Home

ଟ୍ରେନ୍‌ ଟ୍ରାଜେଡି: ୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ ଟଙ୍କା

ନୂଆଦି,୧୭ା୬: ବାହାନଗା ଟ୍ରେନ୍‌ ଟ୍ରାଜେଡି ମଣିଷ ମନରୁ ଲିଭି ନ ଥିବା ବେଳେ ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…

ଏହି ଆସନରୁ ଇସ୍ତଫା ଦେବେ ରାହୁଲ ଗାନ୍ଧୀ! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ କେରଳର ୱାୟନାଡ ଲୋକ ସଭା ଆସନରୁ ଇସ୍ତଫା ଦେଇପାରନ୍ତି ଏବଂ ରାଏବରେଲିରୁ ଏମପି ରହିବେ ବୋଲି କୁହାଯାଉଛି। ବର୍ତ୍ତମାନ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ୱାୟନାଡରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଚର୍ଚ୍ଚା…

ପଶ୍ଚିମବଙ୍ଗ ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପରିବାରକୁ…

ଜୁନ୍‌ ୧୮ରେ କୃଷକଙ୍କ ଖାତାକୁ ଆସିବ ଟଙ୍କା: କେଉଁ ଜିଲାରେ କେଉଁ ମନ୍ତ୍ରୀ ଉପସ୍ଥିତ ରହିବେ ଆସିଲା ଲିଷ୍ଟ

ଭୁବନେଶ୍ୱର,୧୭।୬: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ୧୮ ଜୁନରେ ଉତ୍ତରପ୍ରଦେଶର ବାରାଣସୀରୁ ବଣ୍ଟନ କରାଯିବ। ୧୭ତମ କିସ୍ତି ବଣ୍ଟନ ଦିବସକୁ ‘ପିଏମ୍‌ ପିଷାନ ଉତ୍ସବ’ ଭାବରେ ପାଳନ କରାଯିବ। ସନ୍ଧ୍ୟା ସାଢେ…

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୧୭ା୬: ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।…

ଫାଦର୍ସ ଡେ’ରେ କୋହଲିଙ୍କୁ ମିଳିଲା ବଡ଼ ଉପହାର: ଫଟୋ ଶେୟାର କଲେ ଅନୁଷ୍କା

ଆଜିକାଲି ଅଭିନେତ୍ରୀ ଅନୁଷ୍କା ଶର୍ମା ନିଜ ପିଲାମାନଙ୍କ ସହ ନ୍ୟୁୟର୍କରେ ଅଛନ୍ତି। ତାଙ୍କ ସ୍ବାମୀ ତଥା କ୍ରିକେଟର ବିରାଟ କୋହଲିଙ୍କୁ ଟି-୨୦ ବିଶ୍ୱକପରେ ସମର୍ଥନ କରିବାକୁ ସେମାନେ ସେଠାରେ ପହଞ୍ଚିଛନ୍ତି। ତେବେ ଫାଦର୍ସ ଡେ’ ଅବସରରେ କୋହଲିଙ୍କ ଏକ ବଡ଼ ଉପହାର…

ମୋଦି ସରକାରରେ ମନ୍ତ୍ରୀ ହେବାକୁ ସଫାସଫା ମନା କରିଦେଇଥିଲେ ଏହି ଭାଜପା ଏମ୍‌ପି: ଏବେ ଖୋଲିଲେ ଗୁମର

ନୂଆଦିଲ୍ଲୀ,୧୭।୬: ସମ୍ପ୍ରତି ଲୋକ ସଭା ନିର୍ବାଚନର ଫଳାଫଳ ପରେ ଦେଶରେ ଏନଡିଏ ସରକାର ଗଠନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ୭୧ ଏମ୍‌ପି ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମନ୍ତ୍ରୀଙ୍କ ଶପଥ ଗ୍ରହଣର ଏକ ସପ୍ତାହ ପରେ ଲୋକ…

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ଜାରି ହେଲା ହେଲ୍ପଲାଇନ ନମ୍ବର

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।…

ଭୟଙ୍କର ରେଳ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ: ଟୁଇଟ୍‌ ଯୋଗେ କହିଲେ…

କୋଲକାତା,୧୭।୬: ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ନୂଆ ଜଲପାଇଗୁଡିରେ କଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛରୁ ଉଚ୍ଚ ବେଗରେ ଆସୁଥିବା ଏକ ମାଲବାଦୀ ଟ୍ରେନ ଦ୍ୱାରା ଶକ୍ତ ଧକ୍କା ହୋଇଥିଲା। ସିଲିଗୁଡି ଅତିକ୍ରମ କରିବା ପରେ ରଙ୍ଗପାଣି ଷ୍ଟେଶନ ନିକଟରେ…

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣା: ୫ ମୃତ, ମୃତ୍ୟୁସଂଖ୍ୟା ବୃଦ୍ଧି ଆଶଙ୍କା

କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।…

ବିବାହ କଲେ କନ୍ୟାଙ୍କୁ ମିଳିବ ୫୧ ହଜାର ଟଙ୍କା: ଜାଣନ୍ତୁ କେଉଁମାନେ ଉଠାଇପାରିବେ ଏହାର ଲାଭ

ନୂଆଦିଲ୍ଲୀ,୧୭।୬: ଅନେକ ଯୋଜନା ଦେଶର ନାଗରିକଙ୍କ ପାଇଁ ସରକାରଙ୍କ ଦ୍ୱାରା ପରିଚାଳିତ ହୋଇଥାଏ। ଏଥିରେ ଅନେକ ଯୋଜନା ବିଭିନ୍ନ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଣାଯାଇଥାଏ। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଅଧିକାଂଶ ଗରିବ ଏବଂ ଅସହାୟ ଲୋକଙ୍କ ପାଇଁ ଥାଏ। ସରକାର…

ବିଜୟ ସହ ଟି-୨୦ ବିଶ୍ୱକପ୍‌ରୁ ବିଦାୟ ନେଲା ପାକିସ୍ତାନ

ଫ୍ଳୋରିଡା,୧୭ା୬: ପାକିସ୍ତାନ ଅନ୍ତିମ ଗ୍ରୁପ୍‌ ମ୍ୟାଚ୍‌ରେ ଆୟର୍ଲାଣ୍ଡକୁ ୩ ଉଇକେଟରେ ପରାସ୍ତ କରି ଟି୨୦ ବିଶ୍ୱକପ ଅଭିଯାନ ଶେଷ କରିଛି। ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୦୬ ରନ୍‌ କରିଥିଲା। ଜବାବରେ ପାକିସ୍ତାନ ୧୮.୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri