ବଜାରରେ ଟିଭିଏସ୍ ରୋନିନ୍
ନୂଆଦିଲ୍ଲୀ,୧୦।୧୨: ଟିଭିଏସ୍ ମୋଟର କମ୍ପାନିର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଦ ୨୦୨୫ ଟିଭିଏସ୍ ରୋନିନ୍ର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଏହି ମଡେଲରେ ସମସ୍ତ ପ୍ରକାରର ଆଧୁନିକ ସୁରକ୍ଷା ବ୍ୟବସ୍ଥା ସହିତ ସର୍ବୋତ୍ତମ ଫିଚର ସାମିଲ ରହିଛି।…
ସାଉଥ୍ ଏସିଆ ସମିଟ-୨୦୨୪ ଉଦ୍ଘାଟିତ
ନୂଆଦିଲ୍ଲୀ,୧୦।୧୨: ପ୍ରଥମ ଥର ପାଇଁ ଭାରତର ଚେନ୍ନାଇଠାରେ ଏକ ଦୁଇ ଦିନିଆ ଶିଖର ସମ୍ମିଳନୀ ‘ସାଉଥ ଏସିଆ ସମିଟ-୨୦୨୪’ ସୋମବାର ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏପରିକି ଏସିଆର ସାମାଜିକ ନିବେଶକଙ୍କ ସର୍ବବୃହତ ନେଟୱର୍କ ଏଭିପିଏନ୍ ପକ୍ଷରୁ ଏହି ଶିଖର ସମ୍ମିଳନୀ…
ରାଜସ୍ଥାନରେ ଲକ୍ଷେ କୋଟି ନିବେଶ କରିବ ବେଦାନ୍ତ
ନୂଆଦିଲ୍ଲୀ,୧୦।୧୨ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରାଜସ୍ଥାନର ଜୟପୁରଠାରେ ଏକ ୩ ଦିନିଆ ନିବେଶ ସମ୍ମିଳନୀ ସୋମବାରଠାରୁ ଆରମ୍ଭ ହୋଇଯାଇଛି। ୨୦୨୪ ଡିସେମ୍ବର ୧୧ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ରାଇଜିଂ ରାଜସ୍ଥାନ ସମ୍ମିଳନୀରେ ଦେଶର…
ରୋବୋଟିକ୍ ମାଉସ୍
ବେଜିଂ: ଚାଇନାର ବେଜିଂ ଇନଷ୍ଟିଟ୍ୟୁଟ ଅଫ୍ ଟେକ୍ନୋଲୋଜିର ବୈଜ୍ଞାନିକମାନେ ଏକ ‘ରୋବୋଟିକ୍ ମାଉସ୍’ର ଉଦ୍ଭାବନ କରିଛନ୍ତି। ଏହାର ନାମ ସ୍କ୍ୟୁରୋ ରଖାଯାଇଛି। ଏହି ରୋବୋଟିକ ମାଉସ୍ ବିଭିନ୍ନ କାର୍ଯ୍ୟରେ ନିପୁଣ ରହିଥିବାନେଇ ବୈଜ୍ଞାନିକମାନେ କହିଛନ୍ତି। ଏହି ରୋବୋଟିକ୍ ମାଉସ୍ର ଅନେକ କିଛି…
‘ଫତେହ’ ଟିଜର ଆଉଟ୍
ମୁମ୍ବାଇ: ବଲିଉଡ୍ ଅଭିନେତା ସୋନୁ ସୁଦ ସମ୍ପ୍ରତି ନିଜର ଚଳଚ୍ଚିତ୍ର ‘ଫତେହ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇରେ ସେ ତାଙ୍କ ଜନ୍ମଦିନ ଅବସରରେ ଏହି ଫିଲ୍ମ ସମ୍ପର୍କରେ ନିଜ ପ୍ରଶଂସକଙ୍କୁ ସୂଚନା ଦେଇଥିଲେ। ସୋମବାର ‘ଫତେହ’ର ଟିଜର ରିଲିଜ ହୋଇଛି।…
ଗାଡ଼ି ଅଟକାଇ ଖାଦ୍ୟ ମାଗୁଛି ହାତୀ
କଲମ୍ବୋ: ଗତ କିଛିଦିନ ହେବ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଗୋଟିଏ ହାତୀ ରାସ୍ତା ଦେଇ ଯାଉଥିବା କାର୍, ବସ୍ ଏବଂ ବଡ଼ ଯାନବାହନଗୁଡ଼ିକୁ ଅଟକାଇ ସେମାନଙ୍କୁ ବିଭିନ୍ନ ଖାଦ୍ୟ ସାମଗ୍ରୀ ମାଗୁଛି। ଶ୍ରୀଲଙ୍କାର ବୁଟ୍ଟାଲା-କାଟାରାଗାମା ରାସ୍ତାରେ ଏହି…
ଯୁଦ୍ଧ ଅପରାଧରେ ଆଇନର ସମ୍ମୁଖୀନ ହେବେ ଅସାଦ
ତେହେରାନ୍,୧୦ା୧୨: ସିରିଆରେ ବିଦ୍ରୋହୀମାନେ ରାଜଧାନୀ ଡମାସ୍କସ୍କୁ ଅକ୍ତିଆର କରିବା ସହ ରାଷ୍ଟ୍ରପତି ବଶର ଅଲ୍-ଅସାଦଙ୍କୁ କ୍ଷମତାଚ୍ୟୁତ କରିଛନ୍ତି। ଯୁଦ୍ଧ ଅପରାଧ ମାମଲାରେ ଅସାଦ ଓ ସିରିଆର ଅନ୍ୟ ଶୀର୍ଷ ଅଧିକାରୀମାନେ ବିଚାରର ସମ୍ମୁଖୀନ ହେବେ ବୋଲି ଜାତିସଂଘ ମାନବାଧିକାର ମୁଖ୍ୟ ଭୋଲକର…
ଭାରତକୁ ଏପରି ଯୁଦ୍ଧ ଜାହାଜ ଦେଲା ରୁଷିଆ: ଆଖି ପିଛୁଳାକେ ଧ୍ୱଂସ ହେବେ ଶତ୍ରୁ!
ଭାରତୀୟ ନୌସେନା ପାଇଁ ରୁଷିଆ ନିର୍ମିତ ଯୁଦ୍ଧ ଜାହାଜ ଆଇଏନ୍ଏସ୍ ତୁଶିଲ୍(INS Tushil) ସୋମବାର ରୁଷିଆର ଉପକୂଳବର୍ତ୍ତୀ ସହର କାଲିନଗ୍ରାଡରେ କାର୍ଯ୍ୟକ୍ଷମ ହୋଇଛି। ଏହି ଯୁଦ୍ଧ ଜାହାଜର କମିଶନ ସମାରୋହରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ନୌସେନା ମୁଖ୍ୟ ଆଡମିରାଲ ଦୀନେଶ…
ପାଟପୁର ଥାନାରେ ନୂତନ ଥାନାଧିକାରୀ: ମଙ୍ଗଳବାର ନେବେ ଦାୟିତ୍ୱ
ଦିଗପହଣ୍ଡି,୯।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ପୋଲିସ ଜିଲା ଅଧୀନ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନାଧିକାରୀ ସବ୍ୟସାଚୀ ମଲ୍ଲଙ୍କୁ ଚମାଖଣ୍ଡି ଥାନାଧିକାରୀ ଭାବେ ବଦଳି ହୋଇଛି। ତାଙ୍କ ସ୍ଥାନରେ ଜିଲା ପୋଲିସ ମୁଖ୍ୟାଳୟରେ କାର୍ଯ୍ୟରତ ଦୀପ୍ତି ରଞ୍ଜନ ବେହେରାଙ୍କୁ ନିଯୁକ୍ତି ମିଳିଥିବା ଜଣାପଡିଛି ।ଦୀପ୍ତି…
୧୮ ବିଧାୟକଙ୍କ ଟିକେଟ କାଟିଲା ଆପ୍
ନୂଆଦିଲ୍ଲୀ, ୯।୧୨:ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆମ୍ ଆଦ୍ମୀ ପାର୍ଟି(ଆପ୍) ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ୨୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଦ୍ୱିତୀୟ ପର୍ଯ୍ୟାୟରେ ଦଳ ୧୮ ଜଣ ବିଧାୟକଙ୍କର ଟିକେଟ କାଟିଥିବାବେଳେ ୨ ଜଣ ବିଧାୟକଙ୍କର ଆସନ ବଦଳାଇଛି।…
ଗଛରେ ଗାମୁଛା ଦେଇ ଝୁଲିପଡ଼ିଲେ ଯୁବକ: ବାପା ଦେଖିବାରୁ…
ଲାଞ୍ଜିଗଡ଼,୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଧୌଂରାଭଟା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଏହି ଗାଁର ଜଳଧର ପାତ୍ର ନାମକ ଜଣେ ବ୍ୟକ୍ତିଙ୍କ ପୁଅ ଟିକେରାମ ପାତ୍ର (୨୧) କୌଣସି କାରଣକୁ…
କିଏ ସେହି ସଞ୍ଜୟ ମାଲହୋତ୍ରା, ଯିଏ ହେବେ ଭାରତୀୟ ରିଜର୍ଭ ବ୍ୟାଙ୍କର ଆଗାମୀ ଗଭର୍ନର
ନୂଆଦିଲ୍ଲୀ,୯ା୧୨:କେନ୍ଦ୍ର ସରକାର ରାଜସ୍ବ ସଚିବ ସଞ୍ଜୟ ମାଲହୋତ୍ରାଙ୍କୁ ସୋମବାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)ର ୨୬ତମ ଗଭର୍ନର ନିଯୁକ୍ତ କରିଛନ୍ତି। ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ କମିଟି ମାଲହୋତ୍ରାଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ସେ ବୁଧବାରଠାରୁ କାର୍ଯ୍ୟଭାର ଗ୍ରହଣ କରିବା ସହ…

