Home

ଯମୁନା ନଦୀରେ ବୁଡ ପକାଇବା ପରେ ଅସୁସ୍ଥ ହେଲେ ଦିଲ୍ଲୀ ଭାଜପା ଅଧ୍ୟକ୍ଷ, ଏଏପି କହିଲା ନାଟକ

ନୂଆଦିଲ୍ଲୀ,୨୬।୧୦: ଦିଲ୍ଲୀ ଭାଜପା ସଭାପତି ବିରେନ୍ଦ୍ର ସଚ୍ଚେଦେବାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ଆରଏମଏଲ ନର୍ସିଂହୋମରେ ଭର୍ତ୍ତି କରାଯାଇଛି। ଦୁଇ ଦିନ ପୂର୍ବେ ଦିଲ୍ଲୀ ଭାଜପା ସଭାପତି ଯମୁନା ନଦୀରେ ବୁଡ ପକାଇଥିଲେ। ଏହା ପରେ, ଶନିବାର ସକାଳେ, ନିଶ୍ୱାସ…

ମମତାଙ୍କ ବଡ଼ ଦାବି, ଦୀପାବଳି ପୂର୍ବରୁ ପଶ୍ଚିମବଙ୍ଗରେ ହେବ ଦଙ୍ଗା ସହ ବିସ୍ଫୋରଣ

କୋଲକାତା,୨୬।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୋଲିସକୁ ସୁରକ୍ଷା ବ୍ୟବସ୍ଥା ବଢାଇବାକୁ ଅନୁରୋଧ କରିଛନ୍ତି କାରଣ ସେ କହିଛନ୍ତି ଯେ ଆଗାମୀ ପର୍ବରେ କିଛି ସାମାଜିକ ଲୋକ ଅଶାନ୍ତି ସୃଷ୍ଟି କରିବାକୁ ଯୋଜନା କରୁଛନ୍ତି। ଦୀପାବଳି, କାଳୀ ପୂଜା ଏବଂ ଛଟ…

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ କରିଥାଏ। ଯଦି ଆପଣ ନିୟମିତ ଆୟ ଲାଗି ଭଲ ବିନିଯୋଗ ବିକଳ୍ପ ଖୋଜୁଛନ୍ତି, ତେବେ…

ତ୍ରିପାକ୍ଷିକ ବୈଠକ: ଆନ୍ଦୋଳନ ଡାକରାକୁ ସ୍ଥଗିତ ରଖିଲା ଫେଡେରେସନ

ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ମାଲ ପରିବହନ କାର୍ଯ୍ୟରେ ନିୟୋଜିତ କରିବା ଓ ସଠିକ ଦର ପ୍ରଦାନ କରିବା ଦାବି ନେଇ ଗଞ୍ଜାମ ମାଲ ବୋଝେଇ ଟ୍ରକ ମାଲିକ ଫେଡେରେସନ ପକ୍ଷରୁ ଏକ ଦାବିପତ୍ର ଗତ ୭ ଦିନ…

କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ

ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି ସିରିଜ ପାଇଁ ଦ୍ରୁତ ବୋଲର ମହମ୍ମଦ ଶାମି ଟିମ ଇଣ୍ଡିଆରେ ସ୍ଥାନ ହରାଇଲେ। ଏବେ…

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ଭାଜପା ରାଜ୍ୟ ସଭାପତି

ଚାନ୍ଦବାଲି, ୨୬।୧୦(କିଶାନ ପାତ୍ର)- ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି l ଘର ଭାଙ୍ଗିବା ସହ ଚାଷ ଜମି ଜୁଆର ପାଣି ମାଡି ନଷ୍ଟ ହୋଇଛି l ଶନିବାର ଭାଜପା ରାଜ୍ୟ…

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି ଅଞ୍ଚଳରେ ପାଣି ଜମିଥିବା ଖବର ଆସିଛି। ବର୍ଷା ଯୋଗୁ ବୁଢ଼ାବଳଙ୍ଗରେ ପାଣି ବଢ଼ିଛି, ବିପଦ…

ବାତ୍ୟା ପରେ ବନ୍ୟା ପରିସ୍ଥିତି: ଲୋକଙ୍କ ଘରେ ପଶିଲା ପାଣି

ଭଦ୍ରକ, ୨୬।୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ରାସ୍ତା ସମେତ ସାହି ବସ୍ତି ଜଳମଗ୍ନ ହୋଇଛି l ତଳିଆ…

‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ

ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍‌ କ୍ଲବ୍‌ରେ ଶନିବାର ‘ଅପର୍ଚୁନିଟିଜ୍‌ ଆଣ୍ଡ୍‌ ଚ୍ୟାଲେଞ୍ଜସ୍‌ ଇନ୍‌ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ (ଇଜିଆଇ) ଏବଂ ପ୍ରେସ୍‌ କ୍ଲବ୍‌ ଅଫ୍‌ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି…

ପତିତପାବନ ବାନାରେ ପଡିଲା ଶୂନ୍ୟଗଣ୍ଠି: ଜାଣନ୍ତୁ ଏହା କ’ଣ, କାହିଁକି ପଡେ

ପୁରୀ,୨୬ା୧୦(ଅଜିତ୍‌ କୁମାର ମହାନ୍ତି):ବାତ୍ୟା ‘ଦାନା’ ପ୍ରଭାବରେ ପୁରୀରେ ବୁଧବାର ରାତିରୁ ବର୍ଷା ଆରମ୍ଭ ହୋଇଥିଲା। ଗୁରୁବାର ଦିନତମାମ ବର୍ଷା ଲାଗିରହିଥିବାବେଳେ ସନ୍ଧ୍ୟାରେ ପବନର ବେଗ ବଢିଥିଲା। ତେବେ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନାରେ ଶୂନ୍ୟଗଣ୍ଠି ପଡ଼ିଥିବା ଗୁରୁବାର ସନ୍ଧ୍ୟାରେ ଦେଖିବାକୁ…

ଆଜିଠୁ ନନ୍ଦନକାନନ ଖୋଲିବ

ତ୍ରିଶୂଳିଆ,୨୬।୧୦(ତୁଷାରକାନ୍ତ ବେହେରା):ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ଏବଂ ବଟାନିକାଲ ଗାର୍ଡେନକୁ ୨୪ ଓ ୨୫ ତାରିଖ ୨ ଦିନ ବନ୍ଦ ରଖାଯାଇଥିଲା। ଶନିବାରଠାରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ଖୋଲିବ। ତେବେ ବାତ୍ୟା ସମୟରେ ପ୍ରାଣୀଙ୍କ ସୁରକ୍ଷା ପାଇଁ ଆବଶ୍ୟକ…

ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୬।୧୦: ଆଜି ବାତ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ପ୍ରଭାବିତ ଜିଲାରେ ସକାଳ ୧୧ଟା ୩୫ରୁ ପ୍ରାୟ ୨ ଘଣ୍ଟା ଧରି ଆକାଶ ମାର୍ଗରୁ ପରିଦର୍ଶନ କରି ବାତ୍ୟା ବିଭୀଷିକା ଓ କ୍ଷୟକ୍ଷତିର ସ୍ଥିତି ପରଖିବେ। ଏହାପରେ ଅପରାହ୍ନରେ ଲୋକସେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri