Home

CWG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ ସେମାନଙ୍କ ସଫଳତା ପାଇଁ ପ୍ରଶଂସା କରିଥିଲେ, ଯେତେବେଳେ ସେମାନେ ତାଙ୍କ ସହିତ ସେମାନଙ୍କର…

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ ପ୍ରତି ଜନସଚେତନତା ସୃଷ୍ଟି କରିବା ଏହି ଦିବସର ମୂଳ ଉଦ୍ଦେଶ୍ୟ। ୨୦୧୩ ମସିହାରୁ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା ଶାନ୍ତି ଯୋଜନାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ଗାଜା ଯୁଦ୍ଧ ବନ୍ଦ କରିବା ଦିଗରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ ମିଳଛି। ଟ୍ରାନ୍ସଫର୍ମର ଓ ବିଦ୍ୟୁତ୍‌ତାର ଚାରିପାଖରେ ଘଞ୍ଚ ଗଛଲତା ମାଡ଼ିଯାଇଥିବାରୁ ଏହା ଆଗାମୀ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ ବିଷୟକୁ ଧ୍ୟାନକୁ ନେବା ନିହାତି ଦରକାର। ସେ ସମ୍ପର୍କରେ ବିଶଦ ଭାବରେ ନିମ୍ନରେ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ୍‌ଠାରେ ଆୟୋଜିତ କୁଇଜର ଏହି ମହାକୁମ୍ଭରେ ରାଜ୍ୟ ତଥା ରାଜ୍ୟ ବାହାରର…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଗତ ଶୁକ୍ରବାର ପାଟପୁର ଥାନାରେ ଏତଲା ଦିଆଯାଇଥିଲା। ଥାନା ଆଇଆଇସି…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ ଶେଷରେ ୮ଟି ଦଳ ଫାଇନାଲ୍‌ରେ ନିଜର ସ୍ଥାନ ପକ୍କା କରିଛନ୍ତି। ଶନିବାର ଚୂଡ଼ାନ୍ତ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ ଉପରେ ପ୍ରଶ୍ନ ଉଠାଇଛନ୍ତି। ପରିସ୍ଥିତି ବଢୁଥିବା ଦେଖି, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା ପାଇଁ ଅଗଷ୍ଟ ୮ରେ ସମସ୍ତ ରାଜ୍ୟର ସଂସଦ (ସାଂସଦ) ମାନଙ୍କର ଏକ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?