କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଲା ମାଲ୍ବାହୀ ଟ୍ରେନ୍: କିଛି ବଗି ଲାଇନ୍ଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି
କୋଲକାତା,୧୭ା୬: ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ମାଲ୍ବାହୀ ଟ୍ରେନ୍ ଧକ୍କା ଦେଇଛି। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍ର କିଛି ବଗି ଲାଇନ୍ଚ୍ୟୁତ ହୋଇଥିବା ଜଣାପଡ଼ିଛି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଏହି…
ରାଜଭବନ ଖାଲି କରିବାକୁ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଲେ ରାଜ୍ୟପାଳ
କୋଲକାତା,୧୭।୬: ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ସୋମବାର ସକାଳେ ରାଜଭବନରେ ନିୟୋଜିତ କୋଲକାତା ପୋଲିସ କର୍ମଚାରୀଙ୍କୁ ତୁରନ୍ତ ଘର ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଅଧିକାରୀ କହିଛନ୍ତି, ବୋଷ ରାଜଭବନର ଉତ୍ତର ଫାଟକ…
ସରକାରଙ୍କ ବଡ଼ ଘୋଷଣା: ୨ ଲକ୍ଷ ପର୍ଯ୍ୟନ୍ତ ଋଣ ଛାଡ
ନୂଆଦିଲ୍ଲୀ,୧୭।୬: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି,ତାଙ୍କ ମିଳିତ ସରକାର କୃଷି ଋଣ ଛାଡ କରି ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ କୋଟାକୁ ୨୦୦ ୟୁନିଟକୁ ବୃଦ୍ଧି କରିବାକୁ ଚିନ୍ତା କରୁଛନ୍ତି।…
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ହେବ ଅସଲ ଖେଳ
ମୁମ୍ବାଇ,୧୭ା୬: ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟର ଦମ୍ଦାର ପ୍ରଦର୍ଶନ ବିରୋଧୀ ଦଳ ମଧ୍ୟରେ ନୂଆ ଉତ୍ସାହ ଭରି ଦେଇଛି। ଲୋକ ସଭା ନିର୍ବାଚନର ଫଳାଫଳ ଦେଖି ଶରଦ ପାଓ୍ବାରଙ୍କ ଛୋଟ ପାର୍ଟିର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି ଏବଂ ସେମାନେ ତାଙ୍କୁ ସମର୍ଥନ କରିବାକୁ…
ପାହାଡ଼ରେ ପିଟିହେଲା ବସ୍
ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍ ପିଟି ହୋଇଛି। ଫଳର ବସ୍ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁଣ୍ଡିଆ ଥାନା ତାମଡ଼ା ନିକଟରେ ଏହି ଦୁର୍ଘଟଣା ଘଟିଛି। ତେବେ ୧୫…
ଡିପ୍ଥେରିଆ: କାରଣ, ପ୍ରତିକାର
ଏବେ ଶିଶୁମାନଙ୍କର ଏକ ବିରଳ ରୋଗ ହେଲା ‘ଡିପ୍ଥେରିଆ’ ବା କଣ୍ଠ ଆଳତି। ସାର୍ବଜନୀନ ଟିକା ପ୍ରଦାନ ଦ୍ୱାରା ଏହା ବହୁମାତ୍ରାରେ କମିଯାଇଛି। ସମଗ୍ର ଦେଶରେ ଏ କ୍ଷେତ୍ରରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ମାତ୍ର ଏବେ ଏଭଳି ସ୍ବାସ୍ଥ୍ୟ ସମସ୍ୟା…
ବିଶାଳ ସୌର ଶିଖା ଓ ଚମତ୍କାର ମେରୁ ଆଲୋକ
ଏହି ବର୍ଷ ମେ ମାସ ଦ୍ୱିତୀୟ ସପ୍ତାହରେ ମହାକାଶରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଥିଲା। ଏହା ଥିଲା ବିଶାଳ ସୌର ଶିଖା ଏବଂ ଚମତ୍କାର ମେରୁ ଆଲୋକ। ସୌର ଶିଖା ହେଉଛି ସୂର୍ଯ୍ୟ ପୃଷ୍ଠରୁ ନିର୍ଗତ ଶକ୍ତିଶାଳୀ ବିଦ୍ୟୁତ୍ ଚୁମ୍ବକୀୟ…
ରାୟଗଡ଼ାରେ ଡିପ୍ଥେରିଆ ଆତଙ୍କ
ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ ଖୋଜା ଆରମ୍ଭ ହୋଇଛି। ତେବେ ଡିପ୍ଥେରିଆ ରୋଗରେ ସମସ୍ତ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ…
ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ
ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ ଚାଷୀ ଚାଷକାର୍ଯ୍ୟରୁ ନିଜକୁ ଦୂରେଇ ନେଲେଣି। ଗୋଟିଏ ପଟେ ପ୍ରାକୃତିକ ବିପର୍ଯ୍ୟୟ, ଅନ୍ୟପକ୍ଷେ ଚାଷ…
ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍
ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟସେବାର ଏକ ବିକଳ ଚିତ୍ର ଦେଖିବାକୁ ମିଳିଛି। ଏହି ଉପ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତ…
କେନ୍ଦ୍ରୀୟ ଟିମ୍ ଫୋକସ୍ରେ ‘ବଲ୍କ ଓ୍ବେଷ୍ଟ ଜେନେରେଟର୍ସ’
ଭୁବନେଶ୍ୱର,୧୭।୬ (ବନ୍ଦନା ସେଠୀ): ୨୦୨୪ ସ୍ବଚ୍ଛ ସର୍ବେକ୍ଷଣର ତୃତୀୟ ପର୍ଯ୍ୟାୟ ସର୍ବେକ୍ଷଣ ଜୁଲାଇ ୫ରୁ ଆରମ୍ଭ ହେବାକୁ ଯାଉଛି। ଏହି କ୍ରମରେ କେନ୍ଦ୍ରୀୟ ଟିମ୍ ବିଭିନ୍ନ ରାଜ୍ୟର ୟୁଏଲ୍ବି ପରିଦର୍ଶନ କରିବେ। କେନ୍ଦ୍ରୀୟ ଟିମ୍ ଖୁବ୍ଶୀଘ୍ର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳ…
ରତ୍ନଭଣ୍ଡାର ସ୍ଥିତି ଶୋଚନୀୟ, ଅଳଙ୍କାର ନଷ୍ଟ ହେବା ଆଶଙ୍କା
ପୁରୀ,୧୭ା୬(ଅଜିତ୍ ମହାନ୍ତି): ଭକ୍ତଙ୍କ ନିମନ୍ତେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା ହେବା ପରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯିବାକୁ ନେଇ ସାଧାରଣରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ନୂତନ ଭାଜପା ସରକାର ଶାସନ ଗାଦିକୁ ଆସିବା ପୂର୍ବରୁ ଭକ୍ତଙ୍କ ନିମନ୍ତେ ଚାରିଦ୍ୱାର ଖୋଲାଯିବା ସହ ରତ୍ନଭଣ୍ଡାର…
Archives


