Home

ଜୟଶଙ୍କରଙ୍କ ଏହି କଥା ଶୁଣି ଖୁସିରେ ଗଦ୍‌ଗଦ୍‌ ଚାଇନା: ପ୍ରଶଂସାରେ ହେଲା ଶତମୁଖ

ନୂଆଦିଲ୍ଲୀ,୧୪।୫: ଆମେରିକାର ପ୍ରାଧାନ୍ୟ ବିରୋଧରେ ଏସ ଜୟଶଙ୍କରଙ୍କ ଏକ ବିବୃତ୍ତିକୁ ଚାଇନା ବହୁତ ପସନ୍ଦ କରିଛି। ନେପାଳରେ ପୋଷ୍ଟ ହୋଇଥିବା ଚାଇନା ରାଷ୍ଟ୍ରଦୂତ ଚେନ ଶୋଙ୍ଗ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପ୍ରଶଂସା କରିଛନ୍ତି। ଭିଡିଓ ଶେୟାର କରି ଚେନ…

ଭାରତ ପ୍ରେମରେ ଜାପାନୀ ସିଇଓ

ବେଙ୍ଗାଲୁରୁ: ଟେକ୍‌ ଜାପାନ କମ୍ପାନୀର ପ୍ରତିଷ୍ଠାତା ତଥା ସିଇଓ ନାଓତାକା ନିଶିୟାମା ଗତ ମାସେ ହେବ ଭାରତ ଗସ୍ତରେ ରହିଛନ୍ତି। ଭାରତରେ ସଂସ୍କୃତି, ମୂଲ୍ୟବୋଧ ଓ ବିବିଧତାକୁ ବୁଝିବା ଉଦ୍ଦେଶ୍ୟରେ ସେ ଭାରତ ଆସିଛନ୍ତି। କେବଳ ଗୋଟିଏ ମାସ ମଧ୍ୟରେ ଭାରତୀୟଙ୍କ ଜୀବନ…

ମାଧବୀ ଲତାଙ୍କ ନାଁରେ ମାମଲା

ହାଇଦ୍ରାବାଦ,୧୪ା୫(ପି.ଟି.): ହାଇଦ୍ରାବାଦର ଭାଜପା ପ୍ରାର୍ଥୀ କେ. ମାଧବୀ ଲତାଙ୍କ ନାଁରେ ସୋମବାର ନିର୍ବାଚନ କର୍ତ୍ତୃପକ୍ଷ ମାମଲା ରୁଜୁ କରିଛନ୍ତି। ଏକ ଭୋଟଗ୍ରହଣ କେନ୍ଦ୍ରରେ ବୁର୍ଖା ପିନ୍ଧିଥିବା ମୁସଲମାନ ମହିଳା ଭୋଟରମାନଙ୍କୁ ଫଟୋ ପରିଚୟପତ୍ର ସହ ମୁହଁ ଖୋଲିବା ପାଇଁ ସେ କହୁଥିବାର…

୨୦୧୯ରେ ୨୫ ପ୍ରାର୍ଥୀ ମୋଦିଙ୍କୁ ଦେଇଥିଲେ ଚ୍ୟାଲେଞ୍ଜ୍‌: ଜାଣନ୍ତୁ କିଏ କେଉଁ ସ୍ଥାନରେ ଥିଲେ

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ତୃତୀୟ ଥର ପାଇଁ ଲୋକ ସଭା ନିର୍ବାାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଏବଂ ତୃତୀୟ ଥର ପାଇଁ ମଧ୍ୟ ସେ ଉତ୍ତରପ୍ରଦେଶର ବାରାଣସୀ ଆସନରୁ ଭାଗ୍ୟ ପରୀକ୍ଷା କରୁଛନ୍ତି। ୨୦୧୪ରେ ପ୍ରଥମ ଥର ପାଇଁ ନରେନ୍ଦ୍ର…

ଛାଡପତ୍ର ପରେ ପଦରୁ ବି ଇସ୍ତଫା ଦେଲେ ମେଲିଣ୍ଡା: ମିଳିବ ଏତିକି ଟଙ୍କା

ନୂଆଦିଲ୍ଲୀ,୧୩।୫: ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନର ସହ-ଚେୟାରମ୍ୟାନ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ଆଗକୁ ବଢିବା ପାଇଁ ଉପଯୁକ୍ତ ସମୟ। ବର୍ତ୍ତମାନ ମୁଁ ମୋ ଜୀବନରେ କିଛି ନୂଆ ଖୋଜୁଛି। ସୋରା…

ଶୋଭାଯାତ୍ରାରେ ଆସି ପ୍ରାର୍ଥିପତ୍ର ଦାଖଲ କଲେନି ପ୍ରତାପ ଜେନାଙ୍କ ପୁଅ

କଟକ,୧୪ା୫(ଶିଳ୍ପା ପ୍ରିୟଦର୍ଶିନୀ):ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ସୋମବାର ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବାର ପ୍ରାୟ ୧ ଘଣ୍ଟା ପରେ ମାହାଙ୍ଗା ବିଜେଡି ପ୍ରାର୍ଥୀ ଅଙ୍କିତ୍‌ ପ୍ରତାପ ଜେନା ଓ ବିଧାୟକ ପ୍ରତାପ ଜେନା…

୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪।୫(ଅସମାପିକା ସାହୁ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ…

ଭୟାବହ ଧୂଳିଝଡ: ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ମୁମ୍ବାଇ,୧୪ା୫:ମୁମ୍ବାଇରେ ସୋମବାର ଅପରାହ୍ନରେ ଭୟାବହ ଧୂଳିଝଡ଼ରେ ୧୪ ଜଣଙ୍କ ମୃତ୍ୟୁ ଘଟିବା ସହ ୭୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରଯାଇଛି। ଘାଟକୋପର ଅଞ୍ଚଳରେ ଏକ ପେଟ୍ରୋଲ ପମ୍ପ୍‌ ନିକଟରେ ଲାଗିଥିବା ୧୦୦ ଫୁଟ୍‌ ଉଚ୍ଚତା ବିଶିଷ୍ଟ…

ମୁମ୍ବାଇରେ ପ୍ରବଳ ବର୍ଷା: ହୋର୍ଡିଂ ପଡି ୪ ମୃତ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମହାରାଷ୍ଟ୍ର,୧୩।୫: ମହାରାଷ୍ଟ୍ରର ଅନେକ ଅଞ୍ଚଳରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇଛି। ସୋମବାର ଘାଟକୋପର ଅଞ୍ଚଳରେ ପ୍ରବଳ ବର୍ଷା ସମୟରେ ପେଟ୍ରୋଲ ପମ୍ପ ଉପରେ ଥିବା ଏକ ହୋର୍ଡିଂ ପଡି ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୪ ଜଣ ଆହତ…

ମୁମ୍ବାଇରେ ପ୍ରବଳ ବର୍ଷା, ବିମାନ ସେବା ପ୍ରଭାବିତ, ହୋଡିଂ ପଡି ୭ ଆହତ: ଦେଖନ୍ତୁ ଭିଡିଓ

ମୁମ୍ବାଇ,୧୩।୫: ମୁମ୍ବାଇରେ ପ୍ରବଳ ବର୍ଷା ଓ ଘୁର୍ଣ୍ଣିଝଡ଼ ସୃଷ୍ଟି ହୋଇଥିଲା, ଫଳରେ ମୁମ୍ବାଇ ବିମାନ ବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି। ସୋମବାର ହୋଇଥିବା ଏହି ବର୍ଷାରେ ଅନେକ ଜାତୀୟ ଏବଂ ଆନ୍ତର୍ଜାତୀୟ ବିମାନକୁ ଡାଇଭର୍ଟ କରାଯିବା ସହ କେତେକର ସମୟ…

ମୋଦିଙ୍କ ନାମାଙ୍କନ ପୂର୍ବରୁ ବାରାଣସୀରେ କାହିଁକି ପହଞ୍ଚିଛନ୍ତି ୧୫୦ କିନ୍ନର ସନ୍ଥ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ବାରାଣାସୀରୁ ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି, ଯେଉଁଥିପାଇଁ ଭାଜପା ସମସ୍ତ ପ୍ରସ୍ତୁତି ଚଳାଇଛି, ଏହା ପୂର୍ବରୁ ସୋମବାର, ପ୍ରଧାନମନ୍ତ୍ରୀଙ୍କ ୬କିଲୋମିଟର ଲମ୍ବା ରୋଡ ସୋ ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି କାଶୀ…

ପର୍ଯ୍ୟଟନସ୍ଥଳ ବୁଲିବା ହେଲା କାଳ, ଚାଲିଗଲା ୨ ସାଙ୍ଗଙ୍କ ଜୀବନ

କୋରାପୁଟ,୧୩।୫(ଅମିତାଭ ବେହେରା): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକର ଗଳିଗୋବଡର ପର୍ଯ୍ୟଟନସ୍ଥଳରେ ପାଣିରେ ବୁଡି କୋରାପୁଟ ସହରର ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତଦେହକୁ ପାଣିରୁ ଉଦ୍ଧାର କରିଛନ୍ତି ଅଗ୍ନିଶମ ବାହିନୀ। ବ୍ୟବଛେଦ ପାଇଁ ପଟାଙ୍ଗି ମେଡିକାଲକୁ ଅଣାଯାଇଛି। ମୃତକଙ୍କ ମଧ୍ୟରୁ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri