ୍ସିସ୍‌ ବ୍ୟାଙ୍କର ବୁଝାମଣା

ନୂଆଦିଲ୍ଲୀ,୨୯।୧୦: ଆଲାଏନ୍ସ ନେଟ୍‌ୱର୍କ ଇଣ୍ଡିଆ ଏବଂ ଆକ୍ସିସ୍‌ ବ୍ୟାଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରି କି ଏହି ବୁଝାମଣା ବ୍ୟାଙ୍କର ବ୍ୟାପକ ନେଟ୍‌ୱର୍କ ଓ ସହଜ କାରବାର ଲାଗି ବିଶେଷତା ଏବଂ ଆଲାଏନ୍ସ ନେଟ୍‌ୱର୍କର ଅଭିନବ ପ୍ରଯୁକ୍ତି…

୨୦୨୫ରେ ଜନଗଣନା

ନୂଆଦିଲ୍ଲୀ,୨୯ା୧୦: ବହୁ ବିଳମ୍ବିତ ଦଶବର୍ଷିଆ ଜନଗଣନା ଏବଂ ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌) ସଂଶୋଧନ କାର୍ଯ୍ୟ ୨୦୨୫ ପ୍ରଥମ ଭାଗରୁ ଆରମ୍ଭ ହୋଇପାରେ। ୨୦୨୬ରେ ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ତଥ୍ୟ ଘୋଷଣା କରାଯିବ। ସେହି ଅନୁଯାୟୀ ଭବିଷ୍ୟତର ଜନଗଣନା ୧୦…

ପିଡବ୍ଲ୍ୟୁର ସମ୍ପ୍ରସାରଣ ପ୍ରୋଗ୍ରାମ

ଭୁବନେଶ୍ୱର,୨୯।୧୦: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ମଲ୍ଟିନ୍ୟାଶନାଲ ଏଡ୍‌ଟେକ୍‌ କମ୍ପାନି ଫିଜିକ୍ସ ୱାଲା ବା ପିଡବ୍ଲ୍ୟୁର ବହୁ ପ୍ରତୀକ୍ଷିତ ସମ୍ପ୍ରସାରଣ ପ୍ରୋଗ୍ରାମ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୫-୨୬ ଶିକ୍ଷାବର୍ଷରେ ପିଡବ୍ଲ୍ୟୁ ୭୭ଟି ନୂଆ ଅଫ୍‌ଲାଇନ ଟେକ୍ନୋଲୋଜି ସକ୍ଷମ ଲର୍ନିଂ…

ଶେୟାର ବଜାର କାରବାରରେ ଉତ୍ସାହ

ମୁମ୍ବାଇ,୨୯।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରି କି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇ ପାରିଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌…

କଲ୍ୟାଣ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୨୯।୧୦: (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତ ଗହଣା ବ୍ରାଣ୍ଡ ‘କଲ୍ୟାଣ ଜୁଏଲର୍ସ’ର ଏକ୍ସକ୍ଲୁସିଭ୍‌ ଆଉଟ୍‌ଲେଟ ସୋମବାର ଭୁବନେଶ୍ୱରର ସୌଭାଗ୍ୟ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ସମ୍ମାନିତ ଅତିଥି ଭାବେ…

ଜାପାନ ନିମ୍ନ ସଦନରେ ସଂଖ୍ୟାଗରିଷ୍ଠତା ହରାଇଲା ଶାସକ ମେଣ୍ଟ

ଟୋକିଓ,୨୯ା୧୦: ଜାପାନ ପାର୍ଲାମେଣ୍ଟର ୪୬୫ ସଦସ୍ୟବିଶିଷ୍ଟ ନିମ୍ନ ସଦନରେ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ଶାସକ ମେଣ୍ଟ ସଂଖ୍ୟାଗରିଷ୍ଠତା ହରାଇଛି। ରବିବାର ଅନୁଷ୍ଠିତ ପାର୍ଲାମେଣ୍ଟ ନିର୍ବାଚନରେ ଇଶିବାଙ୍କ ଲିବେରାଲ ଡେମୋକ୍ରାଟିକ୍‌ ପାର୍ଟି (ଏଲ୍‌ଡିପି) ପାର୍ଲାମେଣ୍ଟରେ ଏକକ ସଂଖ୍ୟାଗରିଷ୍ଠ ରହିଥିବାରୁ ସରକାର ବଦଳିବା ଆଶା…

ରେକର୍ଡ ସ୍ତରରେ ସବୁଜ ଗୃହ ବାଷ୍ପ ନିର୍ଗମନ

ଜେନେଭା, ୨୯।୧୦: ଗ୍ରୀନ୍‌ ହାଉସ୍‌ ଗ୍ୟାସ୍‌ର ସ୍ତର ୨୦୨୩ରେ ଏକ ନୂତନ ରେକର୍ଡ ଛୁଇଁଛି। କେବଳ ଗତ ୨ ଦଶନ୍ଧି ମଧ୍ୟରେ ୧୦%ରୁ ଅଧିକ ଗ୍ରୀନ୍‌ ହାଉସ୍‌ ଗ୍ୟାସ୍‌ ନିର୍ଗମନ ବୃଦ୍ଧି ପାଇଛି ବୋଲି ସୋମବାର ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ…

୧୦୦ ହମାସ୍‌ ଆତଙ୍କବାଦୀ ଗିରଫ

ଜେରୁଜେଲମ୍‌,୨୯ା୧୦: ଇସ୍ରାଏଲୀ ସୈନ୍ୟ ଉତ୍ତର ଗାଜାର କମଲ ଅଡଓ୍ବାନ ହସ୍ପିଟାଲରେ ଚଢ଼ାଉ କରି ପ୍ରାୟ ୧୦୦ ଜଣ ସନ୍ଦିଗ୍ଧ ହମାସ୍‌ ଆତଙ୍କବାଦୀଙ୍କୁ ଗିରଫ କରିଥିବା ଏହାର ସେନା ସୋମବାର ସୂଚନା ଦେଇଛି। ସୈନ୍ୟମାନେ ଶୁକ୍ରବାର ଉକ୍ତ ହସ୍ପିଟାଲରେ ଧସେଇ ପଶିବା ସହ…

ରାଜନୀତିର ଧମାକାଦାର ଏଣ୍ଟ୍ରି କରିଥିବା ଥଲାପଥି ବିଜୟଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ସାଉଥ ଚଳଚ୍ଚିତ୍ର ସୁପରଷ୍ଟାର ଜୋସେଫ ବିଜୟ ଚନ୍ଦ୍ରଶେଖର ଓରଫ ବିଜୟ ଥଲାପଥି ତାମିଲ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଜଣେ ବଡ଼ ବ୍ୟକ୍ତିତ୍ୱ। ବଡ ବ୍ଲକବଷ୍ଟର ଫିଳ୍ମ ଦର୍ଶକଙ୍କୁ ଭେଟିଦେବା ପରେ ସେ ବର୍ତ୍ତମାନ ରାଜନୀତିରେ ପ୍ରବେଶ କରିଛନ୍ତି। ବିଜୟଙ୍କ ସଫଳତା ଏବଂ ତାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri