ଗୋଟିଏ ନିଯୁକ୍ତି ୩.୨ କୋଟି
୨୦୧୪ରୁ ୨୦୨୪ ପର୍ଯ୍ୟନ୍ତ କେନ୍ଦ୍ରରେ ଭାଜପା ସରକାର ଗଢ଼ିଆସିଥିଲା। ନାମକୁମାତ୍ର ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ସରକାର କୁହାଯାଉଥିଲେ ମଧ୍ୟ ସହଯୋଗୀ ଦଳଗୁଡ଼ିକର କୌଣସି ଗୁରୁତ୍ୱ ରହୁ ନ ଥିଲା। ୨୦୨୪ ନିର୍ବାଚନରେ ଭାଜପାର ‘୪୦୦ ପାର୍’ ଧ୍ୱନି ବିଫଳ ହେବା…
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼
ଭୁବନେଶ୍ୱର,୧୭ା୬(ସୁନିତ୍ ମିଶ୍ର): ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ ମଧ୍ୟରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାର ପ୍ରତିଶ୍ରୁତି ଦେଇଥିଲା। ସେହିକ୍ରମରେ ଦଳ ସରକାରକୁ ଆସିବା…
ବିଜେଡି: ବିରୋଧୀ ପରିବର୍ତ୍ତେ ଡର
ଭୁବନେଶ୍ୱର,୧୭।୬(ସୁନିତ୍ ମିଶ୍ର): ୨୦୦୦ ମସିହାରୁ ୨୪ ବର୍ଷ ଧରି ଓଡ଼ିଶାରେ ବିଜେଡି ସରକାର ଗଠନ କରିଆସୁଥିଲା। ହେଲେ ୨୦୨୪ ନିର୍ବାଚନରେ ଦଳ ପ୍ରଥମ ଥର ଲାଗି ମୋଟ୍ ୫୧ଟି ବିଧାନସଭା ଆସନରେ ଜିତି ଦୁଇ ନମ୍ବର ସ୍ଥାନକୁ ଖସିଆସିଛି। ଓଡ଼ିଶାରେ ପ୍ରଥମ…
ଉପବାଚସ୍ପତି ପଦ ନ ମିଳିଲେ ଏମିତି ପଦକ୍ଷେପ ନେବ ବିରୋଧୀ ମେଣ୍ଟ
ନୂଆଦିଲ୍ଲୀ,୧୬ା୬:ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପଦ ଲାଗି ଆସନ୍ତା ୨୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବିରୋଧୀ ଇଣ୍ଡିଆ ବ୍ଲକ୍ ଉପବାଚସ୍ପତି ପଦ ଉପରେ ନଜର ରଖିଛି। ଯଦି ଏହାକୁ ଉପବାଚସ୍ପତି ପଦ ନ ମିଳେ ତେବେ ବିରୋଧୀ ଦଳଗୁଡ଼ିକ…
ସରକାରୀ ଚାକିରିରେ କିନ୍ନରଙ୍କୁ ଦିଆଯାଉ ୧ ପ୍ରତିଶତ ସଂରକ୍ଷଣ: ହାଇକୋର୍ଟଙ୍କ ନିର୍ଦ୍ଦେଶ
କୋଲକାତା,୧୬।୬: ରାଜ୍ୟର ସମସ୍ତ ସରକାରୀ ଚାକିରିରେ ଟ୍ରାନ୍ସଜେଣ୍ଡର ବା କିନ୍ନରଙ୍କ ପାଇଁ ଏକ ପ୍ରତିଶତ ସଂରକ୍ଷଣ ନିଶ୍ଚିତ କରିବାକୁ କଲିକତା ହାଇକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଦାଲତ ଦର୍ଶାଇଛନ୍ତି ଯେ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପାଇଁ ନିଯୁକ୍ତି କ୍ଷେତ୍ରରେ ରାଜ୍ୟ ସମାନ…
୫ ଦିନରେ ଲକ୍ଷେ ଲୋକଙ୍କୁ ଭେଟିସାରିଲେଣି ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୬।୬: ଗତ ଜୁନ ୧୨ ତାରିଖରେ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଲଗାତର ଭାବେ ସାଧାରଣ ଲୋକଙ୍କ ସହ ମିଶୁଛନ୍ତି। ଗତ ୫ ଦିନ ଧରି ଏହିପରି ଅନେକ ବ୍ୟକ୍ତି ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି। ସମସ୍ତେ ପ୍ରାୟ…
ମାଆଙ୍କୁ ଭେଟିବାକୁ ଏମ୍ସ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ
ଋଷିକେଶ,୧୬।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଏମ୍ସ ଋଷିକେଶରେ ପହଞ୍ଚିଛନ୍ତି। ଏମ୍ସରେ, ସେ ତାଙ୍କ ମାତା ସାବିତ୍ରୀ ଦେବୀଙ୍କୁ ଭେଟି ଷଷ୍ଠ ମହଲାରେ ଥିବା ଜେରିଆଟ୍ରିକ ୱାର୍ଡରେ ପହଞ୍ଚିିଥିଲେ ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରିଥିଲେ। ଏହା ପରେ ସେ…
ଗୋଡ଼ ନ ଥିବା ଶିକ୍ଷକଙ୍କୁ ପାଣି ପିଆଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି: ପରେ ପ୍ରତିକ୍ରିୟା ମିଳିଲା ମିଳିଲା ଏମିତି
ଭୁବନେଶ୍ୱର, ୧୬।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରତ୍ୟେକ ଦିନ ଅନେକ ବ୍ୟକ୍ତି, ସଙ୍ଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ ଭେଟୁଛନ୍ତି। ସେହିକ୍ରମରେ ରବିବାର ମଧ୍ୟ ଅନେକ ଲୋକ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ତେବେ ସେମାନଙ୍କ…
ଛୁଟିଦିନରେ ବି କାମ କଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର, ୧୬।୬(ସୁନିତ୍ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ମୋଦି ସରକାର ଅମଳରେ ଗତ ୧୦ ବର୍ଷରେ ପର୍ଯ୍ୟାପ୍ତ ପରିମାଣର ଆର୍ଥତ୍କ ଅନୁଦାନ…
ଶ୍ରୀମନ୍ଦିର ଭିଡ଼କୁ ନେଇ ମୁହଁ ଖୋଲିଲେ ଆଇନ୍ ମନ୍ତ୍ରୀ: ସଫେଇ ଦେଇ କହିଲେ…
ଭୁବନେଶ୍ୱର, ୧୬।୬:ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ ମଧ୍ୟରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାର ପ୍ରତିଶ୍ରୁତି ଦେଇଥିଲା। ସେହିକ୍ରମରେ ଦଳ ସରକାରକୁ ଆସିବା କ୍ଷଣି…
ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା
ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଏଥର କିନ୍ତୁ ୪ଦିନ ଆଗରୁ ମୌସୁମୀ ପ୍ରବେଶ କରିଥିଲା। ଏବେ ରଜ ସରିଯାଇଥିଲେ ବି…
୪୦୦ ପାର୍ ହୋଇଥିଲେ ଭାରତ ଏକ ହିନ୍ଦୁ ରାଷ୍ଟ୍ରରେ ପରିଣତ ହୋଇଥାନ୍ତା: ଭାଜପା ନେତାଙ୍କ ବିସ୍ଫୋରକ ମନ୍ତବ୍ୟ
ପୁଣେ,୧୬।୬: ମହାରାଷ୍ଟ୍ରର ଥାନେ ନିକଟସ୍ଥ ଭିଓ୍ବାଣ୍ଡିରେ ଭାଜପା ନେତା ଟି ରାଜ ସିଂ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ଏକ ହିନ୍ଦୁ ଧର୍ମ ସଭାର ମୁଖ୍ୟ ମାର୍ଗଦର୍ଶକ ଭାବରେ ତେଲଙ୍ଗାନା ବିଧାୟକ ଟି ରାଜ ସିଂଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ…
Archives


