Home

ମୋବାଇଲ ରପ୍ତାନିରେ ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୧୭ା୧୨(ଅନୁରାଧା ମହାରଣା): ଭାରତରୁ ସ୍ମାର୍ଟଫୋନ ରପ୍ତାନି ଗୋଟିଏ ମାସରେ ପ୍ରଥମ ଥର ପାଇଁ ୨୦,୦୦୦ କୋଟି ଟଙ୍କା ଅତିକ୍ରମ କରି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। କମ୍ପାନୀଗୁଡିକ ଦ୍ୱାରା ଉପସ୍ଥାପିତ ଏବଂ ଶିଳ୍ପ ସଂସ୍ଥାଗୁଡ଼ିକରୁ ସଂଗୃହିତ ତଥ୍ୟରୁ ଏହା ପ୍ରକାଶ ପାଇଛି।…

ନୂଆଗାଁ ବିଜୁ ଯୁବ ଭବନକୁ ନେଇ ବିବାଦ

ନୂଆଗାଁ,୧୭।୧୨(ଧନେଶ୍ୱର ସାହୁ):ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସଦର ମହକୁମାଠାରେ ନିର୍ମାଣ ହୋଇଥିବା ବିଜୁ ଯୁବ ଭବନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବିବାଦ ଲାଗି ରହିଛି । ବିଜେଡି ଏହି ଭବନକୁ ନିଜ ଅକ୍ତିଆରରେ ରଖିଥିବା ବେଳେ କ୍ଷମତାକୁ ଆସିବା…

ସବୁଠୁ ପ୍ରଦୂଷିତ ସହରର ତାଲିକା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧୨: ପ୍ରଦୂଷଣ ସାରା ଦେଶର ସମସ୍ୟା ବୋଲି ସୁପ୍ରିମକୋର୍ଟ ସୋମବାର କହିବା ସହ ଅତ୍ୟଧିକ ପ୍ରଦୂଷିତ ସହରଗୁଡ଼ିକର ତାଲିକା ଦାଖଲ ଲାଗି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ଗୁଣବତ୍ତା ଚିହ୍ନଟ ଏବଂ ସମସ୍ୟାର…

ଜର୍ଜିଆରେ ୧୨ ଭାରତୀୟ ମୃତ

ତିବ୍ଲିିସି, ୧୭।୧୨: ଜର୍ଜିଆର ଗୁଡୈରିସ୍ଥିତ ପାହାଡ଼ିଆ ଅଞ୍ଚଳରେ ଥିବା ଏକ ରିସର୍ଟରେ ୧୨ ଭାରତୀୟଙ୍କର ମୃତ୍ୟୁ ଘଟିଛି। ରିସର୍ଟର ଏକ ରୁମରୁ ସମସ୍ତଙ୍କର ମୃତଦେହ ମିଳିଛି। ବିଷାକ୍ତ କାର୍ବନ ମନୋକ୍ସାଇଡ୍‌ ଗ୍ୟାସ୍‌ ବ୍ୟାପିବାରୁ ଏହି ଅଘଟଣ ଘଟିଥିବା ନେଇ ସ୍ଥାନୀୟ ଅଧିକାରୀ…

ଭାଜପାରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା

ଭୁବନେଶ୍ୱର, ୧୭ା୧୨(ସୁନିତ୍‌ ମିଶ୍ର):ଭାଜପା ସରକାର ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ କହିଛନ୍ତି, ପ୍ରତିଦିନ ଦଳର…

ନେହେରୁଙ୍କୁ ନେଇ ସୀତାରାମନ-ଖାର୍ଗେ ମୁହାଁମୁହିଁ

ନୂଆଦିଲ୍ଲୀ,୧୭ା୧୨: ୧୯୫୧ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ସମ୍ବିଧାନ ସଂଶୋଧନ କରି ବାକ୍‌ ସ୍ବାଧୀନତା ଉପରେ ଅଙ୍କୁଶ ଲଗାଇଥିଲେ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର ରାଜ୍ୟ ସଭାରେ ସମ୍ବିଧାନ ଉପରେ ଆଲୋଚନାରେ ଭାଗ ନେଇ କହିଥିଲେ। ୧୯୪୯ରେ କବି…

ବିଜେଡିର ଭବିଷ୍ୟତ କ’ଣ? ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ଭୁବନେଶ୍ୱର, ୧୭ା୧୨(ସୁନିତ୍‌ ମିଶ୍ର):ବିଜେଡିର ଭବିଷ୍ୟତ ରାଜନୈତିକ କାର୍ଯ୍ୟପନ୍ଥା କ’ଣ ହେବ ସେନେଇ ଦଳର ବହୁ ଆଗଧାଡ଼ିର ନେତା ଏବେ ଚିନ୍ତା କଲେଣି। ଆଶ୍ଚର୍ଯ୍ୟର କଥା ହେଉଛି ବିଜେଡିରେ ଯେଉଁ ନେତାମାନେ ୨୦୧୯ ନିର୍ବାଚନ ପରଠାରୁ ପୂର୍ବତନ ବିଧାୟକ ତଥା ଦଳର ସାଙ୍ଗଠନିକ…

ଜିନ୍ନତ ପରେ ଶିମିଳିପାଳ ଛାଡ଼ିଲା ଯମୁନା

ବାରିପଦା,୧୭ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ଜେନେଟିକ୍‌ ଡାଇଭର୍ସିଟି (ବଂଶାନୁକ୍ରମିକ ବିବିଧତା) ପରିବର୍ତ୍ତନ କରିବା ନେଇ ଆରମ୍ଭ ହୋଇଥିବା ମିଶନ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ଯେଉଁ ଦୁଇ ବାଘୁଣୀଙ୍କୁ ମହାରାଷ୍ଟ୍ରରୁ ଅଣାଯାଇ ମିଶନ କାର୍ଯ୍ୟକାରୀ…

ଚାଇନା ରାଷ୍ଟ୍ରପତିଙ୍କ ନିଦ ହଜିଲା:ଏହି ଛୋଟ ଦେଶ ଆଗରେ ସାହାଯ୍ୟ ପାଇଁ କରୁଛନ୍ତି ଗୁହାରି

ବେଜିଂ,୧୬।୧୨: ବିଶ୍ୱକୁ ନିଜ ଅଧୀନରେ ନେବାକୁ ସ୍ବପ୍ନ ଦେଖୁଥିବା ଚାଇନା ବର୍ତ୍ତମାନ ମିଆଁମାରରେ ଦୁର୍ବଳ ହେବାରେ ଲାଗିଛି। ମିଆଁମାରର ବିଦ୍ରୋହୀମାନେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିଦ ହଜାଇ ଦେଇଛନ୍ତି। ଋଣ ଜାଲରେ ଅନେକ ଦେଶକୁ ଫାନ୍ଦରେ ପକାଇଥିବା ଚାଇନା ବର୍ତ୍ତମାନ…

ଶ୍ରୀମନ୍ଦିର ଭିତରେ ସେବାୟତ ହାତାହାତି: ଜଣେ ଆହତ

ପୁରୀ,୧୫।୧୨(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ଭିତରେ ସୋମବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟରେ ଦୁଇ ଦେବାୟତ ହାତାହାତି ହେଇଛନ୍ତି । ହାତାହାତି ଘଟଣାରେ ଜଣେ ବରିଷ୍ଟ ସେବାୟତ ଆହତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା…

୨୯ ମୃତ ବିଦେଶୀ ପକ୍ଷୀ ଜବତ: ଶିକାରୀଙ୍କୁ ଗିରଫ କଲା ବନ ବିଭାଗ

ନିରାକାରପୁର, ୧୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଅଧିନ ଟାଙ୍ଗି ରେଞ୍ଜ କାର୍ଯ୍ୟାଳୟ କୌଣସି ସୂତ୍ରରୁ ଖବର ପାଇ ବାଲିନାସି ଅଞ୍ଚଳ ରଘୁରାୟ ଘେରି ନିକଟରୁ ଅଚାନକ ଚଢ଼ାଉ କରି ଘଟଣାସ୍ଥଳରୁ ୨୯ ମୃତ ବିଦେଶୀ ପକ୍ଷୀ ସହ…

ମୁଖ୍ୟମନ୍ତ୍ରୀଙ୍କ ପୁଣି ତିନି ଦିନିଆ କେନ୍ଦୁଝର ଜିଲା ଗ୍ରସ୍ତ, ସରକାରୀ-ଘରୋଇ କାର୍ଯ୍ୟକ୍ରମରେ ହେବେ ସାମିଲ

କେନ୍ଦୁଝର,୧୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା କାଲି ତିନି ଦିନିଆ ଗସ୍ତରେ କେନ୍ଦୁଝର ଜିଲା ଗସ୍ତରେ ଆସିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସେ ସଦର ଓ ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?