Home

ଡିଆର୍‌ଡିଓକୁ ମିଳିଲା ଗ୍ରୀନ୍‌ ପ୍ରପଲଶନ୍‌ ସିଷ୍ଟମ୍‌

ମୁମ୍ବାଇ,୧୨ା୧୨: ମୁମ୍ବାଇର ଡିପ୍‌-ଟେକ୍‌ ଷ୍ଟାର୍ଟଅପ୍‌ ମନସ୍ତୁ ସ୍ପେସ୍‌ ଟେକ୍‌ନୋଲୋଜିଜ୍‌ ଏହାର କ୍ରାନ୍ତିକାରୀ ଆଇବୁଷ୍ଟର ଗ୍ରୀନ୍‌ ପ୍ରପଲଶନ୍‌ ସିଷ୍ଟମ୍‌କୁ ସଫଳତାର ସହ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ)କୁ ହସ୍ତାନ୍ତର କରିଛି। ଡିଆର୍‌ଡିଓର ଟେକ୍‌ନୋଲୋଜି ଡେଭେଲପ୍‌ ଫଣ୍ଡ (ଟିଡିଏଫ୍‌) ସହଯୋଗରେ ୪…

ଗିରଫ ପରେ ଦକ୍ଷିଣ କୋରିଆର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ସିଓଲ,୧୨ା୧୨: ଦକ୍ଷିଣ କୋରିଆରେ ଗତ ସପ୍ତାହରେ ସାମରିକ ଆଇନ ଘୋଷଣା କରିବାକୁ ନେଇ ଅଟକ ଥିବା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଗିରଫ କରାଯିବା ପରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। କୋରିଆ ସୁଧାରାତ୍ମକ ସେବା କମିଶନର ଜେନେରାଲ ଶିନ୍‌ ୟୋଙ୍ଗ ହାଏଙ୍କ…

ବିଚାରପତିଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତୁତି

ନୂଆଦିଲ୍ଲୀ/ଲକ୍ଷ୍ନୌ,୧୨ା୧୨: ଗତ ସପ୍ତାହରେ ବିଶ୍ୱହିନ୍ଦୁ ପରିଷଦ (ଭିଏଚ୍‌ପି)ର ଏକ କାର୍ଯ୍ୟକ୍ରମରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଆହ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଶେଖର କୁମାର ଯାଦବଙ୍କ ବିରୋଧରେ ରାଜ୍ୟ ସଭାର ଇଣ୍ଡିଆ ବ୍ଲକ୍‌ ସଦସ୍ୟମାନେ ମହାଭିଯୋଗ ପ୍ରସ୍ତାବ ଆଣିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି।…

ଭୋଟର ତାଲିକାରୁ ନାଁ କଟାଯିବାର ପ୍ରମାଣ ଦେଲା ଆପ୍‌

ନୂଆଦିଲ୍ଲୀ,୧୧ା୧୨: ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ଭାଜପା ଭୋଟର ତାଲିକାରେ ଜାଲିଆତି ଉଦ୍ୟମ କରୁଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଅଭିଯୋଗ କରିଛି। କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବା ଆପ୍‌ର ନେତାମାନେ ବୁଧବାର ନିର୍ବାଚନ କମିଶନଙ୍କୁ…

ଗାଜାରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌: ୨୯ ମୃତ

ଦେଇର ଅଲ୍‌-ବଲାହ,୧୧ା୧୨: ଇସ୍ରାଏଲୀ ସେନା ମଙ୍ଗଳବାର ରାତିରୁ ଗାଜାଷ୍ଟ୍ରିପ୍‌ରେ ବୋମାମାଡ଼ ଜାରି ରଖିଥିବାବେଳେ ଏଥିରେ ଅନୂ୍ୟନ ୨୯ ଜଣ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଗାଜା ଉତ୍ତର ଭାଗରେ ବିସ୍ଥାପିତ ଲୋକେ ଆଶ୍ରୟ ନେଇଥିବା ଏକ ଘର ଉପରେ ବୋମାମାଡ଼ ହେବାରୁ ୧୯…

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ମୃତ

ମାଲକାନଗିରି,୧୧ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ ସୁରକ୍ଷା କର୍ମୀଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ମୁନଗା ଜଙ୍ଗଲରେ ଡିଭିସିଏମ୍‌ ଦିନେଶ ମୋଡିୟମ୍‌, ଆକାଶ ହେମଲା, କମ୍ପନୀ ନଂ ୨ କମାଣ୍ଡର ବେଲ୍ଲା, ମିଲିସିୟା ପ୍ଲାଟୁନ କମାଣ୍ଡର…

ଗୁଗ୍‌ଲରେ ଟ୍ରମ୍ପଙ୍କୁ ସର୍ଚ୍ଚ କରିଛନ୍ତି ସର୍ବାଧିକ ଲୋକ, ଏହା ପରେ ରହିଛି ଏହି ବ୍ୟକ୍ତିଙ୍କ ନାମ…

ଓ୍ବାଶିଂଟନ, ୧୧।୧୨: ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଚଳିତବର୍ଷ ଗୁଗ୍‌ଲରେ ସର୍ବାଧିକ ଲୋକ ସର୍ଚ୍ଚ କରିଛନ୍ତି। ଗୁଗ୍‌ଲର ‘ଇୟର ଇନ୍‌ ସର୍ଚ୍ଚ ୨୦୨୪’ ତାଲିକାର ବ୍ୟକ୍ତିତ୍ୱ ଶ୍ରେଣୀରେ ବିଶ୍ୱବ୍ୟାପୀ ସର୍ବାଧିକ ଲୋକ ଟ୍ରମ୍ପ୍‌ଙ୍କୁ ସର୍ଚ୍ଚ କରିଛନ୍ତି। ଓ୍ବେଲ୍ସ ଯୁବରାଣୀ କେଟ୍‌…

ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଯିବାବେଳେ ବାଟରେ ଓଲଟିଲା ପିକ୍‌ଅପ୍‌, ୪ ମୃତ, ୧୬ ଗୁରୁତର

ମୋହନା,୧୧ା୧୨(ମନ୍ମଥ ମିଶ୍ର): ଏକ ଶୁଦ୍ଧିକ୍ରିୟା ଭୋଜିରେ ଯୋଗଦେବାକୁ ପିକ୍‌ଅପ୍‌ ଭ୍ୟାନିରେ ପ୍ରାୟ ୪୦ ଜଣ ଯାତ୍ରୀ ରାମଗିରି ଥାନା ଅନ୍ତର୍ଗତ କେକେସିଂ ଗ୍ରାମରୁ ବାହାରି ମୋହନା ଥାନା ଅନ୍ତର୍ଗତ ଘାଇବାଲି ଗ୍ରାମକୁ ଆସୁଥିବା ବେଳେ ଚନ୍ଦ୍ରଗିରି ଫାଣ୍ଡି ନିକଟ ଚିଟିଙ୍ଗ ଘାଟିରେ…

ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ଭାବେ କୋରାପୁଟ ପୁରସ୍କୃତ

କୋରାପୁଟ,୧୧ା୧୨(ଅମିତାଭ ବେହେରା): ଜାତୀୟସ୍ତରରେ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ କୋରାପୁଟ ପୁରସ୍କୃତ ହୋଇଛି। ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ଶତତ ବିକାଶ ବର୍ଗରେ କୋରାପୁଟ ଦ୍ବିତୀୟ ଶ୍ରେଷ୍ଠ ଜିଲା ପଞ୍ଚାୟତ ଭାବେ ପୁରସ୍କୃତ ହୋଇଛି। ବୁଧବାର ଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ମହାମହିମ…

ଦୀଘାରେ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣକୁ ନେଇ ପଶ୍ଚିମବଙ୍ଗରେ ରାଜନୈତିକ ଝଡ଼

ଭୋଗରାଇ,୧୧ା୧୨(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ସୈକତ ସହରକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨ ଦିନିଆ ତୋଫାନୀ ଗସ୍ତ କରି ନିଉ ଦୀଘାରେ ୨୦୧୯ରୁ ଗଢ଼ି ଉଠିଥିବା ୨୨ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କାର…

ସରିଲା ବିଧାନସଭାର ଶୀତ ଅଧିବେଶନ, ଧାର୍ଯ୍ୟ କାର୍ଯ୍ୟ ଦିବସ ପୂର୍ବରୁ…

ଭୁବନେଶ୍ୱର,୧୧ା୧୨: ବିଧାନସଭାର ଶୀତ ଅଧିବେଶନ ବୁଧବାର ଶେଷ ହୋଇଛି। ଏଥର ୧୬ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ ହୋଇଛି। ତେବେ ଅନିର୍ଦ୍ଦିଷ୍ଟ କାର୍ଯ୍ୟକାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ। ଏହି ଅଧିବେଶନରେ ୧୬ଟୁ ମାତ୍ର…

ଦେଶରେ ଶ୍ରେଷ୍ଠ ବ୍ଲକ ଛତ୍ରପୁର, ପୁରସ୍କୃତ କଲେ ରାଷ୍ଟ୍ରପତି

ଛତ୍ରପୁର,୧୧ା୧୨(ଦିଲ୍ଲୀପ ସାମଲ): କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ୪୫ଟି ପଞ୍ଚାୟତିରାଜ ସଂସ୍ଥାକୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?