Home

‘ଅପରାଧୀଙ୍କୁ ସିଧା ଗୁଳି କର’ ବୟାନକୁ ନେଇ ବିବାଦ; ସରକାରଙ୍କୁ ଘେରିଲେ ବିରୋଧୀ

ପାଟନା,୧୯।୬: ବିହାରର ଆଇନ ବ୍ୟବସ୍ଥାକୁ ନେଇ ଆର୍‌ଜେଡି ଲଗାତାର ଭାବେ ନୀତୀଶ ସରକାରଙ୍କୁ କଟାକ୍ଷ କରୁଛି। ଏହି ପ୍ରସଙ୍ଗରେ ସୁବେର ରାଜସ୍ବ ଏବଂ ଭୂମି ସୁଧାର ମନ୍ତ୍ରୀ ଡା ଦିଲୀପ ଜୈସଓ୍ବାଲ ଏକ ବିବାଦୀୟ ବୟାନ ଦେଇଥିଲେ, ଯାହାକୁ ନେଇ ରାଜ୍ୟରେ…

ସାର୍ବଜନୀନ ହେବ ରତ୍ନଭଣ୍ଡାର ରିପୋର୍ଟ

ଭୁବନେଶ୍ୱର,୧୯ା୬: ରତ୍ନଭଣ୍ଡାରର ରହସ୍ୟ ଜାଣିବାକୁ ରାଜ୍ୟବାସୀଙ୍କ ମଧ୍ୟରେ ଖୁବ୍‌ ଉତ୍କଣ୍ଠା ରହିଥିବା ବେଳେ ଖୁବ୍‌ଶୀଘ୍ର ଏହା ଉପରୁ ପରଦା ହଟିବାକୁ ଯାଉଛି। ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବ। ଏନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ୍‌ ଡି.ବି ଗଡ଼ନାୟକ ସୂଚନା ଦେଇଛନ୍ତି। ତେବେ ଶ୍ରୀମନ୍ଦିର…

ରତ୍ନଭଣ୍ଡାର ଖୋଲିବା ନେଇ ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୯ା୬: ଆସନ୍ତା ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ଏବଂ ରତ୍ନଭଣ୍ଡାର ସମସ୍ତ ଓଡ଼ିଆ ଏବଂ ସନାତନୀମାନଙ୍କର ଭାବାବେଗ ସହ…

ବଢିଲା ଚାଇନାର ଚିନ୍ତା

ଓ୍ବାଶିଂଟନ,୧୯।୬: ମଙ୍ଗଳବାର ତାଇୱାନକୁ ୩୬୦ ମିଲିୟନ ଡଲାର ମୂଲ୍ୟର ନୂତନ ଅସ୍ତ୍ର ବିକ୍ରିକୁ ବାଇଡେନ ପ୍ରଶାସନ ଅନୁମୋଦନ କରିଛି। ଏଥିରେ 291Altius-600M ସିଷ୍ଟମ ଅନ୍ତର୍ଭୁକ୍ତ । ଏହି ପ୍ରଣାଳୀରେ ଯୁଦ୍ଧ ବିମାନ ସହିତ ସଜ୍ଜିତ ମାନବବିହୀନ ବିମାନ କିମ୍ବା ଡ୍ରୋନ ଥାଏ…

ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍‌

ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ ଥାନାରେ…

ସ୍ପାଇସ୍‌ଜେଟ୍‌ ବିମାନରେ ଘଣ୍ଟାଏ ଯାଏ ଚାଲିଲା ନାହିଁ AC, ଗରମରେ ଅଣନିଶ୍ୱାସୀ ହେଲେ ଯାତ୍ରୀ, Video

ନୂଆଦିଲ୍ଲୀ,୧୯।୬: ବିମାନରେ କାମ କଲା ନାହିଁ ଏସି। ଫଳରେ ଝାଳରେ ତିନ୍ତିଲେ ଲୋକେ। ଏଭଳି ଏକ ଘଟଣା ଦିଲ୍ଲୀରୁ ଦରଭଙ୍ଗା ଯାଉଥିବା ସ୍ପାଇସ୍‌ଜେଟ୍‌ ବିମାନରେ ଘଟିଛି। ବୁଧବାର ଏସ୍‌ଜି-୪୮୬ ବିମାନ ଦିଲ୍ଲୀ ବିମାନବନ୍ଦରରେ ଅପେକ୍ଷା କରିଥିଲା। ପ୍ରାୟ ଏକ ଘଣ୍ଟା ଧରି…

ସତ ହେଲା ମୋଦିଙ୍କ ଭବିଷ୍ୟବାଣୀ! ଏକ୍ସପର୍ଟ ଆଶ୍ଚର୍ଯ୍ୟ, ଭରସା କରିଥିବା ଲୋକେ ପାଇଲେ ୪୨ ଲକ୍ଷ କୋଟି

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭବିଷ୍ୟବାଣୀ ସମ୍ପୂର୍ଣ୍ଣ ସତ୍ୟ ବୋଲି ପ୍ରମାଣିତ ହେଉଛି। ଲୋକ ସଭା ନିର୍ବାଚନ ସମୟରେ ଏକ ରାଲିରେ ସେ ଷ୍ଟକ ମାର୍କେଟ ବିଷୟରେ ଦେଇଥିବା ପୂର୍ବାନୁମାନ ଏପର୍ଯ୍ୟନ୍ତ ୧୦୦ ପ୍ରତିଶତ ସଠିକ ପ୍ରମାଣିତ ହୋଇଛି। ଜୁନ ୪ରେ…

ଗାଡ଼ିରୁ ବ୍ରେକ୍‌ ହେଲେ କିପରି ବଞ୍ଚାଇବେ ଜୀବନ ଜାଣନ୍ତୁ…

ଗାଡ଼ିରୁ ବ୍ରେକ୍‌ ହେଲେ ଏହା ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ଆଣିଥାଏ। ଏପରି ପରିସ୍ଥିତିରେ ଲୋକମାନେ ପ୍ରାଣ ହରାଇବାର ବିପଦ ରହିଥାଏ। ଯେତେବେଳେ କାର୍‌ର ବ୍ରେକ୍‌ ଫେଲ୍‌ ହୁଏ, ଚାଳକ ଭୟଭୀତ ହୋଇଯାନ୍ତି। ଯେକୌଣସି ଉପାୟରେ ଗାଡ଼ିରୁ ବାହାରକୁ ଯିବା…

ପ୍ରକାଶ ପାଇଲା OSSTET ରେଜଲ୍ଟ, ଜାଣନ୍ତୁ କେମିତି କରିବେ ଡାଉନ୍‌ଲୋଡ୍‌

କଟକ,୧୯ା୬(କାର୍ତ୍ତିକ ସାହୁ): ବୁଧବାର ପ୍ରକାଶ ପାଇଛି ଓଏସ୍‌ଏସ୍‌ଟିଇଟି ରେଜଲ୍ଟ। (ODISHA SECONDARY SCHOOL TEACHER ELIGIBILITY TEST)। ଏହି ରେଜଲ୍ଟ ଜାଣିବା ପାଇଁ www.bseodisha.ac.inରେ ଲଗ୍‌ ଇନ୍‌ କରିବାକୁ କୁହାଯାଇଛି। ପରୀକ୍ଷାର୍ଥୀମାନେ ଓ୍ବେବ୍‌ସାଇଟ୍‌ରୁ ଡିଜିଟାଲ ସାର୍ଟିଫିକେଟ ବି ପାଇପାରିବେ । କିପରି…

ସଂସଦରେ ଛୁଇଁଲେ ପାଦ, ଏବେ ମୋଦିଙ୍କ ଆଙ୍ଗୁଠିରେ କ’ଣ ଦେଖୁଛନ୍ତି ନୀତୀଶ… ଭିଡିଓ ଭାଇରାଲ

ନାଳନ୍ଦା,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଐତିହାସିକ ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ମନ ଭରି ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ଦେଖିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ତୃତୀୟ ଥର ପାଇଁ…

‘ଏକ କି ଦୁଇ ନୁହେଁ ୪ ସନ୍ତାନ ହେଲେ ଭଲ’, ଆରଏସଏସ ନେତାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୧୯।୬: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଗଠନ(ଆରଏସଏସ) ର ନେତାମାନେ ସେମାନଙ୍କ ବୟାନକୁ ନେଇ ଆଜିକାଲି ହେଡଲାଇନରେ ରହିଛନ୍ତି। ପୁଣି ଥରେ ଜଣେ ଆରଏସଏସ ନେତା ଏପରି ବୟାନ ଦେଇଛନ୍ତି, ଯାହା ଜାଣି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ଆରଏସଏସ ପ୍ରଚାରକ ସତୀଶ କୁମାର…

ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନା-ରୁପା ଅଳଙ୍କାର!

ଭୁବନେଶ୍ୱର,୧୯।୬: ଖୋଲିବ କାଳିଆର ରତ୍ନ ଭଣ୍ଡାର। ଓଡ଼ିଶାରେ ନୂଆ ସରକାର ଶପଥ ନେବା ପରେ ଏବେ ଜୁଲାଇ ୮ରେ ରତ୍ନ ଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ଅର୍ଥାତ୍‌ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ପରଦିନ ଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଏଏସଆଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri