Home

ଧୋକା ଦେଲା ମୌସୁମୀ: ଏହି ଦିନ ପର୍ଯ୍ୟନ୍ତ ଜାରି ରହିବ ଖରା

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଓଡ଼ିଶାକୁ ସାଧାରଣତଃ ୧୨ ରୁ ୧୪ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥାଏ। ଏଥର କିନ୍ତୁ ୪ଦିନ ଆଗରୁ ମୌସୁମୀ ପ୍ରବେଶ କରିଥିଲା। ଏବେ ରଜ ସରିଯାଇଥିଲେ ବି…

୪୦୦ ପାର୍‌ ହୋଇଥିଲେ ଭାରତ ଏକ ହିନ୍ଦୁ ରାଷ୍ଟ୍ରରେ ପରିଣତ ହୋଇଥାନ୍ତା: ଭାଜପା ନେତାଙ୍କ ବିସ୍ଫୋରକ ମନ୍ତବ୍ୟ

ପୁଣେ,୧୬।୬: ମହାରାଷ୍ଟ୍ରର ଥାନେ ନିକଟସ୍ଥ ଭିଓ୍ବାଣ୍ଡିରେ ଭାଜପା ନେତା ଟି ରାଜ ସିଂ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ଏକ ହିନ୍ଦୁ ଧର୍ମ ସଭାର ମୁଖ୍ୟ ମାର୍ଗଦର୍ଶକ ଭାବରେ ତେଲଙ୍ଗାନା ବିଧାୟକ ଟି ରାଜ ସିଂଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ…

କମାଲ୍‌ କଲେ ମନ୍ଧାନା: ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟେଇଲା ଭାରତ

ବେଙ୍ଗାଲୁରୁ, ୧୬ା୬: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ମହିଳା ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୧୪୩ ରନରେ ବିଜୟ ହାସଲ କରିଛି। ସ୍ଥାନୀୟ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଭାଜପା କାର୍ଯ୍ୟାଳୟ ନିକଟରୁ ମିଳିଲା ବୋମା! ଖେଳିଲା ଆତଙ୍କ

କୋଲକାତା,୧୬।୬: ପଶ୍ଚିମବଙ୍ଗର କୋଲକାତାଠାରେ ଥିବା ଭାଜପାର କେନ୍ଦ୍ରୀୟ କାର୍ଯ୍ୟାଳୟ ନିକଟରେ ଏକ ବୋମା ଭଳି ଜିନିଷ ଦେଖିବାକୁ ମିଳିଛି। ଏହି ସୂଚନା ପରେ ଘଟଣାସ୍ଥଳରେ ଆତଙ୍କ ଖେଳିଯାଇଛି ଏବଂ ପୋଲିସ ସମଗ୍ର ଅଞ୍ଚଳକୁ ଘେରି ରହିଛି। ଏନେଇ ପ୍ରଶ୍ନ ଉଠାଇ ଭାଜପା…

ଆଇଏମଡି ଦେଲା ଖୁସି ଖବର

ନୂଆଦିଲ୍ଲୀ,୧୬।୬: ମୌସୁମୀ ଦେଶରେ ପହଞ୍ଚିଛି ଏବଂ ଦେଶର ଅନେକ ସ୍ଥାନରେ ମୌସୁମୀ ପୂର୍ବରୁ ମଧ୍ୟ ଏହର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ତଥାପି ଉତ୍ତରପ୍ରଦେଶ ଏବଂ ରାଜଧାନୀ ଦିଲ୍ଲୀ ସମେତ କେତେକ ରାଜ୍ୟ ଅଛି, ଯେଉଁଠାରେ ଉତ୍ତାପ ଏବଂ ହିଟଓ୍ବେଭ ବନ୍ଦ ହେବାର…

ଟମାଟୋ କିଲୋ ପ୍ରତି ମୂଲ୍ୟ ୨୦୦ଟଙ୍କା ଉପରେ

ପେଶାଓା୍ବର,୧୬।୬: ପାକିସ୍ତାନର ସ୍ଥାନୀୟ ଖୁଚୁରା ବଜାରରେ ଇଦ ଅଲ-ଅଜାହ ପୂର୍ବରୁ ଟମାଟୋ ମୂଲ୍ୟରେ ବ୍ୟାପକ ବୃଦ୍ଧି ଘଟିଛି। ଏକ୍ସପ୍ରେସ ଟ୍ରିବ୍ୟୁନ ରିପୋର୍ଟ କରିଛି ଯେ ପେଶାୱାରରେ କିଲୋଗ୍ରାମ ପିଛା ଟମାଟୋର ମୂଲ୍ୟ ୨୦୦ ଟଙ୍କାରୁ ଅଧିକ ହୋଇଛି। ଜିଲ୍ଲା ଅଧିକାରୀ ଏହାକୁ…

୨୦୨୨ ନିର୍ବାଚନ ପୂର୍ବରୁ ଯୋଗୀଙ୍କୁ ହଟାଇବାକୁ ହୋଇଥିଲା ପ୍ରସ୍ତୁତି! ଏଠାରେ କରାଯାଇଛି ଦାବି

ନୂଆଦିଲ୍ଲୀ,୧୬।୬: ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳ ଭାଜପାକୁ ଏକ ବଡ ଝଟକା ଦେଇଛି। ଦେଶକୁ ସର୍ବାଧିକ ଏମପି ପ୍ରଦାନ କରୁଥିବା ଉତ୍ତରପ୍ରଦେଶରେ ଭାଜପାର ପ୍ରଦର୍ଶନ ନିରାଶାଜନକ ଥିଲା ଏବଂ ଏଠାରେ ସମାଜବାଦୀ ପାର୍ଟି ସର୍ବାଧିକ ୩୭ ଟି ଆସନ ଜିତିଛି।…

ଚିରାଗ ପାସଓ୍ବାନଙ୍କୁ ନିଜର କ୍ରସ ବୋଲି କହିଲେ ଏହି ଭୋଜପୁରୀ ଅଭିନେତ୍ରୀ

ନୂଆଦିଲ୍ଲୀ,୧୬।୬: ବଲିଉଡ ଅଭିନେତା ତଥା କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନଙ୍କ ପ୍ରଶଂସକଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସୋସିଆଲ ମିଡିଆରେ ଚିରାଗ ପାସୱାନଙ୍କ ଭିଡିଓଗୁଡ଼ିକ ଭାଇରାଲ ହେବାରେ ଲାଗିଛି। ନିର୍ବାଚନ ପ୍ରଚାରଠାରୁ ଆରମ୍ଭ କରି ଶପଥ ଗ୍ରହଣ ସମାରୋହ ପର୍ଯ୍ୟନ୍ତ ଚିରାଗ ସୋସିଆଲ…

ହିଟଓ୍ବେଭ ନେଲା ୧୪ ହଜ ଯାତ୍ରୀଙ୍କ ଜୀବନ

ରିୟାଦ,୧୬।୬: ଇଦ-ଉଲ-ଅଜାହ ପର୍ବ ମଧ୍ୟରେ ସୌଦି ଆରବରେ ବହୁ ସଂଖ୍ୟାରେ ହଜ ତୀର୍ଥଯାତ୍ରୀ ଏକତ୍ରିତ ହୋଇଥିଲେ। ତେବେ ସୌଦି ଆରବରେ ପ୍ରବଳ ଉତ୍ତାପ ହଜ ତୀର୍ଥଯାତ୍ରୀଙ୍କ ପାଇଁ ଏକ ଚ୍ୟାଲେଞ୍ଜ ବୋଲି ପ୍ରମାଣିତ ହେଉଛି। ହଜ ସମୟରେ ପାରଦ ୪୭ ଡିଗ୍ରୀ…

ତେହରିକ-ଏ-ତାଲିବାନର କମାଣ୍ଡର ନିହତ

ଇସଲାମାବାଦ,୧୬।୬: ନିଷିଦ୍ଧ ଆତଙ୍କବାଦୀ ସଂଗଠନ ତେହେରିକ-ଏ-ତାଲିବାନ ପାକିସ୍ତାନ (ଟିଟିପି) ର ଶୀର୍ଷ କମାଣ୍ଡରଙ୍କୁ ଖାଇବର-ପଖତୁନୱା ପ୍ରଦେଶରେ ସୁରକ୍ଷା ବାହିନୀ ହତ୍ୟା କରିଛନ୍ତି। ଏକ ରିପୋର୍ଟରେ କୁହାଯାଇଛି ଯେ କାଉଣ୍ଟର ଆତଙ୍କବାଦ ବିଭାଗ (ସିଟିଡି) ଦ୍ୱାରା ଗୁପ୍ତଚର ଅପରେଶନରେ ଟିଟିପିର ବରିଷ୍ଠ କମାଣ୍ଡର…

କିଏ ହେବେ ବାଚସ୍ପତି: ରାଜନାଥଙ୍କ ଘରେ ଚାଲିଲା ମନ୍ଥନ

ନୂଆଦିଲ୍ଲୀ,୧୬।୬:ଜୁନ ୨୬ ରେ ଲୋକ ସଭା ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ଏହାର ଦୁଇ ଦିନ ପୂର୍ବରୁ ଅର୍ଥାତ୍‌ ଜୁନ ୨୪ରୁ ଲୋକ ସଭାର ଅଧିବେଶନ ଆରମ୍ଭ ହେବ। ବାଚସ୍ପତି ଏବଂ ଉପବାଚସ୍ପତିଙ୍କୁ ନେଇ ରାଜନୀତି ତୀବ୍ର ହୋଇଛି। ସେପଟେ ପ୍ରତିରକ୍ଷା…

‘ଜଷ୍ଟିସ କେଉଁଠି?’ ଆଇଏଏସଙ୍କ ଏମିତି ପ୍ରଶ୍ନର ଉତ୍ତର ହସି ହସି ଦେଇଥିଲେ ସିଜେଆଇ, କହିଥିଲେ, ପଛରୁ ଆସୁଛନ୍ତି

ନୂଆଦିଲ୍ଲୀ,୧୬।୬: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି (ସିଜେଆଇ) ତାଙ୍କ ସରଳତା ପାଇଁ ଅତ୍ୟନ୍ତ ପ୍ରସିଦ୍ଧ। ତାଙ୍କ ମୁହଁରେ ଅନେକ ସମୟରେ ହସ ଦେଖଇବାକୁ ମିଳିଥାଏ। ସିଜେଆଇଙ୍କ ସହିତ କାମ କରିଥିବା ଆଡଭୋକେଟ ମାନସୀ ଚୌଧରୀ ତାଙ୍କ ବ୍ଲଗରେ ତାଙ୍କ ସହ ଜଡିତ ଅନେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri