ଅନଲାଇନ୍ରେ ମଗାଇଥିଲେ ସାମଗ୍ରୀ, ପାର୍ସଲରୁ ବାହାରିଲା ବିଷଧର ନାଗ; ଭିଡିଓ ଦେଖିଲେ…
‘ଆମାଜନ’ରେ ମଗାଇଥିଲେ ସାମଗ୍ରୀ। ହେଲେ ପାର୍ସଲ ଖୋଲିବା ବେଳକୁ ଉଡିଗଲା ହୋସ। କାରଣ ସେଥିରୁ ଅନ୍ୟ ସାମଗ୍ରୀ ନୁହେଁ ବରଂ ଏକ ଜିଅନ୍ତା ସାପ ବାହାରିଥିଲା। ଏଭଳି ଏକ ଚକିତ କଲା ଭଳି ଘଟଣା ବାଙ୍ଗାଲୁରୁରୁ ଆସିଛି। ଏଠାରେ ଏକ ପରିବାର…
ଆହତ ହେଲେ ପ୍ରିୟଙ୍କା
ମୁମ୍ବାଇ,୧୯।୬: ବଲିଉଡ ଏବଂ ହଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ବିଷୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ସୁଟିଂ ସମୟରେ ଅଭିନେତ୍ରୀ ଆହତ ହୋଇଛନ୍ତି। ଷ୍ଟଣ୍ଟ ଦୃଶ୍ୟର ସୁଟିଂ ବେଳେ ଅଭିନେତ୍ରୀ ଆହତ ହୋଇଥିଲେ। ଅଭିନେତ୍ରୀ ନିଜେ ଇନଷ୍ଟାଗ୍ରାମରେ ତାଙ୍କ ଆଘାତର…
ଅଚାନକ ଥରି ଉଠିଲା ପାକିସ୍ତାନ
ଇସଲାମାବାଦ,୧୯।୬: ବୁଧବାର ପାକିସ୍ତାନର ରାଜଧାନୀ ଇସଲାମାବାଦ ସମେତ ପାକିସ୍ତାନର ଅନେକ ସ୍ଥାନରେ ୪.୭ ମ୍ୟାଗ୍ନିଚ୍ୟୁଡର ଭୂକମ୍ପ ଅନୁଭୂତ ହୋଇଛି। ତେବେ ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର ଖବର ନାହିଁ। ନ୍ୟାସନାଲ ସେସମୋଲୋଜିକାଲ ମନିଟରିଂ ସେଣ୍ଟର ଅନୁଯାୟୀ, ଭୂକମ୍ପର…
କେଜରିଓ୍ବାଲଙ୍କୁ ଝଟ୍କା
ନୂଆଦିଲ୍ଲୀ,୧୯।୬: ଦିଲ୍ଲୀ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ ଶେଷ ହେଉନାହିଁ। ସଦ୍ୟତମ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ନ୍ୟାୟିକ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ଭିଡିଓ କନଫରେନ୍ସିଂ…
ଆଇସକ୍ରିମ୍ରୁ ବାହାରିଥିବା କଟା ଆଙ୍ଗୁଠି କାହାର ଥିଲା? ମୁମ୍ବାଇ ପୋଲିସ କଲା ଖୁଲାସା
ମୁମ୍ବାଇ: ମହାରାଷ୍ଟ୍ରର ମୁମ୍ବାଇରେ ଜୁନ ୧୩ରେ ଆଇସ୍କ୍ରିମରୁ ମଣିଷର କଟା ଆଙ୍ଗୁଠି ବାହାରିବା ଘଟଣା ସାମ୍ନାକୁ ଆସିଥିଲା। ଏହା ଅନେକଙ୍କୁ ଚକିତ କରିଥିବା ବେଳେ ପୋଲିସ ଛାନଭିନ କରିଥିଲା। ଶେଷରେ ଏଭଳି ଦାୟିତ୍ୱହୀନତା କାହାର ତାହା ଜଣାପଡ଼ିଛି। ବାଲ୍କୋ କମ୍ପାନୀର ବ୍ରାଣ୍ଡ…
ଦୁର୍ଘଟଣାରେ ବାଇକ ଆରୋହୀଙ୍କ ଗଲା ଜୀବନ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ
କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରାଇସୁଆଁ ଅଭିମୁଖେ ଯାଉଥିବା ଏକ ବାଇକ ଉପରେ ଏନଏଚ ୨୦ରେ ଟ୍ରକ ଚଢ଼ିଯିବାରୁ ଜଣେ ଯୁବକର ମୃତ୍ୟୁ ଘଟିଛି। ଫଳରେ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିବା ବେଳେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମୃତକ…
୫ ଦିନ ହେବ କୁକୁର ମୁହଁରେ ପଶିଛି ପ୍ଲାଷ୍ଟିକ ଡବା: ଉଦ୍ଧାର ପାଇଁ ଉଠିଲା ଦାବି
ଲୋଇସିଂହା,୧୮।୬(ସୁଶାନ୍ତ ବାରିକ):ଏକ ବୁଲା କୁକୁର ମୁହଁରେ ପ୍ଲାଷ୍ଟିକ ଡବା ପଶି ଯାଇଛି। ଏଭଳି ଏକ ଦୃଶ୍ୟ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ନଅଗାଁ (ଖ) ରେ ଦେଖିବାକୁ ମିଳିଛି। ୫ ଦିନ ବିତି ଯାଇଥିଲେ ସୁଦ୍ଧା କୁକୁର ମୁହଁରୁ ଡବା…
ବିରୋଧୀଙ୍କୁ ଚକ୍ମା ଦେଲା ଟିଡିପି: ଫସରଫାଟିଲା ରଣନୀତି
ନୂଆଦିଲ୍ଲୀ,୧୯।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଆଶାବାଦୀ ଥିଲେ ଯେ ସରକାରଙ୍କ ସବୁଠୁ ବଡ ସହଯୋଗୀ ଟିଡିପି ବାଚସ୍ପତି ପଦବୀ ପାଇଁ ଦାବି କରିବେ। ବାଚସ୍ପତି ପଦ ପାଇଁ ନିର୍ବାଚନ ପ୍ରସଙ୍ଗରେ ଶାସକ ଏନଡିଏରେ ଅସନ୍ତୋଷର ସ୍ବର ଆଗକୁ ଆସିବାକୁ ବିରୋଧୀ ଚାହୁଁଥିଲେ।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, CMOରୁ ୨୨ ଅଧିକାରୀ ବିଦା
ଭୁବନେଶ୍ୱର,୧୯।୬: ଓଡ଼ିଶାରେ ଭାଜପା ପ୍ରଥମ ଥର ଲାଗି ସରକାର ଗଢ଼ିଛି। ନୂଆ ସରକାର ଆସିବା ପରେ ପ୍ରଶାସନିକ ସ୍ଥରରେ ବ୍ୟାପକ ପରିବର୍ତ୍ତନ ଦେଖିବାକୁ ମିଳୁଛି । ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେବା ପରଠାରୁ ଆକ୍ସନ ମୁଡ୍ରେ ଅଛନ୍ତି…
ଆସିଲା ବଡ଼ ଖବର: ଏହି ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର
ପୁରୀ,୧୯।୬: ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଏନେଇ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଯାଞ୍ଚ…
ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ, ଫେରିବ ଚିଟ୍ଫଣ୍ଡ ଟଙ୍କା!
ଭୁବନେଶ୍ୱର,୧୯।୬: ନୂଆ ସରକାର ଆସୁଆସୁ ଆକ୍ସନ ମୋଡକୁ ଆସିଛନ୍ତି ଭାଜପା ସରକାର। ଚିଟଫଣ୍ଡ ଘୋଟାଲାରେ କୋଟି କୋଟି କ୍ଷତିଗ୍ରସ୍ତ ନ୍ୟାୟ ପାଇବା ପାଇଁ ଚାହିଁ ବସିଥିବାବେଳେ ଏହାରି ଭିତରେ ଆସିଛି ଆଶ୍ବସ୍ତିକର ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝି ବୁଧବାର ଚିଟଫଣ୍ଡ…
କାଳ ସାଜୁଛି ମୁକୁଳା ଡ୍ରେନ୍, ଚେତୁନି ପ୍ରଶାସନ
ଭୁବନେଶ୍ୱର,୧୯।୬ (ବନ୍ଦନା ସେଠୀ):ସ୍ମାର୍ଟସିଟି ଭୁବନେଶ୍ୱରବାସୀଙ୍କ ପାଇଁ କାଳ ସାଜୁଛି ମୁକୁଳା ଡ୍ରେନ୍। ସହରର ବିପର୍ଯ୍ୟସ୍ତ ଡ୍ରେନ୍ ବ୍ୟବସ୍ଥା ପାଇଁ ମୃତ୍ୟୁର କରାଳ ଆଁରେ ଚାଲି ଯାଉଛି ଗୋଟିଏ ପରେ ଗୋଟିଏ ଅମୂଲ୍ୟ ଜୀବନ। ମଙ୍ଗଳବାର ମୁକୁଳା ଡ୍ରେନ୍ରେ ପଡ଼ି ଜଣେ ନାବାଳକଙ୍କ…
Archives


