Home

ଖାର୍ଗେଙ୍କ ବଡ଼ ଘୋଷଣା: ରାହୁଲ ଗାନ୍ଧୀ ଦେବେ ଇସ୍ତଫା, ୱାୟନାଡରୁ ନିର୍ବାଚନ ଲଢିବେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଘୋଷଣା କରିଛନ୍ତି ଯେ ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନ ଛାଡିବେ ଏବଂ ରାଏବରେଲିରୁ ଏମ୍‌ପି ରହିବେ। ଏଥିସହିତ ଖାର୍ଗେ ଆଉ ଏକ ବଡ଼ ଘୋଷଣା କରି କହିଛନ୍ତି, କଂଗ୍ରେସ…

ଜାଣନ୍ତୁ କେଉଁ ଜିଲାରେ ଖୋଲିବ ସ୍କୁଲ, କେଉଁଠି ରହିବ ବନ୍ଦ

ଭୁବନେଶ୍ୱର,୧୭।୬: ପାଗ ବିଗୁଡୁଥିବାରୁ ସମଗ୍ର ରାଜ୍ୟରେ ଆସନ୍ତାକାଲି ସ୍କୁଲ ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ବଦଳାଇଛନ୍ତି । ସ୍କୁଲ ଖୋଲିବା ନିଷ୍ପତ୍ତି ଜିଲାପାଳଙ୍କ ଉପରେ ଛଡା ଯାଇଛି। ପାଣିପାଗର ସ୍ଥିତି ଦେଖି ଜିଲାପାଳମାନେ ସ୍କୁଲ ଖୋଲିପାରିବେ। ଏହି କ୍ରମରେ ଆସନ୍ତାକାଲି ଦେବଗଡ଼…

ପ୍ରଥମଥର କଟକ ଗସ୍ତରେ ଯାଇ ଏମିତି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ପରେ ସଂଗ୍ରହାଳୟର ବିଭିନ୍ନ ଗ୍ୟାଲେରୀ ବୁଲି ଦେଖିଥିଲେ। ପରେ ମୁଖ୍ୟମନ୍ତ୍ରୀ ବକ୍ସି…

ସ୍କୁଲ ଖୋଲିବାକୁ ନେଇ ଆସିଲା ବଡ଼ ଅପଡେଟ୍‌, ଜାଣନ୍ତୁ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୭।୬(ଅସମାପିକା ସାହୁ): ଆସନ୍ତାକାଲି ସରୁଛି ଖରାଛୁଟି। ଏହାରି ମଧ୍ୟରେ ସ୍କୁଲ ଖୋଲିବାକୁ ନେଇ ବଡ଼ ଅପଡେଟ୍‌ ଆସିଛି। ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲାପାଳମାନେ ସ୍କୁଲ ଛୁଟି ନିଷ୍ପତ୍ତି ନେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳମାନେ…

ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା ସୁନହଟ ଅଞ୍ଚଳର ଲୋକେ ନିକଟସ୍ଥ ଏକ ସ୍କୁଲ ପଛପଟେ ଗୋରୁ କଟା ଯାଉଥିବାର ଦେଖି…

ପରମାଣୁ ବୋମା ରେସ୍‌ରେ ପାକିସ୍ତାନକୁ ପଛରେ ପକାଇଲା ଭାରତ: ଜାଣନ୍ତୁ କେଉଁ ଦେଶ ପାଖରେ କେତେ ପରମାଣୁ ବୋମା…

ନୂଆଦିଲ୍ଲୀ,୧୭।୬: ପରମାଣୁ ବୋମା ତିଆରି କରିବା ପାଇଁ ସାରା ବିଶ୍ୱରେ ଏକ ରେସ୍‌ ଚାଲିଛି। ଏହି ରେସ୍‌ରେ ଭାରତ ପାକିସ୍ତାନକୁ ପଛରେ ପକାଇ ଦେଇଛି। ସମଗ୍ର ବିଶ୍ୱରେ ପରମାଣୁ ବୋମା ଉପରେ ନଜର ରଖୁଥିବା ଏକ ସଂସ୍ଥା SIPRI, ସାରା ବିଶ୍ୱରେ…

ସୁପର-୮ ପର୍ଯ୍ୟାୟ ପୂର୍ବରୁ କ୍ରିକେଟ୍‌ ନୁହେଁ, ଏହି ଗେମ୍‌ ଖେଳିଲେ ଟିମ୍‌ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୧୭।୬: ଭାରତୀୟ ଦଳ ଟି-୨୦ ବିଶ୍ୱକପ ୨୦୨୪ରେ ଚମତ୍କାର ପ୍ରଦର୍ଶନ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ କ୍ରମାଗତ ତିନିଟି ମ୍ୟାଚ ଜିତି ସୁପର-୮ରେ ସ୍ଥାନ ପାଇଛି। ଭାରତୀୟ ଦଳ ସୁପର-୮ ପାଇଁ ଗ୍ରୁପ-୧ରେ ଅଛି। ଏଠାରେ ଭାରତୀୟ ଦଳ…

ଏୟାର ଇଣ୍ଡିଆ ବିମାନ ଖାଦ୍ୟରୁ ମିଳିଲା ବ୍ଲେଡ୍‌

ନୂଆଦିଲ୍ଲୀ,୧୭।୬: ଏୟାର ଇଣ୍ଡିଆର ବେଙ୍ଗାଲୁରୁ ସାନ ଫ୍ରାନ୍ସିସ୍କୋ ବିମାନରେ ବଡ ତ୍ରୁଟି ସାମ୍ନାକୁ ଆସିଛି। ଏହି ବିମାନର ଯାତ୍ରୀଙ୍କ ଖାଦ୍ୟରେ ଏକ ବଡ ବ୍ଲେଡ ମିଳିଥିଲା। ଏହି ଘଟଣା ଜୁନ ୯ରେ ଘଟିଥିଲା ଏହି ଘଟଣା ସାମ୍ନାକୁ ଆସିବା ପରେ ଏୟାର…

ମିଶନ ଶକ୍ତି ଜାରି ରହିବ ନା ବନ୍ଦ ହୋଇଯିବ? ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୬: ମିଶନ ଶକ୍ତି ବିଭାଗର ଅଧିକାରୀଙ୍କ ସହ ସୋମବାର ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ସହିତ ଅନୁବନ୍ଧିତ…

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ ଥିବା ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଉପସ୍ଥିତ ରହିବେ। ମିଳିଥିବା ସୂଚନାନୁଯାୟୀ, ମୁଖ୍ୟମନ୍ତ୍ରୀ…

ଇସ୍ତଫା ଦେବେ ଶିବରାଜ ସିଂ ଚୌହାନ: ଦିନେ-୨ଦିନ ଭିତରେ ହୋଇଯିବ ସ୍ପଷ୍ଟ

ଭୋପାଳ,୧୭।୬: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଆଜି କିମ୍ବା ଆସନ୍ତାକାଲି ବିଧାନସଭା ପଦରୁ ଇସ୍ତଫା ଦେଇପାରନ୍ତି। ସମ୍ବିଧାନରେ ଏକ ବ୍ୟବସ୍ଥା ଅଛି ଯେକୌଣସି ବ୍ୟକ୍ତି ଏକାସାଙ୍ଗରେ ବିଧାୟକ ଏବଂ ଏମ୍‌ପି ହୋଇପାରିବେ ନାହିଁ।…

ସ୍କୁଲ ଖୋଲିବ ନା ଘୁଞ୍ଚିବ ଛୁଟି: ଜାଣନ୍ତୁ କେବେ ନିଆଯିବ ନିଷ୍ପତ୍ତି

ଭୁବନେଶ୍ୱର, ୧୭।୬: ରାଜ୍ୟରେ ଏବେ ଅସମ୍ଭାଳ ତାତି ଅନୁଭୂତ ହେଉଛି। ଓଡ଼ିଶାକୁ ଏଥର ଆଗଆ ମୌସୁମୀ ପ୍ରବେଶ କରିଥିଲେ ହେଁ ବର୍ଷା ଟିକେ ହେଉନାହିଁ। ସକାଳ ୮ଟା ବାଜିଲେ ବି ଘରୁ ବାହାରିବା କଷ୍ଟ ହୋଇପଡ଼ୁଛି। ୨୦ତାରିଖ ପର୍ଯ୍ୟନ୍ତ ଏହିଭଳି ପାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri