ମା’ ହେଲେ ଗୋପୀ ବୋହୂ
ଟିଭିର ଗୋପୀ ବୋହୂ ତଥା ଦେବୋଲିନା ଭଟ୍ଟାଚାର୍ଜ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଦେବୋଲିନା ନିଜେ ନିଜ ଇନଷ୍ଟାଗ୍ରାମ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇଛନ୍ତି। ଦେବୋଲିନା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଲେଖା…
ଟ୍ରକ ଅଟକାଇ ଟଙ୍କା ମାଗୁଥିଲେ ଦୁର୍ବୁତ୍ତ: ଟଙ୍କା ନ ଦେବାରୁ ଗୋଡାଇ ଗୋଡାଇ ହାଣିଲେ
ଭଦ୍ରକ, ୧୯।୧୨(ସନାତନ ରାଉତ)- ଭଦ୍ରକ ନୂଆ ବସ ଷ୍ଟାଣ୍ଡ ପୋଲ ତଳେ ବୁଧବାର ବିଳମ୍ବିତ ରାତିରେ ଟ୍ରକ ଡ୍ରାଇଭର ସମେତ ୩ ଜଣକୁ ଆକ୍ରମଣ ହୋଇଛି l ଅଣ୍ଡା ଟ୍ରକ ନେଇ ଭଦ୍ରକ ଆସୁଥିବାବେଳେ ଉକ୍ତ ସ୍ଥାନରେ ୪ ଜଣ ଦୁର୍ବୁତ୍ତ…
ଜନ୍ମ ନେଲା ବାଇଗଣୀ ରଙ୍ଗର ଶିଶୁ, ସର୍ଜରୀରେ ଖର୍ଚ୍ଚ ହେଲା ୪୨ କୋଟି
ଲସ ଆଞ୍ଜେଲସ,୧୯।୧୨: ପିଲାଟିଏ ଜନ୍ମ ହେଲେ ସୁଖର କୌଣସି ସୀମା ନନ ଥାଏ। ଲସ ଆଞ୍ଜେଲ୍ସର ବାସିନ୍ଦା ଆଣ୍ଡାଲୁସିଆ ମେସା ମଧ୍ୟ ତାଙ୍କର ପ୍ରସବକୁ ନେଇ ବେଶ୍ ଖୁସି ଥିଲେ। ତାଙ୍କ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। କିନ୍ତୁ ପିଲାଟି…
ମେଘୁଆ ପାଗକୁ ଦେଖି ଚିନ୍ତାରେ ଚାଷୀ
ଗଞ୍ଜାମ,୧୯।୧୨(ବିଦ୍ୟାଧର ସାହୁ):ଗତ ଦୁଇଦିନ ହେଲା ପାଗ ମେଘୁଆ ରହିଛି। ଯାହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ସ୍ଥାନୀୟ ଅଞ୍ଚଳର ଚାଷୀ l ଗଞ୍ଜାମ ବ୍ଲକ ଅଞ୍ଚଳରେ ମୋଟ ୧୨ ହଜାର ୪୬୨ ହେକ୍ଟର ଚାଷ ଜମି ଥିବାବେଳେ ୮ ହଜାର ୭୮୦…
ହଷ୍ଟେଲରେ ଝୁଲିପଡ଼ିଲେ ଛାତ୍ରୀ: ପୋଲିସ କରୁଛି ଛାନଭିନ୍
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରି ବିଶ୍ୱବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସ (ହଷ୍ଟେଲ)ଭିତରୁ ଗୁରୁବାର ସକାଳରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାମ ତୋଫାଲି ନାଏକ ଓ ସେ ଯୁକ୍ତ ଦୁଇ…
ଏନ୍ଆଇଏନ୍ଏଲ୍ର ଜନଶୁଣାଣିକୁ ସମର୍ଥନ
ଯାଜପୁର,୧୯ା୧୨(ହର୍ଷବର୍ଦ୍ଧନ ବେହେରା) :କଳିଙ୍ଗନଗର ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍ଆଇଏନ୍ଏଲ୍)ର ଆସନ୍ତା ୨୦ ତାରିଖ ଶୁକ୍ରବାର ହେବାକୁ ଥିବା ଜନଶୁଣାଣୀକୁ ବିସ୍ଥାପିତ ପରିବାର ଉନ୍ନୟନ ପରିଷଦ ପକ୍ଷରୁ ପୂର୍ଣ୍ଣ ସମର୍ଥନ କରିବାକୁ ନିଷ୍ପତ୍ତି ହୋଇଛି। ଏହି ମର୍ମରେ ବୁଧବାର ଡୁବୁରୀସ୍ଥିତ କାର୍ଯ୍ୟାଳୟରେ…
ଶାହାଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ
ନୂଆଦିଲ୍ଲୀ,୧୯ା୧୨:ଭାରତୀୟ ସମ୍ବିଧାନର ସ୍ଥପତି ଡ. ଭୀମରାଓ ଆମ୍ବେଡକରଙ୍କ ଉପରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କ ମନ୍ତବ୍ୟକୁ ନେଇ କ୍ଷୁବ୍ଧ ବିରୋଧୀ ଦଳ ଏମ୍ପିମାନେ ବୁଧବାର ତାଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ରୁଲ୍ ୧୮୭ ଅଧୀନ ରାଜ୍ୟ…
ଆମ୍ବେଦକରଙ୍କ ପାଖରେ ଥିଲା ଏତିକି ଡିଗ୍ରୀ ସଂଖ୍ୟା ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ
ନୂଆଦିଲ୍ଲୀ,୧୯।୧୨: ଭାରତର ସମ୍ବିଧାନର ସୃଷ୍ଟିକର୍ତ୍ତା ବା ପ୍ରଣେତା ଡକ୍ଟର ଭୀମରାଓ ଆମ୍ବେଦକରଙ୍କୁ କେବଳ ଜଣେ ସାମାଜିକ ସଂସ୍କାରକ କିମ୍ବା ରାଜନେତା ଭାବରେ ନୁହେଁ ବରଂ ଶିକ୍ଷାର ଏକ ଆଦର୍ଶ ଭାବରେ ମଧ୍ୟ ଦେଖାଯାଏ। ଡକ୍ଟର ଆମ୍ବେଦକରଙ୍କ ଛାତ୍ରବୃତ୍ତି ଏବଂ ତାଙ୍କର ଶିକ୍ଷାଗତ…
ସକାଳୁ ସକାଳୁ ୫ ଆତଙ୍କବାଦୀ ନିହତ
ଶ୍ରୀନଗର,୧୯।୧୨: ଗୁରୁବାର ସକାଳେ ଜମ୍ମୁ କଶ୍ମୀରର କୁଲଗାମ ଜିଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ସମୟରେ ଏହି ଏନକାଉଣ୍ଟରରେ ଦୁଇଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ବୁଧବାର (ଡିସେମ୍ବର ୧୮)…
ସ୍ପଷ୍ଟ ଦିବାଲୋକରେ କାର କାଚ ଭାଙ୍ଗି ହଜାର ହଜାର ଟଙ୍କା ଲୁଟ୍
ଦେବଗଡ,୧୯।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ପୌରାଞ୍ଚଳର ଜନଗହଳି ପୂର୍ଣ୍ଣ ଶ୍ରୀ ଅରବିନ୍ଦ ସ୍କୁଲ ଛକରୁ ସ୍ପଷ୍ଟ ଦିବାଲୋକରେ ଏକ କାରର କାଚ ଭାଙ୍ଗି ୭୮ ହଜାର ଟଙ୍କା ଚୋରି କରି ନେଇଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅଧାରରେ ଦେବଗଡ ଥାନା…
ମୁମ୍ବାଇ ସମୁଦ୍ରରେ ବୋଟ୍ ଓଲଟି ୧୩ ମୃତ
ମୁମ୍ବାଇ, ୧୯।୧୨:ମୁମ୍ବାଇର ଗେଟ୍ଓ୍ବେ ଅଫ୍ ଇଣ୍ଡିଆରୁ ଏଲିଫାଣ୍ଟା ଦ୍ୱୀପ ଯାଉଥିବା ନୀଲକମଲ ନାମକ ଏକ ଯାତ୍ରୀବାହୀ ମୋଟର ବୋଟ୍ ସହ ବୁଧବାର ଅପରାହ୍ନ ପ୍ରାୟ ୪ଟାରେ ଭାରତୀୟ ନୌସେନାର ଏକ ସ୍ପିଡ୍ ବୋଟ୍ର ଧକ୍କା ହୋଇଛି। ଫଳରେ ଯାତ୍ରୀବାହୀ ବୋଟ୍ଟି ଓଲଟି…
ଖୁବ ଶୀଘ୍ର ପୃଥିବୀରେ ଓହ୍ଲାଇବ ସୂର୍ଯ୍ୟ! ୨୪ ଘଣ୍ଟା ରହିବ ଆଲୋକ, ଜାଣନ୍ତୁ ନ୍ୟୁକ୍ଲିୟର ଫ୍ୟୁଜନ ପ୍ଲାନ କ’ଣ
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୧୨: ଆମେ ସୌର ଶକ୍ତି ଏବଂ ଆଣବିକ ଶକ୍ତି ବିଷୟରେ ବହୁତ କିଛି ଦେଖିଛୁ ଏବଂ ଶୁଣିଛୁ, କିନ୍ତୁ ଖୁବ ଶୀଘ୍ର ହାଇଡ୍ରୋଜେନ ଆଧାରିତ ଶକ୍ତି ବିଶ୍ୱରେ ବିଦ୍ୟୁତ୍ ଉତ୍ପାଦନ ପାଇଁ ବ୍ୟବହୃତ ହେବାକୁ ଯାଉଛି। ଯଦି ସବୁ ଯୋଜନା ଅନୁଯାୟୀ…

