ବଜେଟ୍କୁ ନେଇ ଏମିତି କହିଲେ ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୬(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅର୍ଥ ବିଭାଗ ନିଜ ପାଖରେ ରଖିଛନ୍ତି। ଆସନ୍ତା ବିଧାନସଭାରେ ନିଜେ ଅର୍ଥ ବଜେଟ ଉପସ୍ଥାପନ କରିବା ସମ୍ଭାବନା ରହିଛି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନର…
ଦଳ ଛାଡ଼ିଲେ ଓଡ଼ଗାଁ ବ୍ଲକ ବିଜେଡି ସଭାପତି
ଓଡ଼ଗାଁ,୧୮ା୬(ଆଦର୍ଶ କୁମାର ପଟ୍ଟନାୟକ): ଓଡ଼ଗାଁ ବ୍ଲକ ବିଜେଡି ସଭାପତି ତଥା ପୂର୍ବତନ ଜିଲା ପରିଷଦ ସଦସ୍ୟ ସୂର୍ଯ୍ୟନାରାୟଣ ଚୌଧୁରୀ ସୋମବାର ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା…
ହାତୀ ଆକ୍ରମଣରେ ଗୋଟିଏ ପରିବାରର ଚାଲିଗଲା ୩ ଜୀବନ
ଝାରବନ୍ଧ,୧୮।୬(ଦେବେନ୍ଦ୍ର ସାହୁ):ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଗୋଠୁଗୁଡା ପଞ୍ଚାୟତର ସଲଡିହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ମାନେ ହେଲେ, ଉକ୍ତ ଗ୍ରାମର ବିପିନ ବରିହାଙ୍କ ସ୍ତ୍ରୀ ପାନ(୨୮), ଝିଅ ସୁନନ୍ଦା (୧୧)…
ବିଜେଡି ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରସନ୍ନ ପାଟ୍ଟଶାଣୀ
ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା):ଭୁବନେଶ୍ୱର ଲୋକ ସଭା ଆସନରୁ ୫ଥର ବିଜୟ ଲାଭ କରିଥିବା ବିଜେଡିର ପୂର୍ବତନ ଏମ୍ପି ପ୍ରସନ୍ନ ପାଟ୍ଟଶାଣୀ ସୋମବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗ ଦେଇଛନ୍ତି। ସେ କହିଛନ୍ତି, ଯେଉଁ ବିଜେଡି ପାଇଁ ସେ ଦୀର୍ଘବର୍ଷ ଧରି କାମ…
ଆଜି ବିଜେଡିର ପ୍ରଥମ ସଂସଦୀୟ ଦଳ ବୈଠକ: ନବୀନ ପ୍ରଥମଥର ପାଇଁ ହୋଇପାରନ୍ତି ବିରୋଧୀ ଦଳ ନେତା
ଭୁବନେଶ୍ୱର, ୧୮ା୬(ପି.ଟି.):ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ହୋଇପାରନ୍ତି। ବୁଧବାର ହେବାକୁ ଥିବା ପ୍ରଥମ ସଂସଦୀୟ ଦଳ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇପାରେ ବୋଲି ଆଲୋଚନା ହେଉଛି। ତାହା ଯଦି ହୁଏ,…
ସରିଲା ଯୁକ୍ତ୩ ଆବେଦନ: ୨୫ରେ ପ୍ରଥମ ମେଧା ତାଲିକା
ଭୁବନେଶ୍ୱର, ୧୮।୬(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ସୋମବାର ଆବେଦନ ପ୍ରକ୍ରିୟା ଶେଷ ହୋଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନାମଲେଖା ପାଇଁ ଆବେଦନ କରିଛନ୍ତି। ସୋମବାର ରାତି ୮ଟା ସୁଦ୍ଧା ୨,୨୯,୮୨୦ ଜଣ ଆବେଦନ କରିଥିବାବେଳେ ୨,୨୭,୮୪୯ ଜଣ ଅନ୍ଲାଇନ୍ରେ…
୨୦ରେ ବାଚସ୍ପତି ନିର୍ବାଚନ, ୧୯ରେ ନାମାଙ୍କନ ଦାଖଲ
ଭୁବନେଶ୍ୱର, ୧୮।୬:ଆସନ୍ତା ୨୦ ତାରିଖରେ ରାଜ୍ୟରେ ନୂଆ ବାଚସ୍ପତି ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ୧୯ ତାରିଖରେ ପ୍ରାର୍ଥୀମାନେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ୨୦ରେ ବାଚସ୍ପତି ପଦ ଲାଗି ଭୋଟିଂ ହେବାକୁ ଥିବାବେଳେ କେତେଜଣ ଏଥିଲାଗି ନାମାଙ୍କନ…
ଆଜିଠାରୁ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ନବନିର୍ବାଚିତ ବିଧାୟକ ନେବେ ଶପଥ
ଭୁବନେଶ୍ୱର, ୧୮।୬(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ମଙ୍ଗଳବାର ଏବଂ ବୁଧବାର ଶପଥ ଗ୍ରହଣ କରିବେ। କାମଚଳା ବାଚସ୍ପତି ଭାବେ ଦାୟିତ୍ୱ ନେଇଥିବା ରଣେନ୍ଦ୍ର ପ୍ରତାପ ସ୍ବାଇଁ ସମସ୍ତ ନିର୍ବାଚିତ ସଦସ୍ୟଙ୍କ ଶପଥ ପାଠ କରାଇବେ। ନିୟମାନୁଯାୟୀ, ପ୍ରଥମେ ମୁଖ୍ୟମନ୍ତ୍ରୀ…
ନୂଆ ସରକାରଙ୍କ ବଡ଼ ଘୋଷଣା:ନିର୍ମାଣ ହେବ ଓଡ଼ିଆ ଅସ୍ମିତା ଭବନ
ଭୁବନେଶ୍ୱର, ୧୮।୬ (ବନ୍ଦନା ସେଠୀ):ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୋମବାର ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଲୋକସେବା ଭବନସ୍ଥିତ ବିଭାଗର ସମ୍ମିଳନୀ କକ୍ଷରେ ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବିଭାଗୀୟ କମିଶନର…
ୟୁବିଆଇ ସମ୍ବଲପୁର କ୍ଷେତ୍ର ପକ୍ଷରୁ ରିଟେଲ୍ ଏକ୍ସପୋ
ଭୁବନେଶ୍ୱର,୧୮।୬ (ଅଭୟ ଦାଶ): ୟୁନିୟନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ)ର କ୍ଷେତ୍ରୀୟ କାର୍ଯ୍ୟାଳୟ ସମ୍ବଲପୁର ପକ୍ଷରୁ ଆୟୋଜିତ ଏକ ମେଗା ରିଟେଲ୍ ଏକ୍ସପୋ-୨୦୨୪ ସମ୍ବଲପୁରର ଗଙ୍ଗାଧର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୟୁବିଆଇ ପକ୍ଷରୁ ରିଟେଲ୍ ଋଣ ସମ୍ବନ୍ଧୀୟ ଉପତ୍ାଦ, ଗୃହ…
ବେଦାନ୍ତ ଆଇଓଓର ନୂତନ ଅଭିଯାନ
ଭୁବନେଶ୍ୱର,୧୮।୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଇରନ ଓର୍ ଓଡ଼ିଶା (ଆଇଓଓ)ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ଲୋକପ୍ରିୟ ପ୍ରକଳ୍ପ ତଥା ପ୍ରୋଜେକ୍ଟ ‘ଜୀଭିକା’ର ଏକ ଅଂଶ ଭାବେ…
ଭାଜପାର ରିମୋଟ କଣ୍ଟ୍ରୋଲ ହେଉଛନ୍ତି ଏହି ବ୍ୟକ୍ତି, ପ୍ରଶାନ୍ତ ଜଗଦ୍ଦେବଙ୍କ ଖୁଲାସା
ଭୁବନେଶ୍ୱର, ୧୮।୬(ସୁନିତ୍ ମିଶ୍ର):ରାଜ୍ୟରେ ସରକାର ବହୁତ ସକ୍ରିୟ ଅଛି। ଆମେ ମନ୍ତ୍ରୀ, ବିଧାୟକ ଯାହା ହେଲେ ମଧ୍ୟ ଆମ ରିମୋର୍ଟ ହେଉଛନ୍ତି ମୋଦି। ସେଠାରୁ ରିମୋର୍ଟ କଣ୍ଟ୍ରୋଲ ଚାଲିଛି। ମୋଦି ଯାହା କହିଥିଲେ ସେଇଆ ହିଁ ହେବ। ସେ କହିଥିଲେ ଦେଶରେ…
Archives


