Home

ମମତାଙ୍କୁ ଦିଆଯାଉ ଇଣ୍ଡିଆ ମେଣ୍ଟର ନେତୃତ୍ୱ, ଲାଲୁଙ୍କ ବୟାନକୁ ନେଇ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୧୦।୧୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଇଣ୍ଡିଆ ମିଳିତ ମଞ୍ଚର ନେତୃତ୍ୱ ହସ୍ତାନ୍ତର କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ ମମତା ମିଳିତ ମଞ୍ଚର ନେତୃତ୍ୱ ପାଇବା ଉଚିତ୍‌। ଆମେ ସେମାନଙ୍କୁ ସମର୍ଥନ…

ଆହତ ହେଲେ ପନ୍ତ, ଗାବା ଟେଷ୍ଟ ପୂର୍ବରୁ ଆସିଲା ଏମିତି ଖବର

ନୂଆଦିଲ୍ଲୀ,୧୦।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ଗାବାରେ ଖେଳାଯିବାକୁ ଯାଉଛି, ଯେଉଁଥିପାଇଁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। କିନ୍ତୁ, ଏହି ମ୍ୟାଚ ଆରମ୍ଭ ପୂର୍ବରୁ ଅଭ୍ୟାସ ଅଧିବେଶନରେ ଋଷଭ ଆହତ ହେବାପରେ…

ଭାଙ୍ଗିବ ଇଣ୍ଡିଆ ମେଣ୍ଟ? ଲାଲୁଙ୍କ ବୟାନକୁ ନେଇ ଉଠିଲାଣି ଝଡ଼

ପାଟନା,୧୦।୧୨: ନିକଟରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଇଣ୍ଡିଆ ମେଣ୍ଟ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମିଳିତ ମଞ୍ଚରୁ ସ୍ବର ଆସିବା ଆରମ୍ଭ ହୋଇଛି ଯେ କଂଗ୍ରେସ ପାର୍ଟି ଏବଂ ଏହାର ନେତାମାନେ ଇଣ୍ଡିଆ ଆଲାଇନ୍ସକୁ ଉପଯୁକ୍ତ ନେତୃତ୍ୱ ଦେବାରେ…

ଦିଲ୍ଲୀ ଦଙ୍ଗା ଅଭିଯୁକ୍ତଙ୍କୁ ମିଳିଲା ନିର୍ବାଚନ ଲଢିବାକୁ ଟିକେଟ, ଏହି ଆସନରୁ ଲଢିବେ

ନୂଆଦିଲ୍ଲୀ,୧୦।୧୨: ଆସନ୍ତା ବର୍ଷ ଫେବୃଆରୀରେ ଦିଲ୍ଲୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିବା ଆରମ୍ଭ କରିଛନ୍ତି। ଏହି କ୍ରମରେ ଅସଦୁଦ୍ଦିନ ଓୱାଇସିଙ୍କ ପାର୍ଟି ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମେନ (ଏଆଇଏମଆଇଏମ) ତାହିର ହୁସେନଙ୍କୁ…

ଧନଖଡ଼ଙ୍କ ବିରୋଧରେ ଆସିଲା ଅବିଶ୍ୱାସ ପ୍ରସ୍ତାବ, ବିରୋଧୀ ଦେଲେ ନୋଟିସ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଜାରି ରହିଛି। ମଙ୍ଗଳବାର ସଂସଦର ଉଭୟ ଗୃହ ବୁଧବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ତେବେ ଏହାପୂର୍ବରୁ ବିରୋଧୀମାନେ ରାଜ୍ୟ ସଭାରେ ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଏକ ଅବିଶ୍ୱାସ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ସୂଚନାଯୋଗ୍ୟ, ରାଜ୍ୟ…

ମିଶନ ଶକ୍ତି ମହିଳାଙ୍କ ଧାରଣାକୁ ନେଇ ଭାଜପାକୁ ଟାର୍ଗେଟ କଲେ ନବୀନ

ଭୁବନେଶ୍ୱର,୧୦ା୧୨: ବକେୟା ଦରମା ସହ ଅନ୍ୟାନ୍ୟ ୯ ଦାବି ନେଇ ବିଜୁ ଶ୍ରମିକ ସାମ୍ମୁଖ୍ୟ ସହ ଅନୁବନ୍ଧିତ ଜିପିଏଲ୍‌ଏଫ ମିଶନଶକ୍ତି ମହିଳାମାନେ ମଙ୍ଗଳବାର ଲୋୟର ପିଏମ୍‌ଜିର ଗାନ୍ଧୀମାର୍ଗରେ ଧାରଣାରେ ବସିଛନ୍ତି। ଏହାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଭାଜପା…

ଅସାଦଙ୍କ ପଳାୟନ ପରେ ସିରିଆ ଉପରେ ଇସ୍ରାଏଲର ବଡ଼ ଧରଣର ଆକ୍ରମଣ, ଡଜନେ ବିମାନ ହେଲିକପ୍ଟର ଧ୍ୱଂସ

ଅମ୍ମାନ,୧୦।୧୨: ସିରିଆର ରାଷ୍ଟ୍ରପତି ବାଶାର ଅଲ-ଅସାଦ ଦେଶ ଛାଡି ପଳାଇବା ପରେ ଇସ୍ରାଏଲ ସିରିଆ ଉପରେ ଏକ ବଡ଼ ଆକ୍ରମଣ କରିଥିଲା। ସୂଚନାନୁସାରେ, ଏୟାର ଷ୍ଟ୍ରାଇକରେ ସିରିଆ ସେନାର ତିନୋଟି ପ୍ରମୁଖ ଏୟାରବେସକୁ ଇସ୍ରାଏଲ ଟାର୍ଗେଟ କରିଛି। ଏହି ବିସ୍ଫୋରଣରେ ଡଜନେ…

କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ କ୍ରିଷ୍ଣଙ୍କ ପରଲୋକ

ବେଙ୍ଗାଲୁରୁ,୧୦।୧୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସଏମ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି। ସେ ୯୨ବର୍ଷ ବୟସରେ, ଡିସେମ୍ବର ୧୦ ମଙ୍ଗଳବାର ବେଙ୍ଗାଲୁରୁର ସାଦାଶିଭନଗରରେ ଥିବା ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ବୟସ ସମ୍ବନ୍ଧୀୟ…

ଏଇ ଭାରତରେ

୫୦୦ ବର୍ଗଫୁଟର ଅଗଣାରେ ପରିବା ଚାଷ କରି ମାସକୁ ୫,୦୦୦ ଟଙ୍କା ସଞ୍ଚୟ କରିପାରୁଛନ୍ତି କେରଳର ପଦ୍ମା ସୁରେଶ । ସେ ଏହି ଚାଷରେ ପରିବାରର ଆବଶ୍ୟକତା ପୂରଣ କରିବା ସହ ବଳକା ପରିବା ବଜାରରେ ବିକ୍ରି କରୁଛନ୍ତି । ପଦ୍ମାଙ୍କ…

ପ୍ରୋଟୋକଲ୍‌ ଓ ସୁରକ୍ଷା ବ୍ୟବସ୍ଥା

ପ୍ରୋଟୋକଲ୍‌ ନିୟମଭିତ୍ତିକ ଗୋଟେ ପ୍ରକାରର ଆଚାରସଂହିତା ବା ସୁରକ୍ଷା-ସମ୍ପର୍କିତ ସତର୍କତା। ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ପ୍ରମୁଖଙ୍କ ସୁରକ୍ଷା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ସେମାନଙ୍କ ଯାତାୟାତ ପୂର୍ବରୁ ପ୍ରୋଟୋକଲ୍‌ ଅନୁଯାୟୀ କାର୍ଯ୍ୟ ସମ୍ପନ୍ନ ହୁଏ ଓ ସେ…

ମାନବ ଅଧିକାରର ଆହ୍ବାନ

ମନୁଷ୍ୟ ନିଜ ଅଧିକାର ବ୍ୟତୀତ ସମାଜରେ ବଞ୍ଚିପାରିବ ନାହିଁ। ମନୁଷ୍ୟ ମଧ୍ୟରେ ଲୁକ୍କାୟିତ ଅବସ୍ଥାରେ ଥିବା ବ୍ୟକ୍ତିତ୍ୱର ବିକାଶ ଅଧିକାର ଦ୍ୱାରା ହୋଇଥାଏ। ବିଶିଷ୍ଟ ରାଜନୀତିଜ୍ଞ ଅଧ୍ୟାପକ ଲାସ୍କି କୁହନ୍ତି ”ସାମାଜିକ ଜୀବନର ଯେଉଁ ସର୍ତ୍ତଗୁଡ଼ିକ ବିନା ମନୁଷ୍ୟ ତା’ର ବ୍ୟକ୍ତିତ୍ୱର…

ଲାଞ୍ଚ ଜାଲରେ

ସର୍ବସାଧାରଣ, ଉପଭୋକ୍ତା ଏବଂ କ୍ଷୁଦ୍ର ବ୍ୟବସାୟ ସ୍ବାର୍ଥଜଡ଼ିତ ବିଷୟ ଉପରେ ସର୍ଭେ ମାଧ୍ୟମରେ ତଥ୍ୟ ସଂଗ୍ରହ କରୁଥିବା ଅଗ୍ରଣୀ କମ୍ୟୁନିଟି ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଲୋକାଲସର୍କଲ୍ସ’ ପକ୍ଷରୁ ନିକଟରେ ପ୍ରକାଶ ପାଇଥିବା ଏକ ରିପୋର୍ଟରେ କୁହାଯାଇଛି ଯେ, ଭାରତରେ ବ୍ୟବସାୟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?