ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର
ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା ଅଭିଯୋଗ ହୋଇଛି। ଏନେଇ ନୟାଗଡ଼ ଟାଉନ ଥାନାରେ ଲିଖିତ ଅଭିଯୋଗ ହେବା ପରେ…
ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପ୍ରକ୍ରିୟାରେ ବିଳମ୍ବ, ତେଜୁଛି ଅସନ୍ତୋଷ
ଗଞ୍ଜାମ,୯ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ହୁମ୍ମାଠାରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଗତ ୧ ବର୍ଷ ତଳେ ଦାବି ଜୋର ଧରିଥିଲା। ଏନେଇ ହୁମ୍ମାର ଏକ ପ୍ରତନିଧି ଦଳ ସେତେ ବେଳେ ବିଭାଗୀୟ ମନ୍ତ୍ରୀଙ୍କୁ…
୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…
ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର ଇଣ୍ଡିଆ A-୩୨୦ ବିମାନ AI-୨୩୭୯ ଗୁରୁତର ସମସ୍ୟାର ସମ୍ମୁଖୀନ ହୋଇଥିଲା। ଏହି ଘଟଣା…
ପେନ୍ସନ୍ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ
ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପସଭାପତି ଡଃ ପ୍ରଶାନ୍ତ କୁମାର ଶତପଥୀ, ସାଧାରଣ ସମ୍ପାଦକ ସୋମନାଥ ସାହୁ, ସମ୍ପାଦକ…
ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ
ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି । ଏହି କ୍ରମରେ ରବିବାର ବରଗଡ଼ ନାଗରିକ ମଞ୍ଚ ଆହ୍ବାନରେ ଏକ…
ଚାଷୀମାରଣ ନୀତିକୁ ବିରୋଧ, ଜେଲ୍ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ
ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼ ଜିଲା ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଚାଷୀମାନେ ଜେଲ୍ଭରୋ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଚାଷୀମାରଣ…
ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର
ପାଟ୍ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି ଘୋଷଣା ଉଲ୍ଲେଖ କରିଛନ୍ତି। ଏହି ଘୋଷଣା ମଧ୍ୟରେ ଗୁଣାତ୍ମକ ଶିକ୍ଷା, ପରୀକ୍ଷା ସଂସ୍କାର,…
ବିଶ୍ୱ ଆଦିବାସୀ ଦିବସରେ ପେସା ଆଇନ ଲାଗୁ ନେଇ ଉଠିଲା ଦାବି
ପଟ୍ଟାଙ୍ଗି,୯ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଏକାଠି ହୋଇ ପାଳନ କଲେ ବିଶ୍ୱ ଆଦିବାସୀ ଦିବସ। ସୂଚନା ଅନୁଯାୟୀ, ସାରା ରାଜ୍ୟରେ ବିଶ୍ୱ ଆଦିବାସୀ ଦିବସ ପାଳନ ହେଉଥିବା ବେଳେ ଉପାନ୍ତ ତଥା ଆଦିବାସୀ ଅଞ୍ଚଳ ଭାବେ…
୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…
ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର ଅନୁଯାୟୀ ସ୍ବାଭାବିକ ଭାବେ ଘଟିଥାଏ, ତେବେ ଗୋଟିଏ ଦିନରେ ସମସ୍ତ ୪ଟି ଘଟଣା…
ରାଞ୍ଚିରେ ଆନ୍ଦୋଳନର ବଡ଼ ପ୍ରଭାବ! ରଦ୍ଦ ହେବ ୧୪ତମ JPSC ପରୀକ୍ଷା! ୯୦ ଦିନରେ CID ତଦନ୍ତ…
ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC ପରୀକ୍ଷାକୁ ନେଇ ଛାତ୍ରୀଛାତ୍ରମାନଙ୍କ ଦାବି ଦୀର୍ଘଦିନ ଧରି ଚର୍ଚ୍ଚାରେ ରହିଛି । ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଅଟକି ରହିଥିବା ପରୀକ୍ଷା ଏବଂ ନିଯୁକ୍ତି ବ୍ୟବସ୍ଥାରେ ସୁଧାର ଦାବି କରି ପରୀକ୍ଷାର୍ଥୀମାନେ ଲଗାତାର ଆନ୍ଦୋଳନ କରୁଛନ୍ତି ।…
ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍
ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ…
JPSCରେ ବଡ଼ ହଲଚଲ! ୩ ସଦସ୍ୟଙ୍କ ଇସ୍ତଫା, କାଲି CIDର ଜେରା
ରାଞ୍ଚି,୯ା୮: ଝାଡ଼ଖଣ୍ଡରେ JPSC-JSSC ପରୀକ୍ଷାକୁ ନେଇ ଛାତ୍ର ଆନ୍ଦୋଳନ ଜାରି ଥିବା ବେଳେ ଝାଡ଼ଖଣ୍ଡ ପବ୍ଲିକ୍ ସର୍ଭିସ୍ କମିଶନ୍ (JPSC)କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। JPSCର ୩ ଜଣ ସଦସ୍ୟ ଇସ୍ତଫା ଦେଇଥିବା ବେଳେ ରାଜ୍ୟପାଳ ସନ୍ତୋଷ କୁମାର…

